ବିବାଦରେ କରନ୍ଙ୍କ ଫିଲ୍ମ
ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି କିଛି ଦିନ ପୂର୍ବେ ଫିଲ୍ମ ‘ହୋମବାଉଣ୍ଡ’ ୨୦୨୬ ଓସ୍କାର ଲାଗି ଶର୍ଟଲିଷ୍ଟ ହୋଇଥିବା କୁହାଯାଇଥିଲା।…
ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗରେ ଦଙ୍ଗା
ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ ଘର ଓ ଦୋକାନ ଭଙ୍ଗାରୁଜା ଓ ପୋଡ଼ାଜଳା କରିଛନ୍ତି। କେରୋନିରେ ସେମାନେ ପୋଲିସ ଉପରକୁ…
‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ
ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ସମେତ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।…
ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ବୈଠକରୁ ଜଣାପଡ଼ିଛି ଯେ, ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨…
ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ
ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ଭେଟିବା ପରେ ଏପରି ମନ୍ତବ୍ୟ ଦେଇଛନ୍ତି। ବହୁଚର୍ଚ୍ଚିତ ମାମଲାର ଦୋଷୀ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬…
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଗୁରୁବାର ବଡ଼ଦିନଠାରୁ ରାଜ୍ୟରେ ଥଣ୍ଡାର ପରିମାଣ ଆହୁରି ବଢ଼ିବ। ୭ଦିନ…
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ ଶିବ ଏବଂ ଦେବୀ ପାର୍ବତୀଙ୍କ ଜ୍ୟେଷ୍ଠ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ତେବେ…
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଛି। ତେବେ…
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ।…
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି । ବରପୁତ୍ରମାନଙ୍କ ଗାଁରେ ତିଆରି ହେବ ପ୍ରତିମୂର୍ତ୍ତି ଓ ସଂଗ୍ରହାଳୟ ।…
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ ପରିବାର ସହ ଧାରଣାରେ ବସିଛନ୍ତି । ବଦଳି ଆଦେଶକୁ ପ୍ରତ୍ୟାଖ୍ୟାନ କରାଯାଇଥିବାରୁ ସେ ନିରୁପାୟ…
Archives


