RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…
ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଗୁରୁବାର ସମାଲୋଚକଙ୍କୁ କଟାକ୍ଷ କରିଛନ୍ତି। ମାଲ୍ୟା ଆର୍ସିବିକୁ ୨୦୦୮ରେ ୪୫୦ କୋଟିରେ…
ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI
ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା ବର୍ଷେ ମଧ୍ୟରେ ଭାରତ ଗସ୍ତ କରିବେ। ଏହି ସମୟ ମଧ୍ୟରେ, ଟିମ ଇଣ୍ଡିଆ…
ଡିପଫେକ୍ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ନାମ ଓ ପରିଚୟର ଦୁର୍ୱ୍ୟବହାର କରୁଥିବା ଆପତ୍ତିଜନକ ଅନ୍ଲାଇନ କଣ୍ଟେଣ୍ଟ ହଟାଇବାକୁ…
ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍ ପହଞ୍ଚି…
ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୂଅରେ ବ୍ଲିଚିଂ ପକାଇ ବିଶୋଧିତ କରାଯିବା ସହ…
ବ୍ରିଜ୍ ଉପରେ ହଠାତ୍ ଫାଟିଲା ପାନୀଳ ଜଳ ପାଇପ୍, ଆଉ ତା’ ପରେ…
ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍ ଉପରେ ଥିବା ପାନୀୟଜଳ ପାଇପ୍ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର ସରକାରଙ୍କ ମେଗା ପାଇପ୍ ପ୍ରକଳ୍ପ ଅଧୀନରେ ପାନୀୟଜଳ ଯୋଗାଣ ପାଇଁ ଏହି ପାଇପ୍ଟି…
ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ କରିବେ ବୋଲି ହ୍ବାଇଟ ହାଉସ ଘୋଷଣା କରିଛି। ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ…
ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ
ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭତ୍ତି କରି ଜିଲା ଯୋଗାଣ ବିଭାଗର ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍ ନୂଆପଡ଼ା…
ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ ଖବରରେ ଥିବାବେଳେ, ସୀମା ରେଖା ବାହାରେ ଦର୍ଶକଙ୍କୁ ଉତ୍ସାହିତ କରୁଥିବା ଚିୟରଲିଡର୍ସ ମଧ୍ୟ…
ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ,୨୬ା୩(ଅଜିତ କୁମାର ମହାନ୍ତି): ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ…
ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…
ନୂଆଦିଲ୍ଲୀ/ତେହରାନ୍,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା ଏବଂ ରୋଷେଇ ଘରେ ସିଲିଣ୍ଡରରେ ଧୂଳି ଜମା ହେବା ଆରମ୍ଭ କଲା। ଏହା…
ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…
ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା ଗଭୀର ଭାବରେ ସ୍ଥାପିତ ହୋଇଛି ଯେ ଆଜି ମଧ୍ୟ, ରାଜା ରାମଙ୍କ ଅନୁମତି…
ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ
କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ ୨୦୨୩ ଅଗଷ୍ଟ ମାସରୁ ତାଙ୍କୁ ଆଉ ଭତ୍ତା ମିଳିଲା ନାହିଁ। ସେ ପଞ୍ଚାୟତ…
Archives


