ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପାଇଁ ବଡ଼ କ୍ଷତି
ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହାସହ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ…
ଭଗବାନ ରାମଙ୍କୁ ନେଇ ରାଜନୀତି କରୁଛି ଭାଜପା:ଶରଦ ପାୱାର
ନୂଆଦିଲ୍ଲୀ,୭।୧୧: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ସମୟ ପାଖେଇ ଆସୁଥିବାରୁ ରାଜନୀତି ବଢିବାରେ ଲାଗିଛି। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ସଭାପତି ଶରଦ ପାୱାର ଭାଜପା ବିରୋଧରେ ଆକ୍ରମଣ କରିଥିଲେ। ପ୍ରାଣ ପ୍ରତିଷ୍ଠା ସମାରୋହର କାର୍ଯ୍ୟକ୍ରମକୁ ନେଇ ଦେଶରେ ରାଜନୀତି…
ଧରାପଡ଼ିଲେ ନକଲି ଡାକ୍ତର
କାମାକ୍ଷାନଗର,୭।୧୧(ସୁଧୀର କୁମାର ପରିଡା): ବିନା ଡାକ୍ତରୀ ପାଠ ପଢାରେ କରୁଥିଲେ ଚିକିତ୍ସା। ଦୀର୍ଘବର୍ଷ ଧରି ସ୍ବାସ୍ଥ୍ୟସେବା ନାଁରେ ନିରୀହ ଲୋକଙ୍କୁ କରୁଥିଲେ ଶୋଷଣ। ଏପରି ଅଭିଯୋଗ ଆସିବା ପରେ କଙ୍କଡାହାଡ଼ ପୋଲିସ ସମ୍ପୃକ୍ତ ନକଲି ଡାକ୍ତରଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ…
ବିରାଟ କୋହଲିଙ୍କୁ ସ୍ବାର୍ଥପର ବୋଲି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର
ଇସଲାମାବାଦ,୭।୧୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ବିରାଟ କୋହଲି ତାଙ୍କ ଓ୍ବାର୍ଲଡ କପ କ୍ୟାରିୟରର ୪୯ ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ରେକର୍ଡ ସହ ସମାନ ହୋଇଥିଲେ। ବାକି ଇନିଂସ ତୁଳନାରେ କୋହଲିଙ୍କ ଏହି ଇନିଂସ ଟିକେ…
କଂଗ୍ରେସକୁ ଚ୍ୟାଲେଞ୍ଜ ଦେଲେ ଅଖିଳେଶ
ନୂଆଦିଲ୍ଲୀ,୭।୧୧: ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିରୋଧୀ ଦଳ ମିଳିତ ଭାବେ ଏନଡିଏକୁ ପରାସ୍ତ କରିବାକୁ ମିଳିତ ମଞ୍ଚ ‘ଇଣ୍ଡିଆ’ ଗଠନ କରିଛନ୍ତି। କିନ୍ତୁ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ସମୟରେ ଏହି ମେଣ୍ଟରେ ଫାଟ…
୩ ଦିନ ହେବ ଘରୁ ପଳାଇ ଆସିଥିଲେ ଯୁବତୀ, ପ୍ରେମିକଙ୍କ ଭଡାଘରୁ ମିଳିଲା ମୃତଦେହ
ଭୁବନେଶ୍ୱର,୭।୧୧(ସୂର୍ଯ୍ୟକାନ୍ତ ବେହେରା ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କ୍ଷେତ୍ରପାଳୀନଗର ଅଞ୍ଚଳର ଏକ ଭଡା ଘରୁ ଜଣେ ଯୁବତୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ମୃତା ଯୁବତୀ ହେଲେ ଖୋର୍ଦ୍ଧା ଅଞ୍ଚଳର ଅଞ୍ଜଳି ବେହେରା (୨୭) । ତେବେ ଯୁବତୀ ଆତ୍ମହତ୍ୟା…
ମୋବାଇଲ ଚଲାଉଥିବା ସମସ୍ତ ବ୍ୟକ୍ତିଙ୍କୁ ସରକାର ଦେବେ ଏକ ୟୁନିକ ଆଇଡି ନମ୍ବର
ନୂଆଦିଲ୍ଲୀ,୭।୧୧: ଭାରତ ସରକାର ଖୁବ ଶୀଘ୍ର ମୋବାଇଲ ଗ୍ରାହକମାନଙ୍କୁ ଏକ ସ୍ବତନ୍ତ୍ର ଆଇଡି ନମ୍ବର ପ୍ରଦାନ କରିବେ। ଏହି ଆଇଡି ନମ୍ବର ଏକ ପରିଚୟ କାର୍ଡ ପରି କାର୍ଯ୍ୟ କରିବ ଯାହା ଆମର ପ୍ରାଥମିକ ଏବଂ ଆଡ-ଅନ ଫୋନ ସଂଯୋଗ ସହିତ…
ଖାକିରେ ବଢ଼ୁଛି କଳାଦାଗ
ବ୍ରହ୍ମପୁର,୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ଲୋକଙ୍କ ବିଶ୍ୱାସଭାଜନ ହୋଇଥିବା ବ୍ରହ୍ମପୁର ପୋଲିସର ନିର୍ମଳ ଓ ସ୍ବଚ୍ଛ ଭାବମୂର୍ତ୍ତି ଦିନକୁ ଦିନ ମଳିନ ହେବାକୁ ଲାଗିଛି। ବିଭିନ୍ନ କାରଣ ଯୋଗୁ ପୋଲିସ ଏବେ ସାଧାରଣରେ ସମାଲୋଚନାର ଶିକାର ହେଉଛି। ବ୍ରହ୍ମପୁର…
କାହିଁକି ଏମିତି କାମ କରିଦେଲେ ଶାକିବ ଉଲ ହାସନ: ନିଜେ ବଖାଣିଲେ ପ୍ରକୃତ ସତ
ନୂଆଦିଲ୍ଲୀ,୭।୧୧: ବିଶ୍ୱକପ ୨୦୨୩ର ଶ୍ରୀଲଙ୍କା-ବାଂଲାଦେଶ ମ୍ୟାଚରେ ଆଞ୍ଜେଲୋ ମାଥ୍ୟୁସଙ୍କ ଟାଇମ ଆଉଟ୍ ଚର୍ଚ୍ଚାର ବିଷୟ ହୋଇଛି। ସମରୱିକ୍ରମଙ୍କ ଆଉଟ୍ ପରେ ମାଥ୍ୟୁସ ଷ୍ଟ୍ରାଇକ କରିବାକୁ ଦୁଇ ମିନିଟରୁ ଅଧିକ ସମୟ ନେଇଥିଲେ, ବାଂଲାଦେଶ ଅଧିନାୟକ ଶାକିବ ଟାଇମ୍ ଆଉଟ୍ କରିବାକୁ ଅପିଲ୍…
‘ଭାଇରାଲ ଭିଡିଓ ଖୁବ୍ କଷ୍ଟ ଦେଇଛି’
ମୁମ୍ବାଇ: ନିକଟରେ ଭାଇରାଲ ହେଉଥିବା ସାଉଥ୍ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଡିପ୍ଫେକ୍ ଭିଡିଓ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି। ସେ ଏଥିନେଇ ଦୁଃଖପ୍ରକାଶ କରିବା ସହ ଟେକ୍ନୋଲୋଜିର ଭୁଲ୍ ବ୍ୟବହାର ଉପରେ ଚିନ୍ତା ପ୍ରକଟ କରିଛନ୍ତି। ଏଥିସହ ତାଙ୍କୁ ସମର୍ଥନ କରିଥିବା…
କର୍କଟକୁ ହରାଇବା
କର୍କଟଠାରୁ ନ ହାରି ଏହାକୁ ହରାଇବା ନେଇ ଲୋକଙ୍କ ମଧ୍ୟରେ ବିଶେଷ ଚିନ୍ତାଧାରା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ନଭେମ୍ବର ୭ରେ ସର୍ବଭାରତୀୟ ସ୍ତରରେ ଜାତୀୟ କର୍କଟ ସଚେତନତା ଦିବସ ପାଳନ କରାଯାଇଥାଏ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପରିସଂଖ୍ୟାନ ଅନୁଯାୟୀ, କର୍କଟ…
ଅସହାୟଙ୍କ ପାଇଁ ତିଆରିକଲେ ୯୯ ଘର
ଅଟାୱା: କାନାଡାର ଜଣେ ବ୍ୟକ୍ତି ଏପରି ଏକ କାମ କରିଛନ୍ତି, ଯେଉଁଥିପାଇଁ ତାଙ୍କୁ ସବୁଆଡୁ ଶୁଭେଚ୍ଛା ମିଳୁଛି। ଯେଉଁମାନଙ୍କ ରହିବାକୁ ଘର ନାହିଁ, ସେ ସେମାନଙ୍କ ପାଇଁ ଘର ତିଆରି କରିଥିବା ଜଣାପଡ଼ିଛି। ମାର୍ସେଲ ଲେବ୍ରୁନ୍ ନିଜର ଏକ ସଫ୍ଟୱେର କମ୍ପାନୀକୁ ଲକ୍ଷାଧିକ…
Archives


