ଆଜି ଆଲୋଚନା, ବାହାରିପାରେ ନିଷ୍କର୍ଷ
ଭୁବନେଶ୍ୱର,୨୩।୯(ଅସମାପିକା ସାହୁ): ପ୍ରାଥମିକ ଶିକ୍ଷକଙ୍କ ୩ଦଫା ଦାବି ସମ୍ପର୍କରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ହେବ। ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଶିକ୍ଷକମାନେ ଜିଦ୍ରେ ଅଟଳ ରହିଥିଲେ। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଲୋଚନା…
୨୭ ବର୍ଷ ପରେ ମୋହାଲିରେ ଅଷ୍ଟ୍ରେଲିଆକୁ ହରାଇଲା ଟିମ୍ ଇଣ୍ଡିଆ
ମୋହାଲି,୨୩।୯: ଭାରତୀୟ କ୍ରିକେଟ ଟିମ୍ ମୋହାଲିରେ ଖେଳାଯାଇଥିବା ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତି ନେଇଛି। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଭାରତକୁ ୨୭୭ ରନ୍ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଟିମ୍ ଇଣ୍ଡିଆର ଓପନରମାନେ ଦଳକୁ ଭଲ ଆରମ୍ଭ ଦେଇଥିଲେ।…
ବୌଦ୍ଧ ଜିଲାରେ ବଢୁଛି ବେଆଇନ ମଦ କାରବାର
ବୌଦ୍ଧ,୨୩ା୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ବେଆଇନ ମଦ କାରବାର ଦିନକୁ ଦିନ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଜିଲାରେ ବର୍ତ୍ତମାନ ୧୪ ଗୋଟି ବିଦେଶୀ ମଦ ଦୋକାନ ଚାଲୁଥିବା ବେଳେ ୨୯ ଗୋଟି ଦେଶୀମଦ ଭାଟି ଚାଲୁଛି। ଏତେ ସଂଖ୍ୟାରେ…
ପିଡିଏସ୍ ଚାଉଳ କିଣି ନେଉଛନ୍ତି ବେପାରୀ
ଲୋଇସିଂହା,୨୩ା୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ଗ୍ରାମକୁ ବାହାର ଅଞ୍ଚଳର ଜଣେ ବେପାରୀ ଆସି ଘରଘର ବୁଲି ପିଡିଏସ୍ ଚାଉଳ କିଣି ନେଉଛନ୍ତି। ଯେଉଁମାନଙ୍କ ନିଜ ଖର୍ଚ୍ଚ ବାଦ ଚାଉଳ ବଳକା ରହୁଛି ସେମାନେ ବେପାରୀଙ୍କୁ ଚାଉଳ…
ପୋଲିସ ଗୁଳିରେ ୬ ମୃତ, ଅପରାଧୀ ଗୋଷ୍ଠୀ ବିରୋଧରେ ଚାଲିଛି ଅପରେଶନ
ବ୍ରାସିଲିଆ,୨୩।୯: ବ୍ରାଜିଲ ପୋଲିସ ସାଲଭାଡୋରରେ ଅପରେଶନ ଆରମ୍ଭ କରି ଅତି କମରେ ୬ ଜଣ ସନ୍ଦିଗ୍ଧଙ୍କୁ ହତ୍ୟା କରିଛି। ସ୍ଥାନୀୟ ଗଣମାଧ୍ୟମରୁ ଏହି ସୂଚନା ଗ୍ରହଣ କରାଯାଇଛି। ସାଲଭାଡୋର ହେଉଛି ବାହିଆ ରାଜ୍ୟର ଆଞ୍ଚଳିକ ରାଜଧାନୀ, ଯେଉଁଠାରେ ୨.୯ ନିୟୁତରୁ ଅଧିକ…
ଧୀରେ ଧୀରେ କୋଳ ଭରୁଛି ଇନ୍ଦ୍ରାବତୀ
ଭବାନୀପାଟଣା,୨୩।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଅର୍ଥନୈତିକ ବିକାଶ ପାଇଁ ଇନ୍ଦ୍ରାବତୀର ଜଳ ସେଚନ ଏକ ନିର୍ଭର ଯୋଗ୍ୟ ମାଧ୍ୟମ ପାଲଟିଛି। ହେଲେ ଚଳିତବର୍ଷର ନିଅଣ୍ଟିଆ ବର୍ଷା ଇନ୍ଦ୍ରାବତୀ ପାଇଁ ସର୍ବକାଳୀନ ସର୍ବନିମ୍ନସ୍ତରକୁ ଜଳସ୍ତର ପହଞ୍ଚତ୍ବା ରେକର୍ଡ ସୃଷ୍ଟି କରିଥିଲା। ଚଳିତ…
ମୌଳିକ ସୁବିଧା ଅପହଞ୍ଚ, ଆନ୍ଦୋଳନ ପାଇଁ ସଜବାଜ
ରାଉରକେଲା,୨୩।୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ୧୪ ନମ୍ବର ଓ୍ବାର୍ଡ ଧାମରା ବସ୍ତି ଲୋକଙ୍କୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡିଛି। ବାରମ୍ବାର ଦାବି କରିବା ସତ୍ତ୍ୱେ ସ୍ଥାନୀୟ ପ୍ରଶାସନ ଏ ନେଇ ପଦକ୍ଷେପ ନେଉ ନ ଥିବା…
ଜମ୍ମୁ-କଶ୍ମୀର, ଲଦାଖ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ: ଜାତିସଂଘରେ କହିଲା ଭାରତ
ନୁୟର୍କ/ନୂଆଦିଲ୍ଲୀ,୨୩।୯: ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଦେଶର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଅନୱାରୁଲ ହକ କକର ଦେଇଥିବା ଭାଷଣ ଉପରେ ଭାରତ ଟାର୍ଗେଟ୍ କରି ପଡୋଶୀ ଦେଶକୁ ଏହି ତିନୋଟି ପ୍ରସଙ୍ଗରେ ଉନ୍ନତି ଆଣିବାକୁ…
ମୋହାଲିରେ ଇତିହାସ ରଚିଲା ଟିମ୍ ଇଣ୍ଡିଆ, ଦଳ ଏବେ ତିନି ଫର୍ମାଟରେ ‘ନମ୍ବର-୧’
ମୋହାଲି,୨୩।୯: ଭାରତୀୟ କ୍ରିକେଟ ଟିମ୍ ମୋହାଲିରେ ଅନୁଷ୍ଠିତ ହୋଇଥିବା ୩ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆକୁ ୫ ଉଇକେଟରେ ପରାଜିତ କରି ଇତିହାସ ରଚିଛି। ଏହି ବିଜୟ ପରେ ଆଇସିସି ର଼୍ୟାଙ୍କିଙ୍ଗର ତିନୋଟି ଯାକ ଫର୍ମାଟରେ ନମ୍ବର-୧ ହୋଇଛି…
ନୋ ପାର୍କିଂ ଜୋନ୍ରେ ଗାଡ଼ି ପାର୍କିଂ
ରାୟଗଡ଼ା,୨୩।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଳିକନ୍ଦିଠାରୁ ଆରମ୍ଭକରି ଜାତୀୟ ରାଜପଥର ଅର୍ଦ୍ଧାଧିକ ରାସ୍ତା ବ୍ୟବସାୟୀଙ୍କ କବ୍ଜାରେ ରହିଛି। ଏଭଳିକି ଜାତୀୟ ରାଜପଥରେ ନୋ ପାର୍କିଂ ବୋର୍ଡ ଲାଗିଥିଲେ ମଧ୍ୟ ଗାଡ଼ି ପାର୍କିଂ କରାଯାଉଛି। ଏହାଦ୍ବାରା ସହରରେ ଟ୍ରାଫିକ ସମସ୍ୟା ବିଗିଡ଼ିବା…
ଝିଅକୁ ରକ୍ତକର୍କଟ , ଚିକିତ୍ସାରେ ଅର୍ଥ ବାଧକ
ସୁନାବେଡ଼ା,୨୩ା୯(କୃତ୍ତିବାସ ପ୍ରଧାନ): ”ମୋ ଝିଅକୁ ସାହାଯ୍ୟ କର,ତା’ର ପାଠ ପଢ଼ିବାକୁ ବହୁତ ଆଗ୍ରହ ରହିଛି। ମୋ ଅସୁସ୍ଥ ଝିଅକୁ ଭଲ କରିଦିଅ“- ଏପରି ଦୁଃଖର ସହ କହୁଛନ୍ତି ଜଣେ ଉପାୟଶୂନ୍ୟ ବାପା। ସେ ହେଲେ ସୁନାବେଡ଼ା ଏଇଏଫ୍ କଲୋନି କାଳୀମନ୍ଦିର ନିକଟରେ…
ଟ୍ରୁଡୋଙ୍କ ଅଭିଯୋଗରେ ଆମେରିକା ଚିନ୍ତିତ: ଆମେରିକା ବୈଦେଶିକ ମନ୍ତ୍ରୀ
ଓ୍ବାଶିଂଟନ୍,୨୩।୯: ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଜାରି ରହିଛି। ଦୁଇ ଦେଶ ବିବାଦ ମଧ୍ୟରେ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟେନି ବ୍ଲିଙ୍କେନ୍ ମଧ୍ୟ ଏ ସମ୍ପର୍କରେ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି , ଜଷ୍ଟିନ ଟ୍ରୁଡୋଙ୍କ ଅଭିଯୋଗରେ ଆମେରିକା ବହୁତ…
Archives


