Home Left

ଖେଳିବାକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଭଉଣୀ, ଆଜି ପୋଖରୀରୁ ମିଳିଲା ମୃତଦେହ

କଳିଙ୍ଗନଗର,୧୬ା୩(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ଯଖପୁରା ପଞ୍ଚାୟତର ବାଳୁଙ୍ଗାବନ୍ଦୀ ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ, ଏହି ଗ୍ରାମ ନିକଟରେ ଏକ ଫାର୍ମ ହାଉସରେ ମୟୂରଭଞ୍ଜ ଅଞ୍ଚଳରେ…

ପ୍ରୋତ୍ସାହନ ରାଶି ମିଳିବା ଦାବିରେ ଓ୍ବାର୍ଡସଭ୍ୟଙ୍କର ଭୋଟ୍‌ ବର୍ଜନ ଧମକ

ନିରାକାରପୁର,୧୬ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚଳିତମାସ ଗତ ୧୨ତାରିଖରେ ରାଜ୍ୟ ସରକାର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବଢ଼ାଇଛନ୍ତି। ହେଲେ ଓ୍ବାର୍ଡ ସଭ୍ୟ ଓ ସଭ୍ୟା୍‌ମାନଙ୍କର ଭତ୍ତା ୨୪୦ଟଙ୍କାରୁ ଏବେ ୪୮୦କୁ ବୃଦ୍ଧି କରିଛନ୍ତି। ହେଲେ…

ପାକିସ୍ତାନ କୋଚ୍‌ ହେବାକୁ ମନା କଲେ ଏହି ଭେଟେରାନ୍‌, ପିସିବିର ବଢ଼ିଲା ଚିନ୍ତା

ଇସଲାମାବାଦ,୧୬।୩: ପାକିସ୍ତାନ କ୍ରିକେଟ ଦଳ ନୂଆ କୋଚ୍‌ ଚୟନ କରୁଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏଥିପାଇଁ ଅନେକ ନାମ ଉପରେ ବିଚାର କରୁଛି। ଏସବୁ ମଧ୍ୟରେ ବୋର୍ଡକୁ ଏକ ଝଟ୍‌କା ଲାଗିଛି। ଦଳର ମୁଖ୍ୟ ପ୍ରଶିକ୍ଷକ(କୋଚ୍‌) ଦୌଡ଼ରେ ଅଷ୍ଟ୍ରେଲିଆର ପୂର୍ବତନ…

ନିର୍ବାଚନ ତାରିଖ ଘୋଷଣା ପରେ ହଟିଲା ହୋର୍ଡିଂ

ଦାରିଙ୍ଗବାଡ଼ି,୧୬ା୩(ଅରୁଣ ସାହୁ): ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହେବା ପରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦଳୀୟ କର୍ମୀମାନେ ନିଜ ଦଳର ହୋର୍ଡିଂଗୁଡିକୁ ହଟାଇ ଦେଇଛନ୍ତି। ତେବେ ଏହା ଉକ୍ତ ବ୍ଲକ ଅଞ୍ଚଳର ସମସ୍ତ ପଞ୍ଚାୟତରେ…

ବିଧବା ଭତ୍ତା ପାଇବାରୁ ବଞ୍ଚିତ ଜାହାଜ

କେନ୍ଦୁଝର,୧୬ା୩: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟ କରି ଆସୁଛନ୍ତି। କିନ୍ତୁ ବହୁ କ୍ଷେତ୍ରରେ ଗରିବ ହିତାଧିକାରୀ ଯିଏ ଯୋଜନା ପାଇବାକୁ ହକଦାର ସେ ଯୋଜନାରୁ ବଞ୍ଚିତ ଅଛନ୍ତି। ପ୍ରକାଶ…

ସାଇବର ଠକେଇର ଶିକାର ହେଲେ ନିଅନ୍ତୁ ଏମିତି ସାହାଯ୍ୟ

ଛତ୍ରପୁର,୧୬ା୩(ଦିଲ୍ଲୀପ ସାମଲ): ଲୋକଙ୍କ ସେବା ଯୋଗାଇବା ପାଇଁ ଗଞ୍ଜାମ ପୋଲିସ ଜିଲା ବେଶ୍‌ ସଜାଗ ହୋଇ ରହିଛି। ଦିନକୁ ଦିନ ଲୋକେ ସାଇବର ଠକେଇର ଶିକାର ହେଉଥିବାରୁ ଏହାର ପ୍ରତିକାର ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ହେଲ୍ପଲାଇନ ନମ୍ବର…

ନିର୍ବାଚନ ସମୟରେ ବ୍ୟାଙ୍କଗୁଡ଼ିକ ପ୍ରତିଦିନ ସନ୍ଦେହଜନକ କାରବାର ରିପୋର୍ଟ ଦାଖଲ କରିବେ: ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୬।୩: ଶନିବାର ନିର୍ବାଚନ ଆୟୋଗ ଲୋକସଭା ଏବଂ ଓଡ଼ିଶା ସମେତ ତିନି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ଏଠି ସହିତ କିପରି ସ୍ଵଛ ଏବଂ ହିଂସାମୁକ୍ତ ନିର୍ବାଚନ କରିବା ପାଇଁ ଆୟୋଗଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।…

ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ

ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ ମାଓବାଦୀଙ୍କ…

ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା

ନୂଆଦିଲ୍ଲୀ,୧୬।୩: ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି ୯୫୦୦…

ଭୋଟ ପରିଚୟ ନ ଥିଲେ ବି ଦେଇପାରିବେ ଭୋଟ୍‌? ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୧୬।୩: ଆସନ୍ତା ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ ତାରିଖରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯିବ। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଦେବେ। ଓଡ଼ିଶା ବିଷୟରେ…

ହାର୍ଡଓ୍ବୟାର ଦୋକାନରେ ଜିଏସ୍‌ଟି ଚଢ଼ାଉ

ରାୟଗଡ଼ା,୧୬ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନ୍ୟୁ କଲୋନୀସ୍ଥିତ ଫେୟାର ଡିଲ୍‌ କର୍ପୋରେଶନ ଦୋକାନରେ ଶନିବାର ଜିଏସ୍‌ଟି ଚଢ଼ାଉ ହୋଇଛି। ରାୟଗଡ଼ାସ୍ଥିତ ଜିଏସ୍‌ଟି ଏନଫୋର୍ସମେଣ୍ଟ ଡେପୁଟି କମିଶନର ତୋଫାନ ବେମାଲଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଟିକସ ଫାଙ୍କିବା ଅଭିଯୋଗରେ ଚଢ଼ାଉ…

ଡବ୍ଲ୍ୟୁପିଏଲ୍‌ ଫାଇନାଲରେ ଦିଲ୍ଲୀ ବନାମ ଆର୍‌ସିବି: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ଏହି ମହାମୁକାବିଲା…

ନୂଆଦିଲ୍ଲୀ,୧୬।୩: ଓମେନ୍ସ ପ୍ରିମିୟର ଲିଗ୍‌ର ଦ୍ୱିତୀୟ ସିଜନ୍‌ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଫାଇନାଲ ମୁକାବିଲା ଖେଳାଯିବ।ଦିଲ୍ଲୀ ଟିମ୍‌ ଲିଗ୍‌ ପର୍ଯ୍ୟାୟରେ ୮ରୁ ୬ ମ୍ୟାଚ୍‌ ଜିତି ଶୀର୍ଷରେ ପହଞ୍ଚିଥିଲା। ଏପରିକି ଲଗାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?