Home Left

ଏଗ୍ରିକଲ୍ଚର ଫିଲ୍ଡରେ ଜବ୍‌

କୃଷି ବା ଏଗ୍ରିକଲ୍ଚର ଫିଲ୍ଡରେ କ୍ୟାରିୟର ଗଢ଼ିବାକୁ ଅଧିକାଂଶ ଯୁବପିଢ଼ି ଆଗ୍ରହୀ ହେଉଥିବାର ଦେଖିବାକୁ ମିଳୁଛି। କାରଣ ଏହି କ୍ଷେତ୍ରରେ ଟେକ୍ନୋଲୋଜିର ବହୁଳ ବ୍ୟବହାର ଦ୍ୱାରା ଭଲ ରୋଜଗାର ମଧ୍ୟ କରାଯାଇପାରୁଛି। ତେଣୁ ଏ ଦିଗରେ ଆଗ୍ରହୀ ଯୁବପିଢ଼ିଙ୍କ ପାଇଁ କ’ଣ…

ସାଇଲେଣ୍ଟ କିଲର

ବର୍ତ୍ତମାନ ପ୍ରାୟ ସମସ୍ତଙ୍କୁ ବିଶେଷକରି ଯୁବପିଢ଼ିଙ୍କୁ ଘାରିଛି ମୋବାଇଲ୍‌ ଫୋନ ନିଶା। ଦିନରୁ ରାତି, ପ୍ରତି ସମୟରେ ପାଖରେ ରହୁଛି ଫୋନ। ତେବେ ଏହି ଆଡିକ୍ସନ ଅଜାଣତରେ ଧୀରେ ଧୀରେ ସେମାନଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ତେଣୁ ବିଜ୍ଞାନର…

ପୁରସ୍କୃତ ହେଲେ ୪ ଓଡ଼ିଆ

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶନିବାର ଦେଶର ମୋଟ ୮୪ଜଣ ବର୍ଷୀୟାନ କଳାକାରଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ପ୍ରଦାନ କରାଯାଇଛି। ଓଡ଼ିଶାରୁ ୪ କଳାକାରଙ୍କୁ ଏହି ମର୍ଯ୍ୟାଦାଜନକ ଜାତୀୟ ପୁରସ୍କାର ମିଳିଛି। ସେମାନେ ହେଲେ…

କଟକର ସ୍ବତନ୍ତ୍ର ପରିଚୟ ସିଏନ୍‌ବିଟି

କଟକ,୧୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଖାନ୍‌ନଗରଠାରେ କଟକ ନେତାଜୀ ବସ୍‌ ଟର୍ମିନାଲ(ସିଏନ୍‌ବିଟି) ଶନିବାର ଲୋକାର୍ପିତ ହୋଇଛି। ଏଥିରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କହିଥିଲେ, କଟକ ସହର ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ। ଯାନବାହନ ବୃଦ୍ଧିକୁ ଦୃଷ୍ଟିରେ ରଖି କଟକରେ ଏକ ବୃହତ…

ଲଘୁଚାଷଜନିତ ବର୍ଷା, ବନ୍ୟାରେ ଜନଜୀବନ ଅସ୍ତବ୍ୟସ୍ତ

ଖୁଣ୍ଟୁଣୀ,୧୭ା୯(ସଚ୍ଚିଦାନନ୍ଦ ପଣ୍ଡା)ଲଘୁଚାପ ଜନିତ ବର୍ଷାରେ ମହାନଦୀରେ ବନ୍ୟା ଆସିବାରୁ କଟକ ଜିଲାର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଗାଁଗୁଡ଼ିକ ଜଳମଗ୍ନ ହୋଇଯିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ପାଣି ଜମି ରହିଥିବାରୁ କ୍ଷେତରେ ଫସଲ ନଷ୍ଟ ହେବାର ଆଶଙ୍କା ସୃଷ୍ଟି ହୋଇଛି।…

ନାରାବାଜିରେ କମ୍ପୁଛି ଗାନ୍ଧୀମାର୍ଗ

ଭୁବନେଶ୍ୱର,୧୭।୯(ଅନୁରାଧା ମହାରଣା)ଅଧିକାର, ନ୍ୟାୟ ଓ ବିଭିନ୍ନ ଦାବିକୁ ନେଇ ବହୁ ସଂଗଠନ ପକ୍ଷରୁ ବିଧାନସଭା ସମ୍ମୁଖ ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶନିବାର ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ପକ୍ଷରୁ ଛାତ୍ର ସଂସଦ ନିର୍ବାଚନ ଦାବିରେ ବିଶାଳ ସମାବେଶ କରାଯାଇଥିବାବେଳେ ଓଡ଼ିଶା…

ଏବେ ଗ୍ରାମାଞ୍ଚଳରେ ଡେଙ୍ଗୁ ବ୍ୟାପୁଛି

ଭୁବନେଶ୍ୱର,୧୭।୯(ଅଭିଜିତ ଦାସ)ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ନୂଆ ରୋଗୀଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪୮ରେ ପହଞ୍ଚତ୍ଛି। ଖୋର୍ଦ୍ଧା ପରେ ଏବେ ପୁରୀରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି। ସବୁଠାରୁ…

ନାହାନ୍ତି ଗଣିତ, ହିନ୍ଦୀ, ସଂସ୍କୃତ ଶିକ୍ଷକ

ନିରାକାରପୁର,୧୭।୯(ମାନସ ଚନ୍ଦ୍ର ପଟ୍ଟନାୟକ) ବିଦ୍ୟାଳୟର ଉନ୍ନତୀକରଣ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହିତ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନା ସବୁ କେଉଁଠି ପହଞ୍ଚୁଛି ତ’ କେଉଁଠି ଅପହଞ୍ଚ । ଫଳରେ…

ଏନ୍‌ଏମ୍‌ଡିସିକୁ ଏଚ୍‌ଆର୍‌ ପ୍ରାକ୍ଟିସ ଆଓ୍ବାର୍ଡ

ଭୁବନେଶ୍ୱର,୧୭।୯: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ (ଆଓ୍ବାର୍ଡ) ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବାଙ୍ଗାଲୁରୁଠାରେ ଆୟୋଜିତ ୨୨ତମ ଏସିଆ ପାସିଫିକ ଏଚ୍‌ଆର୍‌ଏମ୍‌ କଂଗ୍ରେସ ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍‌ଏମ୍‌ଡିସିକୁ ‘ବେଷ୍ଟ ଅର୍ଗାନାଇଜେଶନ…

କମାଲ ଦେଖାଇଲେ କଳାହାଣ୍ଡି କଳାକାର

ଭବାନୀପାଟଣା,୧୭।୯(ଉତ୍ତମ କୁମାର ଦାଶ)ରାଜ୍ୟ ବାହାରେ କଳାହାଣ୍ଡିର କଳାକାରମାନଙ୍କ କମାଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର ନାଗପୁରଠାରେ ସଂସ୍କାର ଭାରତୀ ପକ୍ଷରୁ ‘କ୍ରାନ୍ତିଗାଥା’ ଶୀର୍ଷକରେ ଅଖିଳ ଭାରତୀୟ ବହୁଭାଷୀ ନାଟ୍ୟ ମହୋତ୍ସବରେ କଳାହାଣ୍ଡିର ନାଟକ ‘ରିନ୍ଦୋ-୧୮୫୫’ ମଞ୍ଚସ୍ଥ ହୋଇଯାଇଛି। ଓଡ଼ିଶାରୁ ମନୋନୀତ ଏକମାତ୍ର ନାଟକ…

ଶେଷ କିଷାନ ପାଇବେ ଭାରତ ଗୌରବ ସମ୍ମାନ

କଟକ,୧୭।୯: ଦୀର୍ଘ ୨୩ବର୍ଷ ଧରି ନିରନ୍ତର ଭାବେ ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଭାରତ ମସଲା କମ୍ପାନୀ ଆସନ୍ତା ଗଣେଶ ପୂଜାରେ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ପୂଜ୍ୟପୂଜା ପରମ୍ପରାକୁ ବଜାୟ ରଖି ଓଡ଼ିଶାର ନାମକୁ ବିଭିନ୍ନ କ୍ଷେତ୍ରରେ…

୫୦ ହଜାର ରୁଦ୍ରାକ୍ଷରେ ଗଜାନନ

ବାରିପଦା,୧୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ବାରିପଦା ସହରର ତୁଳସୀଚଉରାରେ ଫ୍ରେଣ୍ଡସ ୟୁନିୟନ କ୍ଲବ୍‌ର ସଦସ୍ୟମାନେ ଚଳିତ ବର୍ଷ ଗଣେଶ ପୂଜା ଧୁମଧାମରେ ପାଳନ କରୁଛନ୍ତି। ଚଳିତବର୍ଷ ୧୫ ଫୁଟର ଗଜାନନ ମୃଣ୍ମୟ ମୂର୍ତ୍ତି ହେଉଥିବା ବେଳେ ଏଥିରେ ୫୦ହଜାର ରୁଦ୍ରାକ୍ଷ ବ୍ୟବହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri