Home Left

ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ,୭।୧୧: ଶ୍ରୀମନ୍ଦିରରେ ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ବତନ୍ତ୍ର ନୀତି ପାଇଁ ଅପରାହ୍ନରୁ ପ୍ରାୟ ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନରେ ଦ୍ୱିତୀୟ…

ଫସଲ ବୀମା ନାଁରେ ଦୁର୍ନୀତି

ବଲାଙ୍ଗୀର,୭ା୧୧ (ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫ୍‌ବିଓ୍ବାଇ) ନାଁରେ ଏକ ବଡ଼ଧରଣର ଅନ୍‌ଲାଇନ୍‌ ଠକେଇର ପର୍ଦ୍ଦାଫାଶ ହୋଇଛି। ଚାଷୀଙ୍କ ଜମିପଟ୍ଟା ଓ ଅନ୍ୟାନ୍ୟ କାଗଜପତ୍ର ଚଞ୍ଚକତା କରି ୧୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଫସଲ ବୀମା ହଡ଼ପ ଯୋଜନା…

ପାଟିରେ ବିଷ କାଢ଼ି ମହିଳା ଗୁରୁତର

ହାଟଡିହୀ, ୭ା୧୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ସୋସୋ ଥାନା ଝଣଝଣା ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମାତ୍ର ସାପ ବିଷକୁ ମୁହଁ ଲଗାଇ କାଢ଼ିବାକୁ ଯାଇ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତା ହେଲେ ସୂର୍ଯ୍ୟମଣି…

ମଦ ନିଶାରେ ବିଷଧର ସାପକୁ କାମୁଡିବା ପାଇଁ ଚ୍ୟାଲେଞ୍ଜ୍‌ ଦେଲେ ଯୁବକ: ଆଉ ତା’ପରେ…ଦେଖନ୍ତୁ ଭିଡିଓ

ମଦ ନିଶାରେ ଅନେକ ଥର ଲୋକମାନେ ଏପରି ଅଜବ କାର୍ଯ୍ୟ କରନ୍ତି, ଯାହା ଚେତନା ପାଇବା ପରେ ସେମାନେ ଅନୁତାପ କରନ୍ତି। ଏବେ ଉତ୍ତରପ୍ରଦେଶର ଦେଓରିଆ ଜିଲାରୁ ଏକ ଏଭଳି ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଦେଓରିଆର ଜଣେ ବ୍ୟକ୍ତି ମଦ…

ଗାଜାକୁ ଦୁଇଭାଗ କଲା ଇସ୍ରାଏଲୀ ସେନା

ତେଲ୍‌ ଆଭିଭ୍‌,୭ା୧୧:ହମାସ୍‌ ଇସ୍ରାଏଲ୍‌ ଯୁଦ୍ଧକୁ ସୋମବାର ମାସେ ପୂରିଛି। ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀ ଇସ୍ରାଏଲ୍‌ ଉପରେ ଅତର୍କିତ ଆକ୍ରମଣ କରିବାରୁ ତେଲ୍‌ ଆଭିଭ୍‌ ପକ୍ଷରୁ ଯୁଦ୍ଧ ଘୋଷଣା କରାଯାଇଥିଲା। ଇସ୍ରାଏଲୀ ସେନା ଗାଜା ଉପରେ ପ୍ରବଳ ଆକ୍ରମଣ ଜାରି ରଖିଛି।…

୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା

ଭୁବନେଶ୍ୱର,୭ା୧୧(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ସୋମବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ୨୫ ବର୍ଷୀୟ ବିବାହିତ ଯୁବକ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଘଟଣା ଘଟିଛି ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ରେଳ ଓଭରବ୍ରିଜ୍‌ ନିକଟ କେଳାବସ୍ତିରେ।…

ଜଙ୍ଗଲ ଅଧିକାର ସ୍ବୀକୃତି ଆଇନ ନୈରାଶ୍ୟଜନକ

ଯାଜପୁର,୭ା୧୧(ହର୍ଷବର୍ଦ୍ଧନ ବେହେରା): ଆଦିବାସୀମାନଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ୨୦୦୮ରୁ ଜଙ୍ଗଲ ଅଧିକାର ସ୍ବୀକୃତି ଆଇନ-୨୦୦୬ କାର୍ଯ୍ୟକାରୀ ହେଉଛି। ଏହି ଆଇନରେ ଜଙ୍ଗଲ ଉପରେ ନିର୍ଭରଶୀଳ ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀମାନଙ୍କୁ ଜଙ୍ଗଲ ଜମି ଉପରେ ବ୍ୟକ୍ତିଗତ ଓ ଗୋଷ୍ଠୀ…

ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପାଇଁ ବଡ଼ କ୍ଷତି

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହାସହ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ…

ଭଗବାନ ରାମଙ୍କୁ ନେଇ ରାଜନୀତି କରୁଛି ଭାଜପା:ଶରଦ ପାୱାର

ନୂଆଦିଲ୍ଲୀ,୭।୧୧: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ସମୟ ପାଖେଇ ଆସୁଥିବାରୁ ରାଜନୀତି ବଢିବାରେ ଲାଗିଛି। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ସଭାପତି ଶରଦ ପାୱାର ଭାଜପା ବିରୋଧରେ ଆକ୍ରମଣ କରିଥିଲେ। ପ୍ରାଣ ପ୍ରତିଷ୍ଠା ସମାରୋହର କାର୍ଯ୍ୟକ୍ରମକୁ ନେଇ ଦେଶରେ ରାଜନୀତି…

ଧରାପଡ଼ିଲେ ନକଲି ଡାକ୍ତର

କାମାକ୍ଷାନଗର,୭।୧୧(ସୁଧୀର କୁମାର ପରିଡା): ବିନା ଡାକ୍ତରୀ ପାଠ ପଢାରେ କରୁଥିଲେ ଚିକିତ୍ସା। ଦୀର୍ଘବର୍ଷ ଧରି ସ୍ବାସ୍ଥ୍ୟସେବା ନାଁରେ ନିରୀହ ଲୋକଙ୍କୁ କରୁଥିଲେ ଶୋଷଣ। ଏପରି ଅଭିଯୋଗ ଆସିବା ପରେ କଙ୍କଡାହାଡ଼ ପୋଲିସ ସମ୍ପୃକ୍ତ ନକଲି ଡାକ୍ତରଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ…

ବିରାଟ କୋହଲିଙ୍କୁ ସ୍ବାର୍ଥପର ବୋଲି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ଇସଲାମାବାଦ,୭।୧୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ବିରାଟ କୋହଲି ତାଙ୍କ ଓ୍ବାର୍ଲଡ କପ କ୍ୟାରିୟରର ୪୯ ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ରେକର୍ଡ ସହ ସମାନ ହୋଇଥିଲେ। ବାକି ଇନିଂସ ତୁଳନାରେ କୋହଲିଙ୍କ ଏହି ଇନିଂସ ଟିକେ…

କଂଗ୍ରେସକୁ ଚ୍ୟାଲେଞ୍ଜ ଦେଲେ ଅଖିଳେଶ

ନୂଆଦିଲ୍ଲୀ,୭।୧୧: ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିରୋଧୀ ଦଳ ମିଳିତ ଭାବେ ଏନଡିଏକୁ ପରାସ୍ତ କରିବାକୁ ମିଳିତ ମଞ୍ଚ ‘ଇଣ୍ଡିଆ’ ଗଠନ କରିଛନ୍ତି। କିନ୍ତୁ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ସମୟରେ ଏହି ମେଣ୍ଟରେ ଫାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri