ଧନ୍ତେରସ୍ କାରବାର ଉତ୍ସାହଜନକ
ଭୁବନେଶ୍ୱର, ୧୧।୧୧, (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧନ୍ତେରସ ଉପଲକ୍ଷେ ସାରା ରାଜ୍ୟରେ ଏକ ପ୍ରକାର ଉତ୍ସବ ପାଳିତ ହେଉଥିଲା। ବିଶେଷକରି ଧନ୍ତେରସରେ ଧନ କ୍ରୟ (ମୂଲ୍ୟବାନ୍ ଅଳଙ୍କାର) ସବୁ କ୍ଷେତ୍ର ପାଇଁ ସୁଫଳ ଦେଇଥାଏ ବୋଲି କାହିଁ କେଉଁ…
ଭାରତ-କାତାର ଫୁଟ୍ବଲ ମ୍ୟାଚ: ଅନ୍ଲାଇନ ଟିକେଟ ବିକ୍ରି ଆରମ୍ଭ
ଭୁବନେଶ୍ୱର, ୧୧।୧୧(ତପନ ସ୍ବାଇଁ): ଭାରତ ଓ କାତାର ମଧ୍ୟରେ ଫିଫା ବିଶ୍ୱକପ ୨୦୨୬/ଏଏଫ୍ସି ଏସିଆନ କପ୍ ୨୦୨୭ ଯୁଗ୍ମ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ ମ୍ୟାଚ ଆସନ୍ତା ୨୧ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ପାଇଁ ଶୁକ୍ରବାରଠାରୁ ଅନ୍ଲାଇନ୍…
କାର୍ବନ ଫୁଟ୍ପ୍ରିଣ୍ଟ ହ୍ରାସକୁ ଗୁରୁତ୍ୱ
ଭୁବନେଶ୍ୱର,୧୧।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଟାଟା ଷ୍ଟିଲ୍ର ଫେରୋ ଆଲଏଜ ଆଣ୍ଡ ମିନେରାଲ୍ସ ଡିଭିଜନ (ଏଫ୍ଏଏମ୍ଡି) ପକ୍ଷରୁ ଏକ ନୂତନ ତଥା ଅତ୍ୟାଧୁନିକ ଇ-ଫର୍କ ଲିଫ୍ଟର ଶୁଭାରମ୍ଭ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ପରିଚାଳନା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଥିବାବେଳେ…
ବଲିଉଡ୍ ଫ୍ୟାଶନ ଡିଜାଇନର, ଓଲିଉଡ୍ର ପ୍ରଯୋଜିକା
ଭୁବନେଶ୍ୱର,୧୧।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ସ୍ବପ୍ନ ପୂରଣ ପାଇଁ ବେଳେବେଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିବାକୁ ପଡ଼େ। ମାତ୍ର ନିଜର ସ୍ବପ୍ନ ଓ ଆଶାକୁ ଅନ୍ୟର ଇଚ୍ଛାଶକ୍ତି ଆଗରେ ଜଣେ ପ୍ରକୃତ ଉଚ୍ଚାଭିଳାଷୀ ମଣିଷ ହିଁ ହାର ମାନିବାକୁ ଦେଇ ନ ଥାଏ। ତେବେ…
କୋଟି କୋଟି ଟଙ୍କା ଠକି ମାଆ-ପୁଅ ଗିରଫ
କଟକ,୧୧ା୧୧ (କାର୍ତ୍ତିକ ସାହୁ): ପ୍ଲଟ୍ ବିକ୍ରି ନାମରେ ଏକ ବଡ଼ ଧରଣର ଠକେଇ ହୋଇଛି। ଜମି ଦେବାକୁ କହି ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ମାଆ-ପୁଅଙ୍କୁ ଗିରଫ ପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।…
ସବୁଜ ବାଣ ଦର ଆକାଶଛୁଆଁ
କଟକ,୧୧ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ଏଥର ମହଙ୍ଗା ହେବ ଦୀପାବଳି। ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଥିଲେ ବି ବଜାରରେ ଏହି ବାଣ ଦର ମୂଲ୍ୟ ଆକାଶଛୁଆଁ ରହିଛି। ଅନ୍ୟପଟେ ପାରମ୍ପରିକ ବାଣ ଓ ରାସାୟନିକ ବାଣ ଫୁଟାଇବା ଓ ବିକ୍ରି ଉପରେ କଟକଣା…
ଟୁଇନ୍ସିଟିରେ ରାତି ୧୦ଟା ପରେ ବାଣ ଫୁଟାଇବା ମନା
ଭୁବନେଶ୍ୱର,୧୧।୧୧(ସୂର୍ଯ୍ୟକାନ୍ତ ବେହେରା): ବାୟୁ ଓ ଶବ୍ଦ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସାରା ଦେଶରେ ବାଣ ଫୁଟାଇବା ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏଥିସହ ଏହାକୁ ନିୟନ୍ତ୍ରଣ କରିବାକୁ ଆବଶ୍ୟକ ପଦକ୍ଷେପ ନେବା ଲାଗି ପରାମର୍ଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ ପରାମର୍ଶ…
ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଗିରଫ
ରାଇଘର, ୧୧ା୧୧(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଚେନ୍ଦ୍ର ନନ୍ଦ ବିଶ୍ବାସ ଓ କନିଷ୍ଠ ଶିକ୍ଷକ କେଶବ ମାଝି ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। କୁନ୍ଦେଇ ପୋଲିସ…
ବିକାଶର ଇତିହାସ ଲେଖୁଛି ‘ଆମ ଓଡ଼ିଶା ନବୀନ ଓଡ଼ିଶା’
ଭୁବନେଶ୍ୱର,୧୧ା୧୧(ଅନିଲ ଦାସ): ସବୁ ପଞ୍ଚାୟତରେ ପହଞ୍ଚିଲା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ରାଜ୍ୟ ସରକାରଙ୍କ ଗ୍ରାମାଭିମୁଖୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଉଦ୍ଘାଟନ ଶୁକ୍ରବାର ଶେଷ ହୋଇଛି। ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ରେକର୍ଡ ୧୩…
‘ଓଡ଼ିଶା ମିଲେଟ୍ ମିଶନ ବିଶ୍ୱ ମଡେଲ’
ଭୁବନେଶ୍ୱର,୧୧।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ମିଲେଟ୍ସ ଆମ ଭାରତର ପାରମ୍ପରିକ ଖାଦ୍ୟ। ଶୁଷ୍କ ଅଞ୍ଚଳରେ ବହୁ କମ୍ ରାସାୟନିକ ସାର ବ୍ୟବହାରରେ ମିଲେଟ ଚାଷ ହୋଇଥାଏ। ଚାଉଳ ଓ ଗହମ ତୁଳନାରେ ଏଥିରେ ଅଧିକ ସୂକ୍ଷ୍ମ ପୋଷକତତ୍ତ୍ବ ରହିଛି ଏବଂ ପ୍ରୋଟିନ୍ର ମାତ୍ରା ମଧ୍ୟ…
୨୧ରେ ରାଷ୍ଟ୍ରପତିଙ୍କ ୨ଦିନିଆ ସମ୍ବଲପୁର ଗସ୍ତ
ସମ୍ବଲପୁର,୧୧ା୧୧(ବି.ଶଙ୍କର): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆସନ୍ତା ୨୧ରେ ଦୁଇଦିନିଆ ସମ୍ବଲପୁର ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୨୧ରେ ରାଷ୍ଟ୍ରପତି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର ବଂଶୀଧର…
ମାନ୍ଝୀଙ୍କ ଚାଞ୍ଚଲ୍ୟକର ବୟାନ: ନୀତୀଶ କୁମାରଙ୍କ ଭୋଜନରେ ମିଶାଯାଉଛି ପାଗଳ କରିଦେଉଥିବା ‘ବିଷାକ୍ତ ପଦାର୍ଥ’, ଯାଞ୍ଚ କରାଯାଉ
ପାଟନା,୧୦।୧୧: ହିନ୍ଦୁସ୍ତାନୀ ଆବାମ୍ ମୋର୍ଚ୍ଚା ପ୍ରମୁଖ ଜିତନ ରାମ ମାନ୍ଝୀ ଶୁକ୍ରବାର ବଡ଼ ବୟାନ ଦେଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପରସା ଯାଉଥିବା ଭୋଜନରେ ବିଷାକ୍ତ ପଦାର୍ଥ ମିଶାଯାଉଥିବା ସେ ଅଭିଯୋଗ କରିଛନ୍ତି। ତେବେ ତାଙ୍କ ପଦକୁ ହାତେଇବାକୁ ଚାହୁଁଥିବା…
Archives


