‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି ଯେ ଯେଉଁମାନେ ବହୁ ସଂଖ୍ୟକ ସନ୍ତାନ ଜନ୍ମ କରୁଛନ୍ତି ଏବଂ ଭାରତକୁ ପାକିସ୍ତାନରେ ପରିଣତ…
‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା
କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ଲଜ୍ଜାଜନକ ବୋଲି ବର୍ଣ୍ଣନା କରିଥିଲେ। ପ୍ରଦୀପ ଭଣ୍ଡାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମଧ୍ୟ…
JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି
ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ପୁଅ ନିଶାନ୍ତ କୁମାରଙ୍କ…
ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: ସ୍ବାମୀଙ୍କୁ ମିଳିଲା ଏଭଳି ଦଣ୍ଡ
ରାୟଗଡା,୨୪।୧୨(ଆଶିଷ ରଞ୍ଜନ ପଣ୍ଡା)- ସ୍ତ୍ରୀ ହତ୍ୟାକାରୀ ସ୍ବାମୀକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି ରାୟଗଡ଼ା ଅତିରିକ୍ତ ଜିଲା ଦୌରାଜଜ୍ ଅଳ୍ପନା ସ୍ବାଇଁ। ଏହି ମାମଲାରେ ୨୦ ଜଣ ସାକ୍ଷୀଙ୍କ ବୟାନ ଓ ପ୍ରମାଣକୁ ଭିତ୍ତିକରି…
‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ
ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା, ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ଭାଇ ଏବେ ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ…
ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…
ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ୫ରୁ ୬ ମାସ ଭିତରେ ସରିବ। ଏ ନେଇ ଶ୍ରୀମନ୍ଦିର…
ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି l ବିଭିନ୍ନ ଜିଲାର ମଣ୍ଡି ଓ ଧାନ ଖଳାରେ ଚାଷୀମାନଙ୍କ ଧାନ ପଡିରହିଥିଲେ ମଧ୍ୟ…
ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…
ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ ନଗଦ ଟଙ୍କାର ଯାଞ୍ଚ କରାଯିବ। ଏଭଳି ଧମକ ଦେଇ ଘରେ ପଶିବା ପରେ ଘର…
ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୨ଟାରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିବ।…
ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ
ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ ବାଲ ଠାକରେଙ୍କ ଐତିହ୍ୟକୁ ଉତ୍ତରାଧିକାରୀ ଭାବରେ ଗ୍ରହଣ କରିଛନ୍ତି, ପ୍ରାୟ ୨୦ ବର୍ଷ ପରେ…
୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ
ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି ଏବଂ ପ୍ରତିଶ୍ରୁତି ଦେବାରେ ବ୍ୟସ୍ତ। ଏହି ସମୟରେ, ଗତ ପୌର ନିର୍ବାଚନର ଫଳାଫଳ କିଛି…
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍) ତରଫରୁ ଧାରଣା ଦିଆଯାଇଛି। ଜେଏମ୍ଏମର ଜିଲା ସଭାପତି ତଥା ମୋରଡା ନିର୍ବାମଣ୍ଡଳୀର ପୂର୍ବତନ…
Archives


