ସଚିନ ତେନ୍ଦୁଲକରଙ୍କୁ ନିଜ ଶତକୀୟ ଇନିଂସର ଶ୍ରେୟ ଦେଲେ ଆଫଗାନିସ୍ତାନର ଏହି ବ୍ୟାଟ୍ସମ୍ୟାନ୍
ମୁମ୍ବାଇ,୧୧।୭: ଆଫଗାନିସ୍ତାନର ଓପନିଂ ବ୍ୟାଟ୍ସମ୍ୟାନ୍ ଇବ୍ରାହିମ୍ ଜାଦ୍ରାନ ମଙ୍ଗଳବାର ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍ରେ ଇତିହାସ ରଚିଛନ୍ତି। ସେ ବିଶ୍ୱକପ୍ ଇତିହାସରେ ଶତକ ମାରିଥିବା ପ୍ରଥମ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ୍ ପାଲଟିଛନ୍ତି। ସେ ୧୪୩ ବଲରେ ଅପରାଜିତ ୧୨୯ ରନ୍ର ଇନିଂସ ଖେଳିଥିଲେ। ଏହି…
ଏକା ଲଢ଼ିଲେ ମାକ୍ସଓ୍ବେଲ, ପାଦରେ ଆଘାତ ସତ୍ତ୍ୱେ ନିରବିଲାନି ବ୍ୟାଟ୍
ମୁମ୍ବାଇ,୧୧।୭: ଏକା ଲଢ଼ି ଦଳକୁ ଜିତାଇଲେ ଗ୍ଲେନ୍ ମାକ୍ସଓ୍ବେଲ। ମଙ୍ଗଳବାର ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଉଥିବା ବିଶ୍ୱକପ୍ ମ୍ୟାଚ୍ରେ ସେ ୨୦୧ରନ୍ର ବିସ୍ଫୋରକ ଇନିଂସ ଖେଳି ଦଳକୁ ବିଜେତା କରାଇବାରେ ବଡ଼ ଯୋଗଦାନ ଦେଇଥିଲେ। ଶତକ ମାରିବା ପରେ ତାଙ୍କ ପାଦରେ ଆଘାତ…
ବିରାଟଙ୍କ ସଫଳତା ପଛରେ ଅଛନ୍ତି କିଏ ? କହିଲେ ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର…
ଇସଲାମାବାଦ,୭।୧୧ : ବିଶ୍ୱକପ ୨୦୨୩ ରେ ବିରାଟ କୋହଲିଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିଛି। ରବିବାର ଦିନ ବିଶ୍ୱକପ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ତାରକା ବ୍ୟାଟ୍ସମ୍ୟାନ ନିଜର ଏକଦିବସୀୟ କ୍ୟାରିୟରର ୪୯ ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ…
ମାଥ୍ୟୁସଙ୍କ ସମର୍ଥନରେ ବାହାରିଲେ ଏହି ଭାରତୀୟ କ୍ରିକେଟର, ଶାକିବଙ୍କ ଅପିଲକୁ କହିଲେ ଲଜ୍ଜାଜନକ
ନୂଆଦିଲ୍ଲୀ,୭।୧୧: ବିଶ୍ୱକପ୍ ୨୦୨୩ର ଟାଇମ୍ ଆଉଟ୍ ବିବାଦକୁ ନେଇ ମୁହଁ ଖୋଲିଛନ୍ତି ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍ ମହମ୍ମଦ କୈଫ। ଏହି ମାମଲାରେ ସେ ଶ୍ରୀଲଙ୍କା ଅଲରାଉଣ୍ଡର ଆଞ୍ଜେଲା ମାଥ୍ୟୁସଙ୍କୁ ସମର୍ଥନ ଜଣାଇଛନ୍ତି। ଏପରିକି ଶାକିବ ଅଲ ହସନଙ୍କ ଏଭଳି କାର୍ଯ୍ୟକୁ ସେ…
ଶତକ ମାରିଥିବା ଖେଳାଳିଙ୍କୁ ଷ୍ଟ୍ରାଇକ୍ ଦେଲେନି
ମୁମ୍ବାଇ,୧୧।୭: ଶତକ ମାରିଥିବା ସତ୍ତ୍ୱେ ବ୍ୟାଟ୍ସମ୍ୟାନ୍ଙ୍କୁ ଷ୍ଟ୍ରାଇକ୍ ଦେଲେ ନାହିଁ ଆଫଗାନିସ୍ତାନ କ୍ରିକେଟର ରଶିଦ ଖାନ୍। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମଙ୍ଗଳବାର ଓ୍ବାନ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍ରେ। ବିଶ୍ୱକପ୍ରେ ଭଲ ପ୍ରଦର୍ଶନ କରିଆସୁଥିବା ଆଫଗାନିସ୍ତାନ ଟିମ୍…
ତଣ୍ଟିରେ ଲାଖିଲା ଗୁଲୁଗୁଲା, ଚାଲିଗଲା ଜୀବନ
ମୋରଡା,୭। ୧୧(ସ୍ମାରକ ମାଜୀ)- ଚ୍ୟାଲେଞ୍ଜ ହେଲା କାଳ। ଚ୍ୟାଲେଞ୍ଜରେ ଗୁଲୁଗୁଲା ଖାଉଖାଉ ତଣ୍ଟିରେ ଲାଗିଯାଇ ଅଣନିଶ୍ୱାସୀ ହେବାରୁ ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ଥାନା…
ଅଧିକାର ମାଗିବାରୁ ଲାଠି ଚାର୍ଜ, ଅଙ୍ଗନୱାଡି କର୍ମୀଙ୍କୁ ନିସ୍ତୁକ ପିଟିଲା ପୋଲିସ, ଭିଡିଓ ଭାଇରାଲ…
ପାଟନା,୭।୧୧ : ବିହାରର ଅଙ୍ଗନୱାଡି କର୍ମୀ ଏବଂ ସହାୟିକାମାନେ ସେମାନଙ୍କ ଦାବି ପାଇଁ ଆନ୍ଦୋଳନ କରୁଛନ୍ତି, କାରଣ ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାର ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛନ୍ତି। ସେମାନଙ୍କ ଦରମାକୁ ଦ୍ୱିଗୁଣିତ କରିବାକୁ ପ୍ରତିଶ୍ରୁତି ଦେବା ସତ୍ତ୍ୱେ…
୪ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ପୁରୀ, ୭।୧୧: ଶ୍ରୀଜିଉଙ୍କ ୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ। ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ…
ନଭେମ୍ବର ୯-୧୦ରେ ପାଳନ ହେବ ମାଣ୍ଡିଆ ଦିବସ
କେନ୍ଦୁଝର, ୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) ମାଣ୍ଡିଆ ଅତ୍ୟନ୍ତ ପୁଷ୍ଟିକର ହୋଇଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରାଇବା ପାଇଁ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଗୁରତ୍ୱାରୋପ କରିଛନ୍ତି । ଚଳିତ ନଭେମ୍ବର ୯ ଓ ୧୦ରେ କେନ୍ଦୁଝର ଜିଲ୍ଲାରେ ମାଣ୍ଡିଆ ଦିବସ…
ବଳାତ୍କାରୀ ଘନିଆ ଗିରଫ
ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଛି। ଏପରି ଛାତିଥରା ଘଟଣାର ଅଭିଯୁକ୍ତ ଘନିଆଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଘଟଣା ପରେ ଘଟଣାସ୍ଥଳରୁ ଫେରାର ଘନିଆ ଫେରାର୍ ହୋଇଯାଇଥିଲେ। ଗିରଫ ପରେ…
ଅନୁଭବ କାହା ଉଦ୍ଦେଶ୍ୟରେ ଲେଖିଲେ ‘ଡିଅର ମିଷ୍ଟର ରେକର୍ଡିଂ…’; ଫେସବୁକ୍ ପୋଷ୍ଟକୁ ନେଇ ଚର୍ଚ୍ଚା ବଢ଼ିଲା…
ଭୁବନେଶ୍ୱର: ଓଲିଉଡରେ ଚାଲିଥିବା ବିବାଦ ମଧ୍ୟରେ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ ଉକ୍ତ ପୋଷ୍ଟଟିକୁ କାହା ଉଦ୍ଦେଶ୍ୟରେ ଲେଖିଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ। ହେଲେ ଅଭିନେତା ମନୋଜ ମିଶ୍ରଙ୍କୁ…
କେନ୍ଦ୍ରମନ୍ତ୍ରୀଙ୍କ କାର୍ ଦୁର୍ଘଟଣା
ନରସିଂହପୁର,୭।୧୧: କେନ୍ଦ୍ରମନ୍ତ୍ରୀ ପହ୍ଲାଦ ପଟେଲ୍ଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ମଧ୍ୟପ୍ରଦେଶର ନରସିଂହପୁର ନିକଟରେ ଦୁର୍ଘଟଣା ଘଟିଛି। ରଙ୍ଗ୍ ରୁଟ୍ରେ ଆସି ବାଇକ୍ ଧକ୍କା ଦେବାରୁ ଏପରି ଦୁର୍ଘଟଣା ଘଟିଛି। ତେବେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ୫ଜଣ ଆହତ ହୋଇଥିବା ସୂଚନା ମିଳିଛି। ଧକ୍କା…
Archives


