Home Left

ଜୋକୋଭିଚ ବର୍ଷ ଶେଷ ନମ୍ବର ଓ୍ବାନ

ତୁରିନ୍‌, ୧୪ା୧୧ (ଏପି): ସର୍ବୀୟ ଟେନିସ ଷ୍ଟାର ନୋଭାକ୍‌ ଜୋକୋଭିଚ୍‌ ଏଟିପି ଫାଇନାଲ୍ସରେ ହେଲ୍‌ଗର ରୁନ୍‌ଙ୍କୁ ୭-୬ (୪), ୬-୭ (୧), ୬–୩ ସେଟ୍‌ରେ ପରାସ୍ତ କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଖେଳାଯାଇଥିବା ଏହି ମ୍ୟାଚ ୩ ଘଣ୍ଟାରୁ ଅଧିକ ସମୟ…

ସର୍ବଭାରତୀୟ ସିଭିଲ ସର୍ଭିସ କ୍ରିକେଟ ପାଇଁ ଓଡ଼ିଶା ଦଳ ଚୟନ

ଭୁବନେଶ୍ୱର, ୧୪।୧୧, (ତପନ ସ୍ବାଇଁ): ନୂଆଦିଲ୍ଲୀଠାରେ ହେବାକୁ ଥିବା ସର୍ବଭାରତୀୟ ସିଭିଲ ସର୍ଭିସ କ୍ରିକେଟ ଟୁର୍ନାମେଣ୍ଟରେ ଅଂଶଗ୍ରହଣ ପାଇଁ ଓଡ଼ିଶା ଦଳର ଚୟନ ଶିବିର ହାଇଟେକ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। କ୍ରିକେଟ କୋଚ ଲଳିତ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି…

ସେମିଫାଇନାଲ ଚାପ ରହିବ:ଡ୍ରାଭିଡ୍‌

ବେଙ୍ଗାଲୁରୁ,୧୪।୧୧(ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷ ସେମି ଫାଇନାଲ ମ୍ୟାଚ୍‌ ପାଇଁ ଭାରତୀୟ କ୍ରିକେଟ ଦଳ ଉପରେ ଚାପ ରହିବ ବୋଲି କହିଛନ୍ତି ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌। ବୁଧବାରର ମ୍ୟାଚ୍‌ ଉଭୟ ଦଳ ପାଇଁ ସମାନ ଭାବରେ ଚାପ ସୃଷ୍ଟି କରିବ ତେଣୁ…

ବାରବାଟୀ-କଟକ ନିର୍ବାଚନୀ ମାମଲା: ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ,୧୪ା୧୧ (କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ସୋମବାର ଶୁଣାଣିରେ ବିଧାୟକଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ…

ଜୟ ଆଲୁକ୍କାସ୍‌ଙ୍କ ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ ଉନ୍ମୋଚିତ

ଭୁବନେଶ୍ୱର,୧୪।୧୧: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟ ଆଲୁକ୍କାସ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ଜୟ ଆଲକ୍କାସଙ୍କର ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ (ସ୍ପ୍ରେଡିଂ ଜୟ) ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ଜୟ ଆଲୁକ୍କାସ୍‌ କିପରି ବିଶ୍ୱର ଜଣେ ଜଣାଶୁଣା ଗହଣା ବ୍ୟବସାୟୀ ହୋଇଗଲେ ସେ…

ଶରୀର ଦାନ ପାଇଁ ପଦ୍ମଶ୍ରୀ ବାବା ବଳିଆଙ୍କ ଘୋଷଣା

ତିର୍ତ୍ତୋଲ, ୧୪।୧୧(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ନିକଟ ବୀଣାପାଣି ମଣ୍ଡପ ପରିସରରେ ପଦ୍ମଶ୍ରୀ ବାବା ବଳିଆ ସୋମବାର ଏକ ଖବରଦାତା ସମ୍ମିଳନୀ ଡାକି ଶରୀର ଦାନ କରିବା ପାଇଁ ଘୋଷଣା କରିଛନ୍ତି। ଏହି ଅବସରରେ ସେ କହିଥିଲେ, ଜୀବନରେ…

ଭି-ମାର୍ଟର ସ୍ବତନ୍ତ୍ର ଦୀପାବଳି କଲେକ୍ସନ

ଭୁବନେଶ୍ୱର,୧୪।୧୧: ଭି-ମାର୍ଟ ରିଟେଲ ଲିମିଟେଡ୍‌ (ଭି-ମାର୍ଟ)ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ‘ଫ୍ୟାଶନ କା ପ୍ୟାର୍‌ ହର୍‌ ତ୍ୟୋହାର’ ସହ ସ୍ବତନ୍ତ୍ର ଦୀପାବଳି କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଦିିଓ୍ବାଲି ସେଲିବ୍ରେଶନକୁ ଦ୍ୱିଗୁଣିତ କରିବା ପାଇଁ ଭି ମାର୍ଟ ପକ୍ଷରୁ…

ଶ୍ରେଷ୍ଠତା ପ୍ରଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୧୧: ଓଡ଼ିଶା ଖଣି ନିଗମ (ଓଡ଼ିଶା ମାଇନିଂ କର୍ପୋରେଶନ ବା ଓଏମ୍‌ସି) ର ନୂତନ ପଦକ୍ଷେପ ‘ୟୁରୋପୀୟ ଫାଉଣ୍ଡେଶନ ଫର୍‌ କ୍ୱାଲିଟି ମ୍ୟାନେଜମେଣ୍ଟ (ଇଏଫକ୍ୟୁଏମ୍‌) କାର୍ଯ୍ୟାନ୍ବୟ’କୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଏମସି ଅଧ୍ୟକ୍ଷ ତଥା ଇସ୍ପାତ ଏବଂ ଖଣି…

ମଣପୁରମର ଦ୍ୱିତୀୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୪।୧୧: ଦେଶର ପ୍ରମୁଖ ଘରୋଇ ଅର୍ଥଲଗାଣକାରୀ କମ୍ପାନୀ ମଣପୁରମ ଫାଇନାନ୍ସ ଲିମିଟେଡର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ଆଗାମୀ କାର୍ଯ୍ୟକଳାପ ଓ କାରବାର ସାଙ୍ଗକୁ ନୂତନ ସୁବିଧା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏପରିକି ଚଳିତ…

କୁବେର ଅପ୍ଟିକାଲର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୪।୧୧ : ସ୍ମାର୍ଟସିଟି ଭୁବନେଶ୍ୱରର ଜଣାଶୁଣା ଆଇ ଓ୍ବେରିଂ ବ୍ରାଣ୍ଡ୍‌ କୁବେର ଅପ୍ଟିକାଲର ନୂତନ ୟୁନିଟ ତଥା ଏକ୍ସକ୍ଲୁସିଭ ଆଉଟଲେଟ ‘ ନ୍ୟୁ ଅପ୍ଟିଲା ଆଣ୍ଡ ଆଇ କ୍ଲିନିକ’ ନିକଟରେ ୟୁନିଟ-୪ (ପୁରୀ ଗ୍ରାମ୍ୟ ବ୍ୟାଙ୍କ ଶାଖା ଭୌମନଗର) ଠାରେ ଉଦଘାଟିତ ହୋଇଯାଇଛି।…

ନୂଆ ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଧନ୍ୟବାଦ ଜଣାଇଲେ ମହୁଆ

କୋଲକାତା,୧୪ା୧୧: ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍‌ସି ଏମ୍‌ପିି ମହୁଆ ମୋଇତ୍ରଙ୍କ ବିରୋଧରେ ସଂସଦୀୟ କମିଟି ତଦନ୍ତ ଚଳାଇଥିବା ବେଳେ ତାଙ୍କୁ କ୍ରିଷ୍ଣନଗର (ନଦିଆ ଉତ୍ତର)ର ଜିଲା ସଭାପତି ଭାବେ ଦଳ ନିଯୁକ୍ତି ଦେଇଛି। ନୂଆ ପଦବୀ ପାଇଁ ମହୁଆ ଦଳ…

ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୭%

ଭୁବନେଶ୍ୱର,୧୪।୧୧ (ଅଭୟ ଦାଶ): ଗତ କିଛି ମାସ ହେଲା/ହେବ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଘଟୁଛି। ଏପରିକି କ୍ରମାଗତ ୪ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ଦେଖିବାକୁ ମିଳିଛି, ବିଶେଷ କରି ଘରୋଇ ବଜାରରେ ଖାଦ୍ୟ ସାମଗ୍ରୀର ଦର ହ୍ରାସ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri