ଆଜି ହେଭିଓ୍ବେଟ ମୁକାବିଲା
ଧର୍ମଶାଳା, ୨୮।୧୦: ଦିନିକିଆ କ୍ରିକେଟ ବିଶ୍ୱକପରେ ଶନିବାର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ହେଭିଓ୍ବେଟ ମୁକାବିଲା ହେବ। ପ୍ରଥମ ଦୁଇ ମ୍ୟାଚ ହାରିବାପରେ ବିଜୟରେ ହ୍ୟାଟ୍ରିକ କରିଥିବା ଅଷ୍ଟ୍ରେଲିଆ ମୋମେଣ୍ଟମ ବଜାୟ ରଖିବା ଲକ୍ଷ୍ୟରେ ରହିଛି। ଅନ୍ୟପକ୍ଷରେ…
୫ମ ଥର ପାଇଁ କ୍ରୁଟ୍କୁ ‘ଉତ୍କର୍ଷ ପୁରସ୍କାର’
ଭୁବନେଶ୍ୱର, ୨୮।୧୦ (ବନ୍ଦନା ସେଠୀ): ୧୬ତମ ଅର୍ବାନ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଏବଂ ଏକ୍ସ୍ପୋରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ୨୦୨୩ ବର୍ଷ ପାଇଁ ଉତ୍କର୍ଷ ପୁରସ୍କାର ମିଳିବ। ଆସନ୍ତା ୨୯ ତାରିଖରେ କ୍ରୁଟ୍ର ଏମ୍ଡି ଅରୁଣ ବୋଥ୍ରା ଏହି…
କୁଆଁର ପୂନେଇଁ ଜହ୍ନ ଗୋ…
ଭୁବନେଶ୍ୱର,୨୮।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆକାଶର ଜହ୍ନ ସାଥେ କୁଆଁରୀ ମନର ଅସୁମାରୀ ଆଶାକୁ ନୃତ୍ୟରେ ରୂପାନ୍ତରିତ କରି ଅନୁଷ୍ଠିତ ହୋଇଯାଇଛି କୁମାର ଉତ୍ସବ। ଶୁକ୍ରବାର ନୃତ୍ୟାନୁଷ୍ଠାନ ନୃତ୍ୟାୟନ ପକ୍ଷରୁ ଭଞ୍ଜକଳା ମଣ୍ଡପରେ ୨ୟ କୁମାର ଉତ୍ସବ ପାଳନ କରାଯାଇଛି। ନୃତ୍ୟାଚର୍ଯ୍ୟ ଗୁରୁ ଦୁର୍ଗାଚରଣ…
୨ ସ୍ବର୍ଣ୍ଣ ଜିତିବାରେ ଶୀତଲ ପ୍ରଥମ ଭାରତୀୟ ମହିଳା
ହାଙ୍ଗ୍ଝୋ ୨୮ା୧୦: ଏସିଆନ ପାରା ଗେମ୍ସର ଗୋଟିଏ ସଂସ୍କରଣରେ ଦୁଇ ସ୍ବର୍ଣ୍ଣ ଜିତିବାରେ ସ୍ବଳ୍ପ ବୟସ୍କା ତୀରନ୍ଦାଜ ଶିତଲ ଦେବୀ ହେଉଛନ୍ତି ପ୍ରଥମ ଭାରତୀୟ। ଶୁକ୍ରବାର ସେ ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡରେରେ ସ୍ପର୍ଣ୍ଣ ଜିତିଥିବା ବେଳେ ଗୁରୁବାର ସେ କମ୍ପାଉଣ୍ଡ ମିକ୍ସଡ…
ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି
ପୁରୁଣା ଭୁବନେଶ୍ୱର,୨୮।୧୦(ସୁବାସ ଚନ୍ଦ୍ର ପ୍ରଧାନ): ଗତ ବୁଧବାରଠାରୁ ଉପବାସରେ ରହିଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଶୁକ୍ରବାର ସ୍ବାଭାବିକ ହୋଇଛି। ଅପରାହ୍ନ ୧ଟାରେ ମହାସ୍ନାନ ହୋଇଥିଲା। ଅପରାହ୍ନ ୧ଟା ୩୦ରେ ମଙ୍ଗଳଆଳତି, ଅବକାଶ, ଦର୍ଶନ ପରେ ରୋଷହୋମ କରାଯାଇଥିଲା। ଏହାପରେ ଅନ୍ୟାନ୍ୟ ନୀତି…
ଓଟିଟିରେ ତାରାଙ୍କ ଏଣ୍ଟ୍ରି
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାରା ସୁତାରିଆଙ୍କ ଆଗାମୀ ସର୍ଭାଇଭାଲ ଥ୍ରିଲର ଫିଲ୍ମ ‘ଅପୂର୍ବା’ର ଟେଲର ଗୁରୁବାର ରିଲିଜ୍ ହୋଇଯାଇଛି। ଏହି ଫିଲ୍ମ ଜରିଆରେ ତାରା ଓଟିଟିରେ ଏଣ୍ଟ୍ରି କରିବେ। ନିଖିଲ ନାଗେଶ ପଟ୍ଟଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ତାରା ବଞ୍ଚିବା ପାଇଁ…
ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା
ଭୁବନେଶ୍ୱର,୨୮ା୧୦(ଅସମାପିକା ସାହୁ): ୨୦୨୪ ସାଧାରଣ ନିର୍ବାଚନ ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଶୁକ୍ରବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଖବରଦାତା ସମ୍ମିଳନୀ ଜରିଆରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ…
୧୮ ବର୍ଷର ବିଦ୍ୟୁତ୍ ବିଲ୍ ୧୧ ଲକ୍ଷ ଟଙ୍କା
ଲଣ୍ଡନ: କିଛି ଜିନିଷକୁ ପ୍ରଥମ ଥର ବ୍ୟବହାର କରିବାବେଳେ ସେଥିରେ କିଛି ସୁବିଧା ମିଳିଥାଏ। ଯଦି ଲୋକେ ସେହି ସୁବିଧାକୁ ସବୁବେଳ ପାଇଁ ନେବାକୁ ଚାହିଁବେ, ତେବେ ତାହା ଅସୁବିଧାରେ ପରିଣତ ହୋଇଯିବ। ନିକଟରେ ଜଣେ ଦମ୍ପତିଙ୍କ ସହ ଏପରି ଏକ ଘଟଣା…
ରିଲାଏନ୍ସ ଜିଓର ଦ୍ୱିିତୀୟ ତ୍ରୈମାସରେ ୫୦୫୮କୋଟି ନିଟ୍ ଲାଭ
ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା) : ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ (ଆର୍ଜେଆଇଏଲ୍) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଜୁଲାଇ-ସେପ୍ଟେମ୍ବର ୨୦୨୩ ତ୍ରୈମାସରେ ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ର ନିଟ୍ ଲାଭ ଗତ ବର୍ଷ ସମାନ ତ୍ରୈମାସ…
ଏବେ ଦୁନିଆ ଦେଖିବ ବୋରିସ ଜନସନଙ୍କ ନୂଆ ଅବତାର
ଲଣ୍ଡନ,୨୮।୧୦: ବ୍ରିଟିଶର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ବର୍ତ୍ତମାନ ଟେଲିଭିଜନରେ ଉପସ୍ଥାପିକ ତଥା ଖବରଦାତା ଭୂମିକାରେ ନଜର ଆସିବେ। ସେ ପୂର୍ବରୁ ଡେଲି ମେଲ ଖବରକାଗଜରେ ସ୍ତମ୍ଭକାର ଭାବରେ କାର୍ଯ୍ୟ କରୁଛନ୍ତି। ବୋରିସ ଜନସନ ଶୁକ୍ରବାର ପ୍ରକାଶ କରିଛନ୍ତି ଯେ, ସେ…
ପୁରୀରେ ଖୋଲିଲା ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର
ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା): ପୁରୀ ଭିଆଇପି ରୋଡ୍ରେ ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର ଖୋଲାଯାଇଛି। ଏଲ୍ଜି ଇଲେକ୍ଟ୍ରୋନିକ୍ସ ରିଟେଲ ମାର୍କେଟିଂ ହେଡ୍ ମନୀଷ ଗୁପ୍ତା, ବିହାର ଓ ଓଡ଼ିଶା ରିଜିଓନାଲ ବିଜ୍ନେସ୍ ହେଡ୍ ଅଶେଷ ନନ୍ଦ, ବ୍ରାଞ୍ଚ ମ୍ୟାନେଜର ସନ୍ଦୀପ ପାତ୍ର ପ୍ରମୁଖ ଯୋଗଦେଇ…
ପୂଜାରେ ‘ସ୍ମାର୍ଟ ବଜାର ଚଲିଏ’ କ୍ୟାମ୍ପେନ୍
ଭୁବନେଶ୍ୱର,୨୮।୧୦, (ଅନୁରାଧା ମହାରଣା): ପୂଜା ବଜାରରେ କିଣାକିଣିରେ ଗ୍ରାହକଙ୍କୁ ସ୍ବତନ୍ତ୍ର ଅନୁଭୂତି ଦେବା ପାଇଁ ସ୍ମାର୍ଟ ବଜାର ପକ୍ଷରୁ ସ୍ବତନ୍ତ୍ର ଅଫର ଘୋଷଣା ହୋଇଛି। ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ସ୍ମାର୍ଟ ବଜାରର ବ୍ରାଣ୍ଡ ଆମ୍ବାସାଡାର ରହିଥିବାବେଳେ ବ୍ରାଣ୍ଡ କ୍ୟାମ୍ପେନ୍ ‘ସ୍ମାର୍ଟ ବଜାର…
Archives


