Home Left

ବାଟ ହୁଡ଼ିଛି ଡିଏମ୍‌ଏଫ୍‌

ଯାଜପୁର,୩୦ା୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮ ପ୍ରମୁଖ ଜିଲା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼କୁ…

 ପାଣି ମୋଟର ଅଚଳ

କେସିଙ୍ଗା,୩୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୨୫ ତାରିଖରୁ ପାଇପ ପାଣି ଠିକ ସମୟରେ ଆସୁନାହିଁ। ଏ ନେଇ ହିତାଧିକାରୀମାନେ ବିଭାଗୀୟ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ପ୍ରତ୍ୟେକ ଦିନ ସକାଳ ୭ଟାରେ ପାଣି ଆସୁଥିଲା। କିନ୍ତୁ ବର୍ତ୍ତମାନ କେତେବେଳେ…

ବାଟ ହୁଡ଼ିଛି ଡିଏମ୍‌ଏଫ୍‌

ଯାଜପୁର,୩୦।୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮ ପ୍ରମୁଖ ଜିଲା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼କୁ…

ରାମକୁମାର-ମାଇନେନିଙ୍କୁ ରୌପ୍ୟ

ହାଙ୍ଗଝୋ, ୩୦।୯(ପି.ଟି.): ଏସିଆନ ଗେମ୍ସର ପୁରୁଷ ଡବଲ୍ସ ଟେନିସରେ ଭାରତର ରାମକୁମାର ରମାନାଥନ ଓ ସାକେଥ ମାଇନେନି ରୌପ୍ୟ ପଦକ ହାସଲ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଏହି ଭାରତୀୟ ଯୋଡ଼ି ଚାଇନିଜ ତାଇପେର ସୁ ୟୁ-ସିଉ ଓ ଜାସନ ଜଙ୍ଗଙ୍କଠାରୁ…

୭୨ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲେ କିରଣ

ହାଙ୍ଗଝୋ, ୩୦୯ (ପି.ଟି.): ଚଳିତ ଏସିଆନ ଗେମ୍ସର ଆଥଲେଟିକ୍ସ ଇଭେଣ୍ଟରୁ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି କିରଣ ବଳିୟାନ। ଦୀର୍ଘ ୭୨ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ମହିଳା ଶଟ୍‌ପୁଟ ଇଭେଣ୍ଟରେ ସେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୨୪…

ସେମି ସହ ନିଖତଙ୍କୁ ଅଲିମ୍ପିକ କୋଟା

ହାଙ୍ଗ୍‌ଝୋ, ୩୦ା୯(ପି.ଟି.): ଦୁଇଥର ବିଶ୍ୱ ଚାମ୍ପିୟନ ଭାରତୀୟ ବକ୍ସର ନିଖତ ଜରିନ୍‌ ଏସିଆନ ଗେମ୍ସ ମହିଳା ୫୦କେଜି ଶ୍ରେଣୀ ବକ୍ସିଂ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ସେ ଏକ ପଦକ ପକ୍କା କରିପାରିିଛନ୍ତି। ଟୁର୍ନାମେଣ୍ଟରେ ନିଖତଙ୍କର ଏହା ଥିଲା ତୃତୀୟ ବାଉଟ୍‌।…

ଭାରତୀୟ ମହିଳା ସ୍କ୍ବାଶ୍‌ ଦଳକୁ ବ୍ରୋଞ୍ଜ

ହାଙ୍ଗଝୋ, ୩୦।୯ (ପି.ଟି.): ଏସିଆନ ଗେମ୍ସରେ ଭାରତୀୟ ମହିଳା ସ୍କ୍ବାଶ୍‌ ଦଳ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଛି। ତେବେ ପୁରୁଷ ଦଳ ଫାଇନାଲରେ ପ୍ରବେଶ କରି ସ୍ବର୍ଣ୍ଣ ପଦକ ଆଶା ଉଜ୍ଜ୍ୱଳ କରିଛି। ଶୁକ୍ରବାର ଅନୁଷ୍ଠିତ ପୁରୁଷ ବର୍ଗ ସେମିଫାଇନାଲରେ ସୌରଭ…

ମନିକା ବାତ୍ରା କ୍ୱାର୍ଟରରେ

ହାଙ୍ଗ୍‌ଝୋ(ଚାଇନା), ୩୦ା୯(ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ମନିକା ବାତ୍ରା ଏସିଆନ ଗେମ୍ସ ଟେବୁଲ ଟେନିସ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଭେଟେରାନ ଏ. ଶରଥ କମଲ ଓ ଜି. ସାଥିୟଁା କିନ୍ତୁ ପ୍ରି-କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ସକାଳ…

ଭାରତୀୟ ରଗ୍‌ବୀ ଦଳରେ କିସ୍‌ର ୪ ଖେଳାଳି

ଭୁବନେଶ୍ୱର,୩୦ା୯ (ବିଜୟ ରଣା): ଚାଇନାର ଚାଇନିଜ ତାଇପେଠାରେ ୧୮ ବର୍ଷରୁ କମ୍‌ ଏସିଆ ରଗ୍‌ବୀ ସେଭେନ୍ସ ଟୁର୍ନାମେଣ୍ଟ ଶନିବାରଠାରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏଥିରେ ଭାରତର ଉଭୟ ବାଳକ ଓ ବାଳିକା ଦଳ ଅଂଶଗ୍ରହଣ କରିବ। ଭାରତୀୟ ଦଳରେ କିସ୍‌ର…

ବିବାହ ଲେହେଙ୍ଗାରେ ଜେଜେମା’ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପରିଣୀତି

ମୁମ୍ବାଇ: ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ରାଘବ ଚଢା ସେପ୍ଟେମ୍ବର ୨୪ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଦୟପୁରର ଲିଲା ପ୍ୟାଲେସରେ ଦୁଇ ଲଭବାର୍ଡଙ୍କ ବିବାହ ଧୁମ୍‌ଧାମରେ ଅନୁଷ୍ଠିତ ହୋଇଛି। ତେବେ ବିବାହରେ ପରିଣୀତି ପିନ୍ଧିଥିବା ଲେହେଙ୍ଗାକୁ ଫ୍ୟାନ୍ସ ବହୁତ ପସନ୍ଦ କରିଛନ୍ତି।…

ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ

ବଲାଙ୍ଗୀର, ୩୦ା୯(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ସଦର ମହକୁମାସ୍ଥିତ ପୃଥ୍ବୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମ୍‌ରେ ତିନିଦିନ ବ୍ୟାପୀ ଆୟୋଜିତ ରାଜ୍ୟ ସ୍କୁଲ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଛି। ୧୪ ବର୍ଷରୁ କମ୍‌ ବାଳକ ବିଭାଗରେ କଟକ ଚାମ୍ପିୟନ ଓ…

ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଟେବୁଲ ଟେନିସ ଆରମ୍ଭ

ଭୁବନେଶ୍ୱର, ୩୦।୯ (ତପନ ସ୍ବାଇଁ): ଖୋର୍ଦ୍ଧାଜିଲା ଟେବୁଲ ଟେନିସ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ ଶୁକ୍ରବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେଥିବା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି। ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri