ମହିଳା ସଂରକ୍ଷଣ ବିଲ୍କୁ ନେଇ ଅଭିମୁଖ୍ୟ ସ୍ପଷ୍ଟ କଲା ଏଏପି
ନୂଆଦିଲ୍ଲୀ,୨୦।୯: ନୂତନ ସଂସଦ ଗୃହରେ ମହିଳା ସଂରକ୍ଷଣ ବିଲ ସମ୍ପର୍କରେ ଆଲୋଚନା ଚାଲିଛି। ପ୍ରଥମ ଦିନରେ କେନ୍ଦ୍ର ସରକାର ସ୍ବତନ୍ତ୍ର ଅଧିବେଶନରେ ଲୋକସଭା ଗୃହରେ ମହିଳା ସଂରକ୍ଷଣ ବିଲ ଆଗତ କରିଥିଲେ। ମହିଳା ସଂରକ୍ଷଣ ବିଲ୍କୁ ନାରୀ ଶକ୍ତି ବନ୍ଦନ ଅଧିନିୟମ-୨୦୨୩…
ଭଙ୍ଗାଯାଉନି ଅଧିଗ୍ରହଣ ହୋଇଥିବା ଘର, ବଢୁଛି ଅସନ୍ତୋଷ
କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଲିଆଗୋଡ଼ା ନିକଟରେ ଜାତୀୟ ରାଜପଥ-୨୦ କଡ଼ରେ ଜାତୀୟ ରାଜପଥ ପ୍ରାଧିକରଣ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ସ୍ଥାନରେ ଏକ ଦୁଇ ମହଲା ଘର ଥାଇ ବ୍ୟବସାୟୀ କାର୍ଯ୍ୟରେ ଲାଗିଛି।…
ଏଥର ମୋଦିଙ୍କ ପ୍ରଭାବ ପଡ଼ିବ ନାହିଁ: ସଚିନ ପାଇଲଟ
ଜୟପୁର,୨୦।୯: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏଥିପାଇଁ ସମସ୍ତ ଦଳ ଜିତିବାକୁ ଉଦ୍ୟମ କରୁଛନ୍ତି। ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସ ଦଳର ପ୍ରସ୍ତୁତି ବିଷୟରେ ବୁଧବାର ସୂଚନା ଦେଇଛନ୍ତି। ପାଇଲଟ କହିଛନ୍ତି, ରାଜସ୍ଥାନ କଂଗ୍ରେସରେ ବିବାଦ ପରିସ୍ଥିତିକୁ…
୨୧ରେ ଲୁହାପଥର ପରିବହନ ବନ୍ଦ କରିବେ କ୍ଷତିଗ୍ରସ୍ତ
କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ ଆସନ୍ତାକାଲି ସାଇଡିଂକୁ ଲୁହାପଥର ପରିବହନ କାର୍ଯ୍ୟ ବନ୍ଦ କରି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦେବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଏନେଇ ପରିଷଦ ପକ୍ଷରୁ ଏକ…
ବିଶ୍ୱକପ୍ ପାଇଁ ନୂଆ ଜର୍ସି ଲଞ୍ଚ୍
ନୂଆଦିଲ୍ଲୀ,୨୦।୯: ବିଶ୍ୱକପ ପାଇଁ ଭାରତୀୟ କ୍ରିକେଟ ଦଳ ପାଇଁ ନୂଆ ଜର୍ସି ଲଞ୍ଚ କରାଯାଇଛି। ଟିମ ଇଣ୍ଡିଆର ଅଫିସିଆଲ କିଟ ପ୍ରାୟୋଜକ ଆଦିଦାସ ବୁଧବାର ଏକ ଭିଡିଓ ଶେୟାର କରିଛି। ଏଥିରେ ଅଧିନାୟକ ରୋହିତ ଶର୍ମା, ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି,…
ମୋରଡ଼ାରେ ବନ୍ଦପାଳନର ଆଂଶିକ ପ୍ରଭାବ
ମୋରଡ଼ା,୨୦ା୯(ସ୍ମାରକ ମାଜୀ): କୁଡୁମୀ ସମାଜର ଉନ୍ନତି ତଥା କୁଡୁମୀ ସମାଜକୁ ଆଦିବାସୀ ମାନ୍ୟତା ଦାବି ଏବଂ କୁଡୁମାଲି ଭାଷାକୁ ସାମ୍ବିଧାନିକ ଭାଷା ମାନ୍ୟତା ଦାବି ନେଇ ବୁଧବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବାରଘଣ୍ଟିଆ ମୟୂରଭଞ୍ଜ ବନ୍ଦ କୁଡୁମୀ ଏକତା…
ବିଜେଡି ଛାଡ଼ିଲେ ବ୍ଲକ ଅଧ୍ୟକ୍ଷ
ରାଇରଙ୍ଗପୁର,୨୦ା୯: ରାଇରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଟାଣୁଆ ଆଦିବାସୀ ନେତା ତଥା ତିରିଂ ବ୍ଲକ୍ ଅଧ୍ୟକ୍ଷ ପରମେଶ୍ୱର ସାମାଡ଼୍ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ରକୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିକଟକୁ ପଠାଇଛନ୍ତି। ଶ୍ରୀ…
ଗଣେଶ ମୂର୍ତ୍ତି ବସର୍ଜନ କରିବାକୁ ଯାଇ ନଦୀସ୍ରୋତରେ ଭାସିଗଲେ ଯୁୁବକ
ରାୟଗଡ଼ା,୨୦ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଧୁମାଗୁଡ଼ା ଗାଁ ନିକଟ ନାଗାବଳୀ ନଦୀରେ ବୁଧବାର ଏକ ଅଘଟଣ ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ହେଲେ ମାଙ୍କଡଝୋଲା ବସ୍ତିର ଶ୍ରୀନିବାସ ଅଶୋକ…
ପୂର୍ବଓଡ଼ିଶାରେ ପଶ୍ଚିମଓଡ଼ିଶାର ମାହୋଲ
ନିଶ୍ଚିତକୋଇଲି,୨୦ା୯(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିତକୋଇଲି ବ୍ଲକ ଅନ୍ତର୍ଗତ ମା’ ବେଲେଶ୍ୱରୀ ପୀଠରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ମାହୋଲ ଦେଖିବାକୁ ମିଳିଛି। ଏହି ଉପଲକ୍ଷେ ପୂଜାର୍ଚ୍ଚନା ସହ ଏକ ବୈଠକ ପୂର୍ବତନ ସରପଞ୍ଚ ଦେବେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଗଞ୍ଜାମରେ ଲାଗିରହିଛି ବର୍ଷା, ଧାନଚାଷ ପ୍ରଭାବିତ
ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଦୁଇଦିନ ହେଲା ଝଡ଼ିବର୍ଷା ଲାଗିରହିଛି। ଏହି ଲଗାଣ ବର୍ଷା ଯୋଗୁ ହାତ ବାନ୍ଧି ବସିଛନ୍ତି ବିଭିନ୍ନ ବ୍ୟବସାୟୀ। ଲୋକେ ପଦାକୁ ବାହାରି ପାରୁନାହାନ୍ତି। ଯାହା ଫଳରେ ବେପାର ବଣିଜ ପୂର ଠପ୍ ହୋଇଯାଇଛି। ଏହି ଭଳି…
ଏବେ ମାତ୍ର ୯ ବର୍ଷ ହୋଇଛି,ଏତେ ଚିନ୍ତିତ କାହିଁକି ମୋଦି ସରକାର: ପିକେ
ମୁଜାଫରପୁର,୨୦।୯: ନିର୍ବଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆଜିକାଲି ବିହାରର ମୁଜାଫରପୁର ଜିଲାରେ ଜନ ସୁରଜ ପଦଯାତ୍ରା କରୁଛନ୍ତି। ବୁଧବାର ମୋଦି ସରକାର, ଇନ୍ଦିରା ଗାନ୍ଧୀ ଏବଂ ମିଳିତ ମେଣ୍ଟ ‘ଇଣ୍ଡିଆ’ ନାଁ ନେଇ ଏକ ବିବୃତ୍ତି ଜାରି କରିଛନ୍ତି। ପ୍ରଶାନ୍ତ କିଶୋର…
ସ୍ବାମୀ ପ୍ରସାଦ ମୌର୍ଯ୍ୟ ଜଣେ ପାଗଳ, ତାଙ୍କୁ ଜେଲ୍ରେ ରଖାଯାଉ: ଟି ରାଜା ସିଂ
ଲକ୍ଷ୍ନୌ,୨୦।୯: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସପି) ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ହିନ୍ଦୁ ଧର୍ମ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମୌର୍ଯ୍ୟ କହିଛନ୍ତି, ହିନ୍ଦୁ ଏକ ଧର୍ମ ନୁହେଁ, ପାର୍ସୀ ଭାଷାରେ ଏହାର ଅର୍ଥ ଚୋର ଏବଂ ଘୃଣ୍ୟ। ହିନ୍ଦୁ…
Archives


