ଥରିଲା ଆଫଗାନିସ୍ତାନ
କାବୁଲ,୧୩।୩: ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୩ରେ ମାପ କରାଯାଇଛି। ଏହାର କେନ୍ଦ୍ର ଭୂମିଠାରୁ ୧୪୬ କିଲୋମିଟର ଗଭୀର ଥିଲା। ପାକିସ୍ତାନର କିଛି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର…
ବିଜୁ ପଟ୍ଟନାୟକ ଇନ୍ଡୋର୍ ଷ୍ଟାଡିୟମ୍ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗୋପାଳପୁର/ବ୍ରହ୍ମପୁର,୧୩ା୩(ନବୀନ ରାଜ ଆଚାରୀ/ତନୁଶ୍ରୀ ନାହାକ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନାର ନିର୍ମିତ କୋଠା ଓ ବିଜୁପଟ୍ଟନାୟକ ବହୁମୁଖୀ ଇନ୍ଡୋର୍ ଷ୍ଟାଡିୟମ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି। ଏଥିରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।…
ଗୋବରୀ ନଦୀ ଖନନରେ ଅଦାଲତ ଅବମାନନା: କେନ୍ଦ୍ରାପଡ଼ା ଡ୍ରେନେଜ୍ ଡିଭିଜନ୍ ଯନ୍ତ୍ରୀଙ୍କୁ ହାଜିରା ନିର୍ଦ୍ଦେଶ
କଟକ,୧୩ା୩(କାର୍ତ୍ତିକ ସାହୁ): ଗୋବରୀ ନଦୀ ଖନନ ବେଳେ ଅଦାଲତ ଅବମାନନା ନେଇ ରୁଜୁ ମାମଲାରେ ହାଇକୋର୍ଟ କେନ୍ଦ୍ରାପଡ଼ା ଡ୍ରେନେଜ୍ ଡିଭିଜନ୍ ଯନ୍ତ୍ରୀଙ୍କୁ ବ୍ୟକ୍ତିଗତ ହାଜିରା ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିଭୂ ପ୍ରସାଦ ରାଉତରାୟ ମାମଲାର ଶୁଣାଣି କରି ଏହି…
ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର୍ର ରାଜିନାମାକୁ କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ,୧୩।୩: ଭାରତ-ମଧ୍ୟପ୍ରାଚ୍ୟ ୟୁରୋପ ଆର୍ଥିକ କରିଡର୍ର ସଶକ୍ତିକରଣ ଏବଂ ପରିଚାଳନା ପାଇଁ ଭାରତ ଓ ୟୁଏଇ ମଧ୍ୟରେ ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମାକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି। ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମା (ଆଇଜିଏଫଏ)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍…
ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ
ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…
୭ ମିନିଟ ବୈଠକରେ ବଡ଼ ଛଟେଇ କଲା ଟେକ୍ ଜିଆଣ୍ଟ ଆଇବିଏମ
ନୂଆଦିଲ୍ଲୀ,୧୩।୩: ଇଣ୍ଟରନ୍ୟାସନାଲ ବିଜନେସ୍ ମେଶିନ୍ କର୍ପ (ଆଇବିଏମ୍) କର୍ମଚାରୀଙ୍କ ସହ ସଂକ୍ଷିପ୍ତ ସାତ ମିନିଟର ବୈଠକରେ ଛଟେଇ ଘୋଷଣା କରିଛି। କମ୍ପାନୀ ପକ୍ଷରୁ ପ୍ରକୃତ ସଂଖ୍ୟା କୁହାଯାଇ ନଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ନକରି ଏହାର ମାର୍କେଟିଂ ଏବଂ ଯୋଗାଯୋଗ ବିଭାଗରେ ଛଟେଇ…
ଏହି ତାରିଖ ପୂର୍ବରୁ ପଟିଏମ୍ ଛାଡି ଅନ୍ୟ ବ୍ୟାଙ୍କ FASTag ଯିବାକୁ ୟୁଜରଙ୍କୁ କହିଲା ଏନଏଚଏଆଇ
ନୂଆଦିଲ୍ଲୀ,୧୩।୩: ପେଟିଏମ୍ FASTag ଉପଭୋକ୍ତାମାନଙ୍କ ପାଇଁ ବଡ ଖବର। ନିକଟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅନଲାଇନ ବ୍ୟାଙ୍କିଙ୍ଗ ସେବା ପ୍ରଦାନକାରୀ ପେଟିଏମ୍ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏହାର ୟୁଜର ମାନଙ୍କ ଚିନ୍ତା ବଢି ଯାଇଛି। ବିଶେଷ କରି ପେଟିଏମର ଅନେକ…
ମହାରାଷ୍ଟ୍ରରେ ଆସନ ବୁଝାମଣା ଶେଷ: ଏତିକି ଆସନରେ ଲଢିବ ଭାଜପା
ମୁମ୍ବାଇ, ୧୩।୩:ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ମହରାଷ୍ଟ୍ରରେ ଶାସନରେ ଥିବା ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍ଡିଏ) ପକ୍ଷରୁ ଆସନ ବୁଝାମଣା ଚୁଡାନ୍ତ ହୋଇଛି। ଏନେଇ ଦୀର୍ଘ ଦିନ ଧରି ଚାଲିଥିବା ବିଚାରବିମର୍ଶ ପରେ ରାଜ୍ୟର ସମୁଦାୟ ୪୮ଟି ଆସନ ମଧ୍ୟରୁ ଭାଜପା…
ଶ୍ରୀମନ୍ଦିରରେ ଦୁଇ ସେବାୟତ ହାତାହାତି
ପୁରୀ, ୧୩ା୩(ଅଜିତ୍ ମହାନ୍ତି)- ଶ୍ରୀମନ୍ଦିରରେ ବୁଧବାର ସକାଳେ ଦୁଇଜଣ ସେବାୟତ ପାଳିକୁ ନେଇ ହାତାହାତି ହୋଇଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ବିମଳାଙ୍କ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଏହାକୁ ନେଇ ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନା ଅନୁଯାୟୀ, ପାଳି ଖଟିବାକୁ…
ବଲିଉଡ୍ରେ ଡେବ୍ୟୁ କରିବେ ଉର୍ଫି, ହାତରେ ଲାଗିଛି ବଡ଼ ଅଫର୍…
ବମ୍ବେ: ବଲିଉଡ୍ରେ ଡେବ୍ୟୁ କରିବେ ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ନିଜର ଅଜବ ପୋଷାକ ପରିଧାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ। ହେଲେ ଏବେ ସେ ନିଜର ଅଭିନୟର ଯାଦୁ ଦେଖାଇବାକୁ ପ୍ରସ୍ତୁତ। ୧୪ ବର୍ଷ ପୂର୍ବେ ଆସିଥିବା ଫିଲ୍ମ…
ହାଇକୋର୍ଟରେ ଏସ୍ସିବି ମେଡିକାଲ ଅଗ୍ନି ନିରାପତ୍ତା ମାମଲା: ହାଜର ହେଲେ ଅଗ୍ନିଶମ ଡିଜି
କଟକ,୧୩ା୩(କାର୍ତ୍ତିକ ସାହୁ): ଏସ୍ସିବି ମେଡିକାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଂକ୍ରାନ୍ତ ମାମଲାରେ ଅଗ୍ନିଶମ ଡିଜି ଡ. ସୁଧାଂଶୁ ଷଡ଼ଙ୍ଗୀ ବୁଧବାର ହାଇକୋର୍ଟରେ ହାଜର ହୋଇଛନ୍ତି। ସେହିପରି ଏସ୍ସିବି ଅଧୀକ୍ଷକ ଡ. ସୁଧାଂଶୁ ଶେଖର ମିଶ୍ର ଓ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ…
ଆଇପିଏଲ୍ ପୂର୍ବରୁ ଏହି କ୍ରିକେଟରଙ୍କୁ ଦଳରୁ ବାହାର କଲା ପଞ୍ଜାବ କିଙ୍ଗ୍ସ, ମାରିଛନ୍ତି ୬୭ ଶତକ
ନୂଆଦିଲ୍ଲୀ,୧୩।୩: ଆଇପିଏଲ୍ ୨୦୨୪ରେ ଅଭିଯାନ ଆରମ୍ଭ କରିବା ପୂର୍ବରୁ ବଡ଼ ନିଷ୍ପତ୍ତି ନେଇଛି ପଞ୍ଜାବ କିଙ୍ଗ୍ସ। ତଦନୁଯାୟୀ ଜଣେ ବରିଷ୍ଠ ଖେଳାଳିଙ୍କୁ ଦଳ ବାହାର କରିଦେଇଛି। ସେ ହେଲେ ଓ୍ବାସିମ୍ ଜାଫର। ସେ ପଞ୍ଜାବ ଟିମ୍ର ବ୍ୟାଟିଂ ପରାମର୍ଶଦାତା ଥିଲେ। ଏବେ…

