ବିଜୁଳି ଯୋଗାଣ ବିଚ୍ଛିନ୍ନ: ମରଣମୁହଁରେ ଶିଶୁ
ଗାଜା ସିଟି,୧୪ା୧୧: ଗାଜା ସିଟିରେ ଇସ୍ରାଏଲ୍ର ଆକ୍ରମଣ ଜାରି ରହିଥିବାବେଳେ ହସ୍ପିଟାଲଗୁଡ଼ିକୁ ଟାର୍ଗେଟ କରାଯାଉଥିବାରୁ ସେଠାରେ ଦୟନୀୟ ସ୍ଥିତି ସୃଷ୍ଟି ହୋଇଛି। ଉତ୍ତର ଗାଜାର ଅନେକ ହସ୍ପିଟାଲରେ ବିଜୁଳି ଓ ଅତ୍ୟାବଶ୍ୟକ ସାମଗ୍ରୀ ଅଭାବରୁ ରୋଗୀସେବା ବନ୍ଦ ହୋଇଯାଇଛି। ମୁଖ୍ୟ ହସ୍ପିଟାଲ…
ଅଭିନେତ୍ରୀ ମୌସୁମୀ ନାୟକ ଗିରଫ
ଭୁବନେଶ୍ୱର,୧୪।୧୧(ସତ୍ୟଜିତ୍ ରାଉତ): ଧମକ ଦେଇ ଟଙ୍କା ଆଦାୟ କରିବା ଅଭିଯୋଗରେ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ ଭୁବନେଶ୍ୱର ଇନ୍ଫୋସିଟି ଥାନା ପୋଲିସ ସୋମବାର ଗିରଫ କରିଛି। ଚନ୍ଦକା ଥାନା ଅନ୍ତର୍ଗତ ଦାରୁଠେଙ୍ଗ ଅଞ୍ଚଳରେ ଅଭିଯୁକ୍ତା ମୌସୁମୀଙ୍କ ଘର। ଲେଖିକା ବନସ୍ମିତା ପତିଙ୍କ ଏତଲା…
ଉଦ୍ଧାର କାର୍ଯ୍ୟ ଜାରି : ଖାଦ୍ୟ ଅକ୍ସିଜେନ୍ ପଠାଗଲା
ଡେରାଡୁନ୍,୧୪ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲା ଅନ୍ତର୍ଗତ ଯମୁନେତ୍ରୀ-ଉତ୍ତରାଖଣ୍ଡ ଜାତୀୟ ରାଜପଥ କାମ ଚାଲିଥିବାବେଳେ ରବିବାର ଭୋର ସମୟରେ ସୁଡ଼ଙ୍ଗ ଭୁଶୁଡ଼ି ପଡ଼ିବାରୁ ୫ ଓଡ଼ିଆଙ୍କ ସମେତ ୪୦ରୁ ଊଦ୍ଧ୍ୱର୍ର୍ ଶ୍ରମିକ ଫସି ରହିଛନ୍ତି। ଉତ୍ତରକାଶୀର ସିଲ୍କ୍ୟାରା ସହ ଡଙ୍ଗାଲଗାଓଁକୁ ଏହି ସୁଡ଼ଙ୍ଗ…
ବଡ଼ପଣ ଦେଖାଇଲେ ଧୋନୀ, ପ୍ରଶଂସକଙ୍କୁ ଖୁସିକରିବାକୁ ବିଏମ୍ଡବ୍ଲ୍ୟୁରେ…
କ୍ୟାପଟେନ କୁଲ୍ଙ୍କୁ ଦେଖିବା ପାଇଁ ତାଙ୍କ ପ୍ରଶଂସକମାନେ ବେଶ୍ ଆଗ୍ରହୀ। ମହେନ୍ଦ୍ର ସିଂ ଧୋନୀଙ୍କ ଅବସର ପରେ ମଧ୍ୟ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା କମିନାହିଁ। ଏବେ ତାଙ୍କ କ୍ରେଜ ପୂର୍ବ ଅପେକ୍ଷା ଅଧିକ ବୃଦ୍ଧି ପାଇଛି। ମାହି ମଧ୍ୟ ତାଙ୍କ ପ୍ରଶଂସକଙ୍କୁ…
ଉତ୍ତରକାଶୀରେ ସୁଡ଼ଙ୍ଗ ଭୁଶୁଡ଼ିଲା: ୫ ଓଡ଼ିଆଙ୍କ ସମେତ ୪୦ ଫସିଛନ୍ତି
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବାଙ୍ଗିରିପୋଷି (ସଞ୍ଜୟ କୁମାର ଅଗ୍ରୱାଲ), ୧୪ା୧୧ ଉତ୍ତରାଖଣ୍ଡରେ ଭୁଶୁଡ଼ିଥିବା ସୁଡ଼ଙ୍ଗ ତଳେ ଫସିରହିଥିବା ଶ୍ରମିକଙ୍କ ମଧ୍ୟରେ ୫ଜଣ ଓଡ଼ିଆ ଅଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ମୟୂରଭଞ୍ଜ ଜିଲାର ଏବଂ ୨ଜଣ ନବରଙ୍ଗପୁର ଜିଲାର ବୋଲି ଜଣାପଡ଼ିଛି। ମୟୂରଭଞ୍ଜ ଜିଲାର…
କାଳୀ ପୂଜାରେ ଜୁଆଖେଳ:୩ ଅଟକ
ଉଦଳା,୧୩ା୧୧(ସନ୍ତୋଷ କୁମାର ବାଚ୍ଛିନୀ) – ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଗୋଡ଼ା ଗ୍ରାମରେ କାଳୀ ପୂଜା ଉତ୍ସବ ଚାଲିଥିବା ବେଳେ ଜୁଆଖେଳ ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଅଟକ ରଖିଛି। ସେମାନଙ୍କଠାରୁ ନଗଦ ୨୬୩୨୫ଟଙ୍କା, ଜୁଆ ଖେଳର ସରଞ୍ଜାମ ଜବତ…
ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ
ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି ପୁରୁଣାବଜାର ଥାନା ଅଧୀନ ଶଙ୍କରପୁର ସାହିରେ ଘର ଉପରେ ରକେଟ୍ ବାଣ ପଡ଼ି ଗୁଲାମ…
ନାରାୟଣପ୍ରସାଦରେ ହାତୀ ଉପଦ୍ରବ
ଘଣ୍ଟାପଡା,୧୩।୧୧(ପ୍ରଭାତ କୁମାର ସାହୁ): କଣ୍ଟାମାଳ ବ୍ଲକ ନାରାୟଣପ୍ରସାଦ ପଞ୍ଚାୟତରେ ଜଙ୍ଗଲି ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗୋଟିଏ ସପ୍ତାହ ହେବ ଅଞ୍ଚଳରେ ହାତୀପଲ ବୁଲାବୁଲି କରୁଥିବାବେଳେ ଲୋକଙ୍କ ଫସଲ ନଷ୍ଟ କରୁଥିବା ଜଣାପଡିଛି। ନାରାୟଣପ୍ରସାଦ ମୌଜାରେ ଥିବା ସିଲେଇମାଳ ଗ୍ରାମର କଲତା…
ଟିଏମ୍ସି ନେତାଙ୍କୁ ଗୁଳିକରି ହତ୍ୟା : ଆକ୍ରମଣକାରୀଙ୍କୁ ଲୋକେ ପିଟି ମାରିଦେଲେ
କୋଲକାତା,୧୩ା୧୧: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ଜୟନଗରରେ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ଜଣେ ସ୍ଥାନୀୟ ନେତାଙ୍କୁ ସୋମବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ଉତ୍ତ୍ୟକ୍ତ ଲୋକେ ଉକ୍ତ ଆକ୍ରମଣକାରୀଙ୍କୁ ପିଟି ମାରିଦେଇଛନ୍ତି। ଜୟନଗରର ବାମୁଗାଚିର ଟିଏମ୍ସି ସଭାପତି ଥିବା…
ସଂଖ୍ୟାଲଘୁଙ୍କ ପାଇଁ ୧୫୦ ସାଂସ୍କୃତିକ-ଗୋଷ୍ଠୀ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ୪୫ କୋଟି ମଞ୍ଜୁର
ଭୁବନେଶ୍ୱର,୧୩ା୧୧(ଅନିଲଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୨ଟି ଜିଲାରେ ସଂଖ୍ୟା ଲଘୁ ସମ୍ପ୍ରଦାୟଙ୍କ ଲାଗି ୧୫୦ଟି ବହୁମୁଖୀ ସାଂସ୍କୃତିକ-ଗୋଷ୍ଠୀ କେନ୍ଦ୍ରକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୪୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଗୋଷ୍ଠୀ କେନ୍ଦ୍ର ଖ୍ରୀଷ୍ଟିୟାନ, ମୁସଲମାନ, ବୌଦ୍ଧ ଏବଂ…
୨୪ ଘଣ୍ଟାରେ ଲଘୁଚାପ
ଭୁବନେଶ୍ୱର,୧୩ା୧୧(ଅନିଲଦାସ): ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ୧୫ ତାରିଖରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି…
ଚର୍ଚ୍ଚାରେ ବିଜୟ ତମନ୍ନାଙ୍କ ଏଣ୍ଟ୍ରି
ମୁମ୍ବାଇ: ବି-ଟାଉନରେ ଅଭିନେତ୍ରୀ ତମନ୍ନା ଭାଟିଆ ଏବଂ ବିଜୟ ବର୍ମାଙ୍କ ସମ୍ପର୍କକୁ ନେଇ ଖୁବ୍ ଆଲୋଚନା ହେଉଛି। ବିଜୟ ତାଙ୍କ ପ୍ରେମକୁ ଖୋଲାଖୋଲି ପ୍ରକାଶ କରିବା ପରେ ସେମାନେ ଏବେ ପ୍ରଶଂସକଙ୍କ ପସନ୍ଦର ଯୋଡ଼ି ପାଲଟିଛନ୍ତି। ଏବେ ଦୁହିଁଙ୍କର ଏକ ଭିଡିଓ…
Archives


