Home Left

Viral Video: ଦାମୀ ଡ୍ରେସ୍‌ ପିନ୍ଧି ସାରା ଦୁନିଆ ବୁଲୁଛି ଏହି କୁକୁର, ଫାଇଭ୍‌ ଷ୍ଟାର୍‌ ହୋଟେଲରେ ଖାଉଛି ମହଙ୍ଗା ଖାଦ୍ୟ

ସାଧାରଣତଃ ମଣିଷ ବିଳାସପୂର୍ଣ୍ଣ ଜୀବନ ବିତାଇବାକୁ ପସନ୍ଦ କରିଥାଏ। ମାତ୍ର ଏବେ ସୋସିଆଲ ମିଡିଆରେ ଏକ କୁକରର ଫଟୋ ଭାଇରାଲ ହେଉଛି। ଯାହା ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। କୁକୁରଟି ଦୁନିଆର ଅନେକ ସ୍ଥାନ ଭ୍ରମଣ କରିବା ସହିତ ଦାମୀଦାମୀ ଡ୍ରେସ୍‌…

ଓଡ଼ିଶା-ଝାଡଖଣ୍ଡ ସୀମାନ୍ତରୁ ମାଓବାଦୀ କ୍ୟାମ୍ପ ଠାବ

ରାଉରକେଲା, ୭ା୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡଖଣ୍ଡ ସୀମାନ୍ତ ଅଞ୍ଚଳରେ ମାଓବାଦୀ ଉପଦ୍ରବ ଜାରି ରହିଛି। ସୁରକ୍ଷାବଳଙ୍କୁ ଆକ୍ରମଣ କରିବା ଓ ବିସ୍ଫୋରକ ବିଛାଇବା ଆଦି ମାଓବାଦୀମାନେ କରୁଥିବା ବେଳେ ଗୁରୁବାର ସକାଳେ ସୀମାନ୍ତରୁ ଏକ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଏଥିରେ ପ୍ରାୟ…

ୟୁକ୍ରେନ ଯୁଦ୍ଧରେ ଏମିତି ଯୋଗ ଦେଇ ନ ଥିଲେ ଭାରତୀୟ ଯୁବକ, ବଡ ର଼୍ୟାକେଟର ହେଲା ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୭।୩: ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ରୁଷିଆ ସେନାରେ ସପୋର୍ଟ ଷ୍ଟାଫ ଭାବରେ କାର୍ଯ୍ୟ କରୁଥିବା ପ୍ରାୟ ୨୦ ଜଣ ଭାରତୀୟଙ୍କୁ ଶୀଘ୍ର ଛାଡି ଦେବାକୁ ପ୍ରତିଶୃତି ଦିଆଯାଇଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଏକ ନୂଆ ତଥ୍ୟ ସାମ୍ନାକୁ…

ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ: ଦେଶ ଛାଡି ଏହି ଦେଶକୁ ସିଫ୍ଟ ହେବାକୁ ଗୁହାରି କଲେ ଦୋଷୀ ନଳିନୀ

ନୂଆଦିଲ୍ଲୀ,୭।୩: ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ନଳିନୀ ଶ୍ରୀହରନ ଗୁରୁବାର ମାଡ୍ରାସ ହାଇକୋର୍ଟଙ୍କ ନିକଟକୁ ଯାଇଥିଲେ। ଦେଶ ଛାଡିବା ପାଇଁ ପାସପୋର୍ଟ ପାଇବା ଉଦ୍ଦେଶ୍ୟରେ ତାଙ୍କ ସ୍ବାମୀଙ୍କୁ ଭାରତର ଶ୍ରୀଲଙ୍କା ଡେପୁଟି ହାଇ କମିଶନଙ୍କ ନିକଟରେ ହାଜର ହେବାକୁ…

ଆଦିବାସୀ ଛାତ୍ରୀଛାତ୍ରଙ୍କୁ ମିଳିବ ସେମିକଣ୍ଡକ୍ଟର ପ୍ରଯୁକ୍ତି ତାଲିମ

ନୂଆଦିଲ୍ଲୀ,୭।୩: କେନ୍ଦ୍ର ସରକାର ବେଙ୍ଗାଲୁରୁର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ସହଯୋଗରେ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ସେମିକଣ୍ଡକ୍ଟର ପ୍ରଯୁକ୍ତି ପ୍ରଶିକ୍ଷଣ ଯୋଗାଇଦେବେ ବୋଲି ଆଦିବାସୀ ବ୍ୟାପାର ମନ୍ତ୍ରୀ ଅଜୁର୍ନ ମୁଣ୍ଡା କହିଛନ୍ତି। ଏହା ବ୍ୟତୀତ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସହ ଭାଗିଦାରୀରେ…

ପାହାନ୍ତିଆରେ ଉଠିବ ବିଶ୍ୱେଶ୍ୱର ବାବାଙ୍କ ମହାଜାଗର ଦୀପ

ସରଣ୍ଡା, ୭।୩(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଅଷ୍ଟଶମ୍ଭୁ ମଧ୍ୟରେ ଅନ୍ୟତମ ଶୈବପୀଠ ସରଣ୍ଡାରେ ବିରାଜିତ ମହାପ୍ରଭୁ ଶ୍ରୀଶ୍ରୀ ବିଶ୍ୱେଶ୍ୱରଙ୍କ ମହାଶିବରାତ୍ରି ଓ ଜାଗର ମହୋତ୍ସବ ପାଳନ ନିମନ୍ତେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ପୂଜାନୀତି କାର୍ଯ୍ୟ ନିର୍ଘଣ୍ଟ ସ୍ଥିରୀକୃତ କରାଯାଇଛି।…

ଓଡ଼ିଶା ଏଫ୍‌ସିକୁ ହରାଇଲା ସେଣ୍ଟ୍ରାଲ କୋଷ୍ଟ ମେରିନର

ଭୁବନେଶ୍ୱର,୭ା୩: ଏସିଆନ୍‌ ଏଏଫ୍‌ସି କପ୍‌ ସେମିଫାଇନାଲର ପ୍ରଥମ ଚରଣରେ ସେଣ୍ଟ୍ରାଲ କୋଷ୍ଟ ମେରିନର(ସିସିଏମ୍‌) ନିକଟରୁ ୪-୦ରେ ପରାଜିତ ହୋଇଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ସେଣ୍ଟ୍ରାଲ କୋଷ୍ଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଘରୋଇ ଦଳ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ଦଳ ପକ୍ଷରୁ…

ବେଙ୍ଗାଲୁରୁରେ ଜଳସଙ୍କଟ: ୨ ହଜାର ଟଙ୍କାରେ ବିକ୍ରି ହେଉଛି ଟାଙ୍କିଏ ପାଣି

ବେଙ୍ଗାଲୁରୁ,୭।୩: ଗ୍ରୀଷ୍ମ ଆରମ୍ଭ ନ ହେଉଣୁ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଭଳି ଜଳସଙ୍କଟ କେବେ ଦେଖାଦେଇ ନ ଥିଲା। ଏହାର ସୁଯୋଗ ନେଇ ମାଫିଆମାନେ ପାଣି…

ସଚିନଙ୍କ ଆଗରେ ଯଶସ୍ବୀ ଜୟଶଓ୍ବାଲ, ଟାର୍ଗେଟରେ ସୁନିଲ ଗାଭାସ୍କରଙ୍କ ବଡ ରେକର୍ଡ

ନୂଆଦିଲ୍ଲୀ,୭।୩: ଯଶସ୍ବୀ ଜୟଶୱାଲ ହେଉଛନ୍ତି ଭାରତୀୟ କ୍ରିକେଟ ଦଳର ଉଦୀୟମାନ ତାରକା। ଏହି ବାମହାତୀ ଓପନର୍‌ ବର୍ତ୍ତମାନ ସମୟରେ ଫୁଲ୍‌ ଫର୍ମରେ ଅଛନ୍ତି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଘରୋଇ ଟେଷ୍ଟ ସିରିଜରେ ଆଖିଦୃଶିଆ ରନ ସଂଗ୍ରହ କରିଥିବା ଯଶସ୍ବୀ ଧର୍ମଶାଳା…

ମୋଦିଙ୍କ ଶୁଭେଚ୍ଛା ବାର୍ତ୍ତାକୁ ନେଇ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ/ନୂଆଦିଲ୍ଲୀ,୭।୩: ନିକଟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ କ୍ଷମତାକୁ ଫେରିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ମୋଦିଙ୍କ ଅଭିନନ୍ଦନ ବାର୍ତ୍ତା ପରେ ଲୋକମାନେ ଶେହବାଜଙ୍କ ପ୍ରତିକ୍ରିୟାକୁ ଅପେକ୍ଷା କରିଥିଲେ। ଗୁରୁବାର (୭ ମାର୍ଚ୍ଚ ୨୦୨୪)…

ବିଧାୟକ ଶ୍ରୀକାନ୍ତଙ୍କ ବିରୋଧରେ ଯୌନ ଶୋଷଣ ମାମଲା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସଂଯୁକ୍ତା

କଟକ,୭ା୩(କାର୍ତ୍ତିକ ସାହୁ): ପୂର୍ବତନ ଶ୍ରମ ମନ୍ତ୍ରୀ ତଥା ପୋଲସରା ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ମାମଲାର କାର୍ଯ୍ୟାନୁଷ୍ଠାନ ପାଇଁ ବିଜେଡି ନେତ୍ରୀ ସଂଯୁକ୍ତା ମହଲା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୋଲିସ ନିଷ୍କ୍ରିୟତା ବିରୋଧରେ ସେ ହାଇକୋର୍ଟଙ୍କୁ…

ବୁଲେଟ ଚକାରେ ଓଢ଼ଣି ଲାଗି ୮ ବର୍ଷର ଝିଅର କଟିଗଲା ହାତ

କେସିଙ୍ଗା,୭।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଅଘଟଣ ଘଟିଛି। ଏକ ବୁଲେଟ ଚକାରେ ଓଢ଼ଣି ଲାଗି ୮ ବର୍ଷର ଝିଅର ହାତ କଟି ଯାଇଛି। ବୁଲେଟରେ ସ୍ବାମୀ, ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?