Home Left

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡ଼େକା) ଗଠନ କରିଥିଲେ। ଏହାର ମୂଳ ଲକ୍ଷ୍ୟ ଥିଲା ସମାଜସେବା କରିବା।…

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ ସୁନା ଏବଂ ରୂପା ଉଭୟ ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା। ଡିସେମ୍ବର ୨୬ ତାରିଖ…

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ ଜାରି ରଖିଛନ୍ତି। ଦିଲ୍ଲୀ ଏବଂ ଗୁଜରାଟ ମଧ୍ୟରେ ଏଲିଟ ରାଉଣ୍ଡ ମ୍ୟାଚରେ ବିରାଟ ମାତ୍ର…

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ ଗଭୀର ଶୋକ ପ୍ରକାଶ କରିଛି। ଟୋରଣ୍ଟୋ ପୋଲିସ ମଙ୍ଗଳବାର ରିପୋର୍ଟ କରିଛି ଯେ ହାଇଲ୍ୟାଣ୍ଡ…

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଏହାର ଆକର୍ଷଣ ଅଲଗା। ଏହି ଜଳପ୍ରପାତ ପ୍ରତି ପର୍ଯ୍ୟଟକଙ୍କ ସ୍ବତନ୍ତ୍ର ଆକର୍ଷଣ ରହିଛି।…

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ ଉଲ୍ଲେଖନୀୟ ବୃଦ୍ଧି କରିଛି। BCCI ନିରନ୍ତର ଖେଳାଳିଙ୍କ ରୋଜଗାର ବୃଦ୍ଧି କରିଛି, ଯାହା ଅନ୍ୟ…

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ କି ମୁସଲମାନ, ସମସ୍ତେ ହିଂସାର ନିଆଁରେ ଜଳୁଛନ୍ତି। ବାଂଲାଦେଶର ବର୍ତ୍ତମାନର ପରିସ୍ଥିତି ମହମ୍ମଦ ୟୁନୁସଙ୍କ…

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହେଉଛି। ସକାଳୁ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ଲାଗି…

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ ଦ୍ବିଗୁଣିତ ହେବା ସହ ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡି। ଗତ କିଛିଦିନ ହେଲା…

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ ଇଭ୍‌ରେ ହାର୍ଦ୍ଦିକ ତାଙ୍କ ଗର୍ଲଫ୍ରେଣ୍ଡ ମାହିକା ଶର୍ମାଙ୍କ ସହ ଏକ ରେଷ୍ଟୁରାଣ୍ଟ ବାହାରେ ନଜର…

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ  । ଜୟନଗର ସ୍ଥିତ…

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ ପକ୍କା ରାସ୍ତା ନ ଥିବାବେଳେ ସାମଜିକ ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ପର୍ଯ୍ୟଟକଙ୍କ ଭିଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri