ୟୁପି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣରେ ଏହି ନେତାଙ୍କୁ ସୁଯୋଗ ଦେଇପାରେ ଭାଜପା
ଲକ୍ଷ୍ନୌ,୨୭।୯: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପୂର୍ବରୁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତା ମାସ ନବରାତ୍ରୀରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ ପାଇଛି। ସୂତ୍ରରୁ ପ୍ରକାଶ…
ପଟ୍ଟାମୁଣ୍ଡାଇ-ଇନ୍ଦୁପୁର ଗ୍ରାମ୍ୟ ଉନ୍ନୟନ ରାସ୍ତା ମରଣଯନ୍ତା
ପଟ୍ଟାମୁଣ୍ଡାଇ,୨୭୯(ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାଠାରୁ ଇନ୍ଦୁପୁର ଯାଇଥିବା ୧୭ କିମି ଗ୍ରାମ୍ୟ ଉନ୍ନୟନ ରାସ୍ତା ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ସ୍ଥାନେ ସ୍ଥାନେ ଏହି ରାସ୍ତା ଫାଟି ଭାଙ୍ଗି ଯାଇଛି। ଏହି ରାସ୍ତା ଉପରେ ପଟ୍ଟାମୁଣ୍ଡାଇ ବ୍ଲକର ୧୩ଟି ପଞ୍ଚାୟତ ଓ…
ଦ୍ୱିତୀୟ ଦିନରେ କାରାଗାର କର୍ମଚାରୀଙ୍କ ଅନଶନ
ବ୍ରହ୍ମପୁର,୨୭।୯(ସୁବାସ ଚନ୍ଦ୍ର ପାଢ଼ୀ): କାରାଗାର କର୍ମଚାରୀମାନଙ୍କ ଆମରଣ ଅନଶନ ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଗ୍ରେଡ ପେ’ ୧୯୦୦ରୁ ୨୦୦୦ଟଙ୍କା ଏବଂ ମୁଖ୍ୟ କାରାଗାର କର୍ମଚାରୀଙ୍କ ଗ୍ରେଡ ପେ’ ୨୦୦୦ଟଙ୍କାରୁ ୨୪୦୦ ଟଙ୍କାକୁ ବୃଦ୍ଧି କରିବା, ପୁରୁଣା ପଦୋନ୍ନତି ନିୟମ-୨୦୧୨କୁ ଲାଗୁ…
ଉନ୍ନତୀକରଣ ନାମରେ ଶ୍ରେଣୀଗୃହ ଭାଙ୍ଗି ଦିଆଗଲା
ପାରଳାଖେମୁଣ୍ଡି,୨୭।୯(ଗିରିଧାରୀ ପରିଛା):ଗଜପତି ଜିଲା ଗୋଷାଣି ବ୍ଲକ ସରଧାପୁର ପଞ୍ଚାୟତ ସଦରସ୍ଥିତ ଉଚ୍ଚ ବିଦ୍ୟାଳୟର ଉନ୍ନତୀକରଣ ନିମନ୍ତେ ଶ୍ରେଣୀଗୃହଗୁଡିକୁ ପ୍ରାୟ ଏକମାସ ହେଲା ଭାଙ୍ଗି ଦିଆଯାଇଛି। ଏହି କକ୍ଷଗୁଡିକୁ ମରାମତି କିମ୍ବା ପୁନଃନିର୍ମାଣ କରାଯାଉନାହିଁ। ଏପରି ସ୍ଥଳେ ବିଦ୍ୟାଳୟରେ ପଢୁଥିବା ଶତାଧିକ…
ଓଡ଼ିଶା ସବୁଜ ପର୍ଯ୍ୟଟନର ଗନ୍ତାଘର
ପର୍ଯ୍ୟଟନ ନିର୍ଦ୍ଦିଷ୍ଟ ସ୍ଥାନର ପରିଚୟଠାରୁ ଆଗକୁ ଗଲାଣି। ଅନ୍ତର୍ଜାତୀୟ ଚାହିଦା ପୂରଣ ସକାଶେ ଘରୋଇ ଓ ସରକାରୀ ସ୍ତରରେ ବିଭିନ୍ନ ପ୍ରକାର ଉଦ୍ୟମ ହେଉଛି। ପ୍ରକୃତିକୁ କୌଣସି କ୍ଷତି ନ ପହଞ୍ଚାଇ ଉନ୍ନତି ଦିଗରେ ଅଗ୍ରସର ହେବାକୁ କୁହାଯାଉଛି ‘ନିରନ୍ତର ବିକାଶ’।…
ଦିଲ୍ଲୀ-ଚଣ୍ଡିଗଡରେ ନୁହେଁ ମୁମ୍ବାଇରେ ହେବ ପରିଣୀତି-ରାଘବଙ୍କ ରିସେପ୍ସନ
ମୁମ୍ବାଇ: ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢା ସେପ୍ଟେମ୍ବର ୨୪ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଦୟପୁରର ଲିଲା ପ୍ୟାଲେସରେ ଦମ୍ପତି ସାତ ଫେରା ନେଇଛନ୍ତି। ପରିଣୀତି ଏବଂ ରାଘବଙ୍କ ବିବାହରେ କେବଳ କିଛି ବିଶେଷ ବ୍ୟକ୍ତି ଯୋଗ ଦେଇଥିଲେ।…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ
ବେଙ୍ଗାଲୁରୁ,୨୭।୯: କର୍ନାଟକର ମାଙ୍ଗାଲୁରୁ ଜାତୀୟ ରାଜପଥରେ ଏକ ବସ୍ -କାର୍ ମଧ୍ୟରେ ଧକ୍କା ହୋଇଛି। ଅନିୟନ୍ତ୍ରିତ କାର୍ ପାର୍କିଂ ହୋଇଥିବା ବସ୍ ପଛପଟୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ…
ଇତିହାସ ରଚିଲା ନେପାଳ
ହାଙ୍ଗଝୋ,୨୭।୯: ନେପାଳ ପୁରୁଷ ଦଳ ବୁଧବାର ମୋଙ୍ଗୋଲିଆ ବିପକ୍ଷ ଏସିଆନ ଗେମ୍ସ ଗ୍ରୁପ ମ୍ୟାଚ ସମୟରେ ଇତିହାସ ରଚିଛି। ହାଙ୍ଗଝୋରେ ପୁରୁଷ କ୍ରିକେଟର ଉଦ୍ଘାଟନୀ ମ୍ୟାଚରେ ନେପାଳ ଟି -୨୦ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିଛି। ସୋମବାର ମହିଳା କ୍ରିକେଟରେ ଭାରତ…
ଭାରତ ବିରୋଧରେ କାନାଡାର ଅଭିଯୋଗ ଉପରେ ନିରପେକ୍ଷ ତଦନ୍ତ ଦାବି କଲା ଆମେରିକା
ଓ୍ବାଶିଂଟନ୍,୨୭।୯: ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ ମଧ୍ୟରେ ଆମେରିକା ପୁଣି ଥରେ ଏକ ବୟାନ ଦେଇଛି। ବୁଧବାର ଆମେରିକା ଭାରତ ବିରୋଧରେ କାନାଡାର ଅଭିଯୋଗ ଉପରେ ସମ୍ପୂର୍ଣ୍ଣ ନିରପେକ୍ଷ ତଦନ୍ତ ଦାବି କରିଛି। ବ୍ରିଟିଶ କଲମ୍ବିଆରେ ଏକ…
୨ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୯(ସୁନିତ୍ ମିଶ୍ର): ବିଧାନସଭା ଅଧିବେଶନ ମଙ୍ଗଳବାର ଅପରାହ୍ନରେ ଆରମ୍ଭ ହେବାପରେ ସଂସଦୀୟ ବ୍ୟାପାର ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ବାସନ୍ତୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୋକ ପ୍ରସ୍ତାବ…
ମେଡିକାଲ କଲେଜରେ ଚିକିତ୍ସା ନାହିଁ
କେନ୍ଦୁଝର,୨୭।୯: (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ନିକଟ କବିତ୍ରା ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତ ଫେବୃୟାରୀ ୧୩ରେ ଉଦ୍ଘାଟିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିିଟାଲ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ମେଡିକାଲ କ୍ୟାମ୍ପସ୍ରେ କେବଳ ପାଠପଢ଼ା ଚାଲିଥିବା…
ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ, ୨୭।୯(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ମଙ୍ଗଳବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଏବଂ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଏଥିସହ ଶ୍ରୀମନ୍ଦିର ପ୍ରଶାସନ…
Archives


