Home Left

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଂଚିଥିଲେ। ଗ୍ରାମକୁ ରାସ୍ତା ନଥିବାରୁ କାଦୁଅ ପଚ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର ନିଦ ଭାଙ୍ଗି ନ ଥିଲା। ଶେଷରେ ବାଧ୍ୟହୋଇ ଗାଁର ମହିଳାମାନେ ଏକାଠି ହୋଇ…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି ଧନେଶ୍ୱର ମେହେର ଉପ ସଭାପତି ଉମାକାନ୍ତ ସାହୁ ସାଧାରଣ ସମ୍ପାଦକ, ମନୋଜ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ ନେତାମାନେ ଉଦ୍‌ବେଗ ପ୍ରକାଶ କରିବା ସହ ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହନ ଦେବା ପାଇଁ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ ଭାବେ ଚତୁର୍ଥ ଇନିଂସରେ ପ୍ରଥମ ବ୍ୟାଟର ଭାବେ ୨୦୦୦ ରନ ଅତିକ୍ରମ କରିଛନ୍ତି।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ ପାତ୍ର (୮୧) ନାମକ ଜଣେ ବୃଦ୍ଧ ଗାଁ ଶ୍ମଶାନ ନିକଟ ବାହୁଦା ନଦୀକୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ସଫେଇ ବ୍ୟବସ୍ଥା ଏବଂ ସଫେଇ କର୍ମଚାରୀଙ୍କ ସ୍ଥିତି…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ ପର୍ବ ଅବସରରେ ୨ଦିନ ପୂର୍ବରୁ ଭାଇଚାରା, ସମାନତା ଓ ସାମାଜିକ ଏକତାର ମହତ୍ତ୍ୱପୂର୍ଣ୍ଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ମହିଳା…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି କରାଯାଇଛି। ଛତ୍ରପୁରଠାରେ ମହାସଭା ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଗଚାଷୀ ଓ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକଟସ୍ଥ ବ୍ରିଜ ଠାରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ମଧ୍ୟରେ ଋଷିକୁଲ୍ୟା ନଦୀକୂଳରେ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?