Home Left

ସିରିଜ୍‌ ଦୁର୍ଘଟଣା ଘଟାଇଲା ଅବକାରୀ ବିଭାଗ ଗାଡ଼ି, ଡ୍ରାଇଭର ଅଟକ

ଛତ୍ରପୁର,୧୭ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଅବକାରୀ ବିଭାଗ ଗାଡ଼ି ଶୁକ୍ରବାର ସକାଳେ ସିରିଜ୍‌ ଦୁର୍ଘଟଣା ଘଟାଇଛି। ସୂଚନାରୁ ପ୍ରକାଶ ଯେ, ଓଡି ୦୭ ଏଏଚ ୯୨୫୬ ନମ୍ବର ବିଶିଷ୍ଟ ଏକ ବୋଲେରୋ ଯେଉଁଥିରେ ଅବକାରୀ ବିଭାଗ ଲେଖା ହୋଇଛି। ଉକ୍ତ…

ଜୀବନସାଥୀ ବାଛିବା ପୂର୍ବରୁ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍‌…

ଆଜିକାଲି ସମୟରେ ଭଲ ଜୀବନସାଥୀଟିଏ ମିଳିବା ବହୁତ କଷ୍ଟସାଧ୍ୟ। କାରଣ ଏହାର ପ୍ରଭାବ ଆପଣଙ୍କ ପୂରା ଜୀବନ ଉପରେ ପଡ଼ିଥାଏ। ବିଶେଷକରି ଆରେଞ୍ଜ ମ୍ୟାରେଜ ବା ପ୍ରସ୍ତାବିତ ବିବାହ କରୁଥିଲେ କିଛି କଥା ପ୍ରତି ଧ୍ୟାନ ଦେବା ଜରୁରୀ ଅଟେ। ସେ…

‘ଏବେ ସମୟ ଆସିଛି’ ଇସ୍ରାଏଲ-ହମାସ ଯୁଦ୍ଧରେ ନିରୀହ ଲୋକଙ୍କ ମୃତ୍ୟୁକୁ ନେଇ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇସ୍ରାଏଲ-ହମାସ ଯୁଦ୍ଧ ଯୋଗୁ ଗାଜା ଷ୍ଟ୍ରିପରେ ନିରୀହ ଲୋକଙ୍କ ମୃତ୍ୟୁକୁ ନିନ୍ଦା କରିଛନ୍ତି। ଏହି ଯୁଦ୍ଧ ହେତୁ ପଶ୍ଚିମ ଏସିଆରେ ବଢୁଥିବା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇ ଗ୍ଲୋବାଲ ସାଉଥ ମଧ୍ୟରେ ଏକତା ଏବଂ ସହଯୋଗର…

ୟେମେନରେ ଭାରତୀୟ ନର୍ସଙ୍କୁ ମୃତ୍ୟୁ ଦଣ୍ଡାଦେଶ

ସନା,୧୭।୧୧: ୟେମେନ ନାଗରିକଙ୍କ ହତ୍ୟା ମାମଲାରେ ଭାରତୀୟ ମୂଳବାସିନ୍ଦା ମଲୟାଲୀ ନର୍ସ ନିମିଷା ପ୍ରିୟା ଫସିବାରେ ଲାଗିଛନ୍ତି। ଏହି ମାମଲାରେ ୟେମେନର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏକ ବର୍ଷ ଜେଲରେ ରହିବା ପରେ ନିମ୍ନ ଅଦାଲତ ନିମିଷାଙ୍କୁ ୨୦୧୮ରେ…

ସ୍ପଷ୍ଟ କଲେ ଜ୍ୟୋତିରାଦିତ୍ୟ, ମୁଁ ମୁଖ୍ୟମନ୍ତ୍ରୀ ପଦର ରେସ୍‌ରେ ନାହିଁ

ଭୋପାଳ,୧୭।୧୧: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ମତଦାନ ଚାଲିଛି। ଏହି ସମୟରେ କ୍ୟାବିନେଟ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଭୋଟ ଦେବା ପାଇଁ ଗ୍ବାଲିଅରରେ ପହଞ୍ଚିଥିଲେ। ଏହି ସମୟରେ ସେ ଗଣମାଧ୍ୟମ ସହ କଥା ହୋଇଥିଲେ ଏବଂ ତାଙ୍କ ମୁଖ୍ୟମନ୍ତ୍ରୀ…

ବାଇଡେନଙ୍କ ଜିନପିଙ୍ଗଙ୍କୁ ଏକଛତ୍ରବାଦୀ ଶାସକ କହିବା ତାଙ୍କ ମନ୍ତ୍ରୀଙ୍କୁ ଆସିଲାନି ପସନ୍ଦ

ଓ୍ବାଶିଂଟନ୍‌,୧୭।୧୧: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ବୁଧବାର ପ୍ରାୟ ଚାରି ଘଣ୍ଟା ଧରି ଏକ ବୈଠକ ହୋଇଥିଲା, କିନ୍ତୁ ଏହି ବୈଠକରୁ କେହି ଲାଭ ପାଇ ନଥିଲେ। ଏହା ପରେ ବାଇଡେନ କହିଛନ୍ତି…

ଖମନଖୋଲରେ ହାତୀପଲ, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡ଼ା,୧୭ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଗୁରୁବାରଠାରୁ ଆଠଟିକିଆ ହାତୀପଲ ପଶି ଆସିଛନ୍ତି। ପଡ଼ୋଶୀ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି। ସେପଟେ ହାତୀପଲକୁ…

ଅଷ୍ଟ୍ରେଲିଆର ଏହି ତିନି ଖେଳାଳି ଟିମ ଇଣ୍ଡିଆ ପାଇଁ ସମସ୍ୟା ହୋଇପାରନ୍ତି, ପ୍ରତି ମୁହୂର୍ତ୍ତରେ ବଦଳିପାରେ ମ୍ୟାଚ

ନୂଆଦିଲ୍ଲୀ,୧୭।୧୧: ପ୍ୟାଟ କମିନ୍ସଙ୍କ ନେତୃତ୍ୱାଧୀନ ଅଷ୍ଟ୍ରେଲିୟ ଦଳ ବିଶ୍ୱକପ ୨୦୨୩ର ଫାଇନାଲ ମ୍ୟାଚ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ସେମିଫାଇନାଲରେ ଅଷ୍ଟ୍ରେଲିଆ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଛି। ନଭେମ୍ବର ୧୯ରେ ଅହମ୍ମଦାବାଦରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ଖେଳାଯିବ।…

ବସ୍‌ ଚକା ପଙ୍କଚର ହେବାରୁ ଓହ୍ଲାଇପଡ଼ିଲେ ଯାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୩ ଜୀବନ

ଅନୁଗୋଳ,୧୭ା୧୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୩ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ପ୍ରାଚୀ ନାମକ ଏକ ଘରୋଇ ବସ୍‌ ଝାରସୁଗୁଡ଼ାରୁ…

ବିଶ୍ୱକପ ଫାଇନାଲ ପାଇଁ ଜୋରଦାର ପ୍ରସ୍ତୁତି, ଷ୍ଟାଡିୟମରେ ମୋଦିଙ୍କ ସହ ନଜର ଆସିପାରନ୍ତି ଧୋନି, ମ୍ୟାଚ ପୂର୍ବରୁ ଏୟାର ଶୋ’

ଅହମଦାବାଦ,୧୭।୧୧: ଚଳିତ ବର୍ଷ ବିଶ୍ୱକପ ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପ୍ରବେଶ କରିଛି। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଟିମ ଇଣ୍ଡିଆ ପ୍ରବେଶ କରିବ। ଏହି ମ୍ୟାଚକୁ ଭବ୍ୟ କରିବାକୁ ପ୍ରସ୍ତୁତି ଜୋରସୋରରେ…

ହମାସ୍‌ ନେତାଙ୍କ ଘର ଉଡ଼ାଇଦେଲା ଇସ୍ରାଏଲ

ଇସ୍ରାଏଲୀ ସୈନ୍ୟମାନେ ହମାସ୍‌ ନେତା ଇସ୍‌ମାଇଲ ହାନିୟେଙ୍କ ଗାଜାସ୍ଥିତ ଘରକୁ ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ତାଙ୍କ ବାସଭବନ ଧ୍ୱସ୍ତବିଧ୍ୱସ୍ତ ହେବାବେଳର ଭିଡିଓକୁ ସେମାନେ ଶେୟାର କରିଛନ୍ତି। ହାନିୟେ ହେଉଛନ୍ତି ହମାସ୍‌ର ପଲିଟିକାଲ ବ୍ୟୁରୋ ମୁଖ୍ୟ, ଯାହାଙ୍କୁ ସଙ୍ଗଠନର ସବୁଠୁ ଉଚ୍ଚ…

କୁଲଗାମରେ ସୁରକ୍ଷା ବାହିନୀଙ୍କୁ ମିଳିଲା ବଡ ସଫଳତା, ଲଶ୍କରର ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୭।୧୧: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଶୁକ୍ରବାର ଦ୍ୱିତୀୟ ଦିନ ପାଇଁ ଜାରି ରହିଛି। କୁହାଯାଉଛି ଯେ ସୁରକ୍ଷା ବାହିନୀ ବହୁତ ସଫଳତା ହାସଲ କରିଛି। ସୂଚନାନୁସାରେ, ଏନକାଉଣ୍ଟର ସ୍ଥାନରେ ୫ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri