Home Left

୨୩ଲକ୍ଷ ଟଙ୍କା, ଅଡି କାର୍‌ ଜବତ କଲା ଇଡି

ଭୁବନେଶ୍ୱର,୯।୩(ସତ୍ୟଜିତ୍‌ ରାଉତ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱରରେ ଏକ ଦୈନିକ ଓଡିଆ ଖବରକାଗଜ…

ମୁଁ ନିଜ ସହ ପ୍ରତିଯୋଗିତା କରେ

ଏକ ଛୋଟ ଫାଷ୍ଟଫୁଡ୍‌ ଦୋକାନରୁ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଥିବା ଅନୁପ କୁମାର ବଗାଇ ବର୍ତ୍ତମାନ ଜଣେ ସଫଳ ଉଦ୍ୟୋଗୀ ଭାବେ ଘରେ ଘରେ ପରିଚିତ। ୩୦ ବର୍ଷର ବ୍ୟବସାୟିକ ଅଭିଜ୍ଞତା ସହ ବର୍ତ୍ତମାନ ସେ ଭୁବନେଶ୍ୱରର କ୍ୟାଟରିଂ ସଂସ୍ଥା ‘ଖଟାମିଠା’ର…

ପାରାଦୀପ ବନ୍ଦର ବାଟେ ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍‌ ଆରମ୍ଭ

ପାରାଦୀପ,୯ା୩(ଶରତ ରାଉତ): ପାରାଦୀପ ବନ୍ଦର ବାଟେ ଶୁକ୍ରବାର ବିଶ୍ୱସ୍ତରୀୟ କଣ୍ଟେନର ପଣ୍ୟ କାରବାର ଆରମ୍ଭ ହୋଇଛି। ଏନେଇ ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍‌ଏସ୍‌ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି। ପ୍ରଥମଥର…

ମାତୃଭାଷାରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବାକୁ ପଡ଼ିବ

ଭୁବନେଶ୍ୱର,୯ା୩(ଶର୍ମିଷ୍ଠା ପାଣିଗ୍ରାହୀ): ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଅଧିକ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଉଜ୍ଜୟିନୀ ଆଇଆଇଟି ଇନ୍ଦୋରର ଇନୋଭେଶନ, ଟେକ୍ନୋଲୋଜି ଏବଂ ଉଦ୍ୟମିତା…

ଲୋକ ସଭା ନିର୍ବାଚନରେ ୩୩% ଆସନରେ ମହିଳା ପ୍ରାର୍ଥୀ ଦେବ ବିଜେଡି

ଭୁବନେଶ୍ୱର,୯ା୩(ଅନିଲ ଦାସ): ନାରୀ ହିଁ ସକଳ ଶକ୍ତିର ଆଧାର। ମା’ ମାନଙ୍କୁ ବାଦ୍‌ ଦେଇ କୌଣସି ରାଜ୍ୟ, କୌଣସି ରାଷ୍ଟ୍ର ବିକାଶ କରିପାରିବ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭରୁ ହୃଦ୍‌ବୋଧ କରିଛନ୍ତି। ସେଥିପାଇଁ ପରିଣାମ କଥା ଚିନ୍ତା…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ସୁରକ୍ଷା ସମୀକ୍ଷା କଲେ ଇସି

ନୂଆଦିଲ୍ଲୀ,୯।୩: ଲୋକ ସଭା: ଲୋକ ସଭା ନର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ନିର୍ବାଚନ କମିଶନ (ଇସି) ଶୁକ୍ରବାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସାରା ଦେଶରେ ସୁରକ୍ଷା ବଳ ମୁତୟନ ଓ ସେମାନଙ୍କ ପରିବହନ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରେଲଓ୍ବେରର…

ଅଟୋ ଡ୍ରାଇଭର ହେବେ ହୁମା କୁରେଶୀ

ମୁମ୍ବାଇ: ଅଭିନେତ୍ରୀ ହୁମା କୁରେଶୀ ତାଙ୍କ ଆଗାମୀ ଚଳଚ୍ଚିତ୍ରରେ ଜଣେ ଅଟୋରିକ୍ସା ଡ୍ରାଇଭର ଭୂମିକାରେ ନଜରକୁ ଆସିବେ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରେ ଜିଓ ଷ୍ଟୁଡିଓ ଏବଂ ଇଚେଲୋନ୍‌ ପ୍ରଡକ୍ସନ୍ସ ପକ୍ଷରୁ ଏହା ଘୋଷଣା କରାଯାଇଛି। ଚଳଚ୍ଚିତ୍ରର ନାମକରଣ କରାଯାଇ ନାହିଁ।…

କାମିୟାଙ୍କୁ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁଟ୍ୟୁବର କାମିୟା ଜାନିଙ୍କୁ ପ୍ରଥମ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଇଛନ୍ତି। ୩୨ ବର୍ଷୀୟା କାମିୟା ହେଉଛନ୍ତି, ସେହି ୟୁଟ୍ୟୁବର, ଯାହାଙ୍କ ପୁରୀ ଶ୍ରୀମନ୍ଦିରରେ ପ୍ରବେଶକୁ ନେଇ କିଛି ମାସ ତଳେ ବିବାଦ ସୃଷ୍ଟି ହୋଇଥିଲା।…

ନମାଜ ପଢ଼ୁଥିବା ଲୋକଙ୍କୁ ଗୋଇଠା ମାରି ପୋଲିସ ଅଫିସର ନିଲମ୍ବିତ

ନୂଆଦିଲ୍ଲୀ,୯।୩: ଉତ୍ତର ଦିଲ୍ଲୀର ଇନ୍ଦରଲୋକ ଅଞ୍ଚଳରେ ରାସ୍ତାରେ ନମାଜ ପାଠ କରୁଥିବା କେତେକ ଲୋକଙ୍କୁ ଗୋଇଠା ମାରିଥିବା ଜଣେ ସବ୍‌ଇନ୍ସପେକ୍ଟରଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ନିଲମ୍ବନ କରିଛି। ଅପରାହ୍ନ ୨ଟା ସମୟରେ ଇନ୍ଦରଲୋକ ମେଟ୍ରୋ ଷ୍ଟେଶନ ନିକଟରେ ଲୋକମାନେ ‘ଜୁମେ କି…

କଂଗ୍ରେସକୁ ଆଇଟି ଟ୍ରିବ୍ୟୁନାଲ ଝଟକା

ନୂଆଦିଲ୍ଲୀ,୯।୩: କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟ ଉପରେ ଆୟକର (ଆଇଟି) ବିଭାଗର କାର୍ଯ୍ୟାନୁଷ୍ଠାନ ବନ୍ଦ ଲାଗି ଦଳ ପକ୍ଷରୁ କରାଯାଇଥିବା ଆବେଦନକୁ ଆୟକର ଆପିଲେଟ୍‌ ଟ୍ରିବ୍ୟୁନାଲ ଶୁକ୍ରବାର ଖାରଜ କରିଦେଇଛନ୍ତି। ଫଳରେ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି।…

ଅମିତାଭ ଘୋଷଙ୍କୁ ଇରାସ୍ମସ୍‌ ପ୍ରାଇଜ୍‌

କୋଟା,୯।୩: ଜଳବାୟୁ ପରିବର୍ତ୍ତନ ଉପରେ ଲେଖୁଥିବା ଖ୍ୟାତନାମା ଲେଖକ ଅମିତାଭ ଘୋଷଙ୍କୁ ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଇରାସ୍ମସ୍‌ ପୁରସ୍କାର ପ୍ରଦାନ କରାଯାଇଛି। ‘ଇମାଜିନିଂ ଦ ଅନ୍‌ଥିଙ୍କେବଲ୍‌’ ଶୀର୍ଷକ ପ୍ରସଙ୍ଗରେ ତାଙ୍କ ଉତ୍ସର୍ଗୀକୃତ ଅବଦାନ ପାଇଁ ଏହି ପୁରସ୍କାର ଦିଆଯାଇଥିବା ନେଦରଲାଣ୍ଡସ୍‌ର…

ଭାଜପା, ଟିଡିପି, ଜନସେନା ଆସନ ବୁଝାମଣା ଚୂଡ଼ାନ୍ତ

ନୂଆଦିଲ୍ଲୀ,୯ା୩: ଆନ୍ଧ୍ର ପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ ଅଭିନେତାରୁ ରାଜନେତା ସାଜିଥିବା ପବନ କଲ୍ୟାଣଙ୍କ ଜନସେନା ସହ ଭାଜପା ମେଣ୍ଟ କରିବ। ଏନେଇ ଶୁକ୍ରବାର ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?