ଏବେ ବିମାନରେ ମିଳିବ ମାଗଣା ଇଣ୍ଟରନେଟ ସେବା
ନୂଆଦିଲ୍ଲୀ,୧୦।୧୧: ବିମାନ ଯାତ୍ରା ସମୟରେ, ଉପରେ କୌଣସି କମ୍ପାନୀ କିମ୍ବା ଇଣ୍ଟରନେଟ ସେବାର ସଙ୍କେତ ନଥାଏ। ଏପରି ପରିସ୍ଥିତିରେ, ବିମାନରେ ଯେତିକି ସମୟ ଯାତ୍ରା କରିବାକୁ ଥାଏ ସେହି ସମୟ ପାଇଁ ଯାତ୍ରୀମାନେ ଦୁନିଆରୁ ବିଚ୍ଛିନ୍ନ ଅନୁଭବ କରନ୍ତି। କିନ୍ତୁ ବର୍ତ୍ତମାନ…
କଂଗ୍ରେସରେ ଯୋଗଦେବେ ଜୟରାମ ପାଙ୍ଗି
କୋରାପୁଟ,୧୦।୧୧(ଅମିତାଭ ବେହେରା): ବରିଷ୍ଠ ବିଆର୍ଏସ୍ ନେତା ଜୟରାମ ପାଙ୍ଗି ନଭେମ୍ବର ୧୬ରେ କଂଗ୍ରେସରେ ଯୋଗଦେବା ନେଇ ସୋସିଆଲ ମିଡ଼ିଆରେ ଶୁକ୍ରବାର ପ୍ରକାଶ କରିଛନ୍ତି। ଜନତା ଦଳରୁ ବିଜେଡି ପରେ ଜୟରାମ ଭାଜପାରେ ସାମିଲ ହୋଇଥିଲେ । କିଛି ଦିନ ତଳେ ଭାଜପା…
ଓଡ଼ିଶାରେ ସେମିକଣ୍ଡକ୍ଟର ଭିଭିଭୂମିକୁ ବଡ଼ ସଫଳତା, ସିନୋପ୍ସିସ୍ ଇଣ୍ଡିଆର ବୈଷୟିକ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର,୧୦/୧୧: ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ ଡିଜାଇନ ଅଟୋମେସନ (ଇଡିଏ) ଉପକରଣ ଅଗ୍ରଣୀ ଯୋଗାଣକାରୀ ସଂସ୍ଥା ସିନୋପ୍ସିସ୍ର ଡିଜାଇନ, ଗବେଷଣା ଓ ବିକାଶ କେନ୍ଦ୍ରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍ଘାଟନ କରିଛନ୍ତି । ପୂର୍ବ ଭାରତରେ ସିନୋପ୍ସିସର ଏହା ପ୍ରଥମ…
‘ନିଜକୁ ରୋନାଲ୍ଡୋ ଭାବୁଛନ୍ତି, କିନ୍ତୁ…’, ଧୋନିଙ୍କ ପରେ ଏବେ କୋହଲିଙ୍କୁ ନେଇ ଏହି ଖୁଲାସା କଲେ ଯୁବରାଜ ସିଂ
ନୂଆଦିଲ୍ଲୀ,୧୦।୧୧: ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ତାଙ୍କ ବିବୃତ୍ତି ପାଇଁ ଚର୍ଚ୍ଚାରେ ଅଛନ୍ତି। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ସହ ତାଙ୍କର ବନ୍ଧୁତା ସମ୍ପର୍କରେ ଦିଆଯାଇଥିବା ବିବୃତ୍ତି ପରେ ସେ ବିରାଟ କୋହଲିଙ୍କ ବିଷୟରେ ଏକ ବଡ଼ ଖୁଲାସା…
ଶରଦ ପାୱାରଙ୍କୁ ଭେଟିବା ପରେ ଦିଲ୍ଲୀରେ ପହଞ୍ଚିଲେ ଅଜିତ ପାଓ୍ବାର, ଅମିତ ଶାହାଙ୍କୁ ଭେଟିବା ନେଇ ସୂଚନା
ନୂଆଦିଲ୍ଲୀ,୧୦।୧୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଶୁକ୍ରବାର ଜାତୀୟତାବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ଏହାର କିଛି ସମୟ ପରେ ଅଜିତ ପାୱାର ଦିଲ୍ଲୀରେ ପହଞ୍ଚିଥିବା ଜଣାପଡିଛି। ଏଠାରେ ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି…
ମତ୍ସ୍ୟଜୀବୀଙ୍କ ଜାଲରେ ପଡିଲା ଏଭଳି ମାଛ, ଯାହାର ଦାମ୍ ଜାଣିଲେ…
ଇସଲାମାବାଦ,୧୦।୧୧: ରାତାରାତି କୋଟିପତି ହେବାର କାହାଣୀ ଆମେ ପ୍ରାୟତଃ ଶୁଣିଛୁ। ହେଲେ ବାସ୍ତବ ଜୀବନରେ ଏଭଳି ଘଟଣା ଯାହାକୁ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବର୍ତ୍ତମାନ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କ ରାତାରାତି କୋଟିପତି ହେବାର କାହାଣୀ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପାକିସ୍ତାନର…
ଓଟିଟିରେ ରିଲିଜ ହେବ ପଙ୍କଜ ତ୍ରିପାଠିଙ୍କ ମିଷ୍ଟ୍ରି ଥ୍ରୀଲର ଫିଲ୍ମ
ମୁମ୍ବାଇ: ବଲିଉଡ ଅଭିନେତା ପଙ୍କଜ ତ୍ରିପାଠୀଙ୍କ କ୍ୟାରିୟର କଥା ଆଲୋଚନା କଲେ, ଅଭିନେତା କେତେଦୂର ପହଞ୍ଚିଛନ୍ତି ତାହା ଦେଖି ଦର୍ଶକେ ପ୍ରଭାବିତ ହେବେ। ଛୋଟ ଭୂମିକା ଗ୍ରହଣ କରିବା ଠାରୁ ଆରମ୍ଭ କରି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିବା ପର୍ଯ୍ୟନ୍ତ ତାଙ୍କ…
ଦିଲ୍ଲୀବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିଲା ବର୍ଷା
ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ନେଇ ଲୋକଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଦିଲ୍ଲୀ ଏନ୍ସିଆର୍ ନୋଏଡା, ଗୁରୁଗ୍ରାମ ଏବଂ ଏହାର ଆଖପାଖ ଅଞ୍ଚଳରେ ଗୁରୁବାର ଏବଂ ଶୁକ୍ରବାର ବିଳମ୍ବିତ ରାତିରେ ହାଲୁକା ବର୍ଷା ହେବା ପରେ ପ୍ରଦୂଷଣ ସାଙ୍ଗକୁ ଧୂଆଁ ସାମାନ୍ୟ…
ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ, ସଫା କରିଦେଲେ ଦେଢ଼ କୋଟି
ଆଠଗଡ଼,୧୦।୧୧: ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆ ଅଞ୍ଚଳରେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ ତିଗିରିଆ ଥାନା ଗୋଡ଼ିଝରିଆ ନୂଆ ରାସ୍ତାରୁ ଏହି ଲୁଟ୍ ହୋଇଛି।…
୪୦୦ଟଙ୍କା ଲଗାଇ ହୋଇଗଲେ ଲକ୍ଷପତି!
ଫ୍ଲେମିଂଟନ: ଏହି ବିଶ୍ୱର ପ୍ରତ୍ୟେକ ବ୍ୟକ୍ତି ଧନୀ ହେବାକୁ ଚାହାଁନ୍ତି ଏବଂ ଏଥିପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ ବୋଲି ମଧ୍ୟ କୁହାଯାଏ। କିନ୍ତୁ ଟଙ୍କା କେବଳ ଦୁଇଟି ଉପାୟରେ ରୋଜଗାର କରାଯାଇପାରିବ, ଗୋଟିଏ କଠିନ ପରିଶ୍ରମ ଏବଂ ଅନ୍ୟଟି ଭାଗ୍ୟ…
ଶନିବାର ପତ୍ନୀଙ୍କୁ ଭେଟିପାରିବେ ସିସୋଡିଆ, କୋର୍ଟ ଦେଲେ ଅନୁମତି
ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଶୁକ୍ରବାର ରୌଜ୍ ଏଭିନ୍ୟୁ କୋର୍ଟ ତାଙ୍କ ପତ୍ନୀଙ୍କୁ ଭେଟିବାକୁ ଅନୁମତି ଦେଇଛନ୍ତି। ଶନିବାର ସକାଳ ୧୦ଟାରୁ ୪ଟା ପର୍ଯ୍ୟନ୍ତ…
ଏଏପି ନେତା ସଞ୍ଜୟ ସିଂଙ୍କ ନ୍ୟାୟିକ ହେପାଜତ ବୃଦ୍ଧି
ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କୋର୍ଟ ଶୁକ୍ରବାର ଆମ ଆଦମୀ ପାର୍ଟି (ଏଏପି)ଏମ୍ପି ସଞ୍ଜୟ ସିଂଙ୍କ ନ୍ୟାୟିକ ହେପାଜତକୁ ନଭେମ୍ବର ୨୪ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅଦାଲତ ଛାଡିବାବେଳେ ସଞ୍ଜୟ ସିଂ କହିଛନ୍ତି ଯେ, କେଜ୍ରିଓ୍ବାଲଙ୍କ ବିରୋଧରେ ଏକ ବଡ…
Archives


