‘ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ ପଦକ ଉତ୍ସର୍ଗ’
ଚାଇନାର ହାଙ୍ଗ୍ଝୋରେ ଚାଲିଥିବା ଏସିଆନ ପାରା ଗେମ୍ସର ବ୍ୟାଡ୍ମିଣ୍ଟନ ଇଭେଣ୍ଟରେ ଗୋଟିଏ ସ୍ବର୍ଣ୍ଣ ପଦକ ସହ ମୋଟ ୩ଟି ପଦକ ଜିତି ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ । ବିଶେଷକରି ଗୋଟିଏ ସଂସ୍କରଣରେ ପ୍ରଥମଥର ୩ଟି…
ଶାହିଦ ଆଫ୍ରିଦି ମୋତେ ଧର୍ମ ପରିବର୍ତ୍ତନ କରିବାକୁ ବାଧ୍ୟ କରିଥିଲେ: ଦାନିଶ
ଇସଲାମାବାଦ,୨୭।୧୦: ପାକିସ୍ତାନର ପୂର୍ବତନ କ୍ରିକେଟର ଦାନିଶ କାନେରିଆ ଏକ ଚମକାଇବା ଭଳି ଖୁଲାସା କରିଛନ୍ତି। ଦଳର ଖେଳାଳିମାନେ ତାଙ୍କୁ ନିଜର ଧର୍ମ ପରିବର୍ତ୍ତନ କରିବା ଲାଗି ବାଧ୍ୟ କରିଥିବା ସେ କହିଛନ୍ତି। ଖେଳାଳିମାନଙ୍କ ମଧ୍ୟରେ ସର୍ବପ୍ରଥମେ ସେ ପୂର୍ବତନ ଅଧିନାୟକ ଶାହିଦ…
ରୋମାଞ୍ଚକର ମ୍ୟାଚ୍ରେ ପାକିସ୍ତାନକୁ ହରାଇଲା ଦକ୍ଷିଣ ଆଫ୍ରିକା
ଚେନ୍ନାଇ,୨୭।୧୦: ବିଶ୍ୱକପ୍ କ୍ରିକେଟ ୨୦୨୩ରେ ପାକିସ୍ତାନକୁ ପରାଜିତ କରିଛି ଦକ୍ଷିଣ ଆଫ୍ରିକା। ଚେନ୍ନାଇର ଏମ୍ଏ ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ବିଜୟ ଲାଗି ୨୭୧ ରନ୍ର ଟାର୍ଗେଟ ମିଳିଥିଲା। ଏହାକୁ ଦଳ ୪୭.୨ ଓଭରରେ ହାସଲ କରିନେଇଛି।…
ଶିକ୍ଷକଙ୍କ ବଦଳି ପାଇଁ ୨୯ରୁ ଆବେଦନ
ଭୁବନେଶ୍ୱର, ୨୭।୧୦(ଅସମାପିକା ସାହୁ): ଶିକ୍ଷକଙ୍କ ବଦଳି ପାଇଁ ରାଜ୍ୟ ସରକାର ନୂତନ ଗାଇଡ୍ଲାଇନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ଶିକ୍ଷକମାନେ ବଦଳି ପାଇଁ ଆବେଦନ କରିପାରିବେ।…
ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୨୭।୧୦: ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ବରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ…
ରେଳବାଇକୁ କାରଣ ଦର୍ଶାଅ ନୋଟିସ୍
ଯୋଡ଼ା,୨୭ା୧୦(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ବାମେବାରି ସେକ୍ସନ ଅନ୍ତର୍ଗତ ନୟାଗଡ଼ ବିଟ୍ ଅନ୍ତର୍ଗତ ପଳଶାଠାରେ ଟ୍ରେନ୍ ଧକ୍କାରେ ହାତୀ ମୃତ୍ୟୁ ଘଟଣାରେ ରେଳ ମନ୍ତ୍ରଣାଳୟକୁ ବନ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଘଟଣା ଘଟାଇଥିବା…
କମ୍ବଳରେ ମୁଁହ ଢାଙ୍କି ଶୋଇବା କ୍ଷତିକାରକ
ପର୍ଯ୍ୟାପ୍ତ ନିଦ ଶରୀର ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ଏହା ଦିନର ପରିଶ୍ରମକୁ ଲାଘବ କରିବା ସହ ଶରୀରକୁ ମଧ୍ୟ କିଛି ସମୟ ପାଇଁ ଆରାମ ମିଳିଥାଏ। ଶୋଇବା ସମୟରେ ନିଜର କର୍ମ୍ଫଟ ଅନୁସାରେ ଆପଣ ଶୋଇଥାନ୍ତି। ତେବେ ଶୀତଦିନେ…
ଶୌଚ ହେବା ପାଇଁ ଯାଇ ବଳାତ୍କାର ଶିକାର ହେଲେ ନାବାଳିକା
ରାଇରଙ୍ଗପୁର,୨୭ା୧୦(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ନାବାଳିକା ତାଙ୍କ ଘର ନିକଟସ୍ଥ ପଡ଼ିଆକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜନୈକ ଯୁବକ ଜବରଦସ୍ତ ବଳାତ୍କାର କରି ଘଟଣାସ୍ଥଳରୁ ଖସି ପଳାଇଥିଲେ।…
ଇଂଲଣ୍ଡ ବିପକ୍ଷରେ ବୋଲିଂ କରିବେ କି କୋହଲି !
ଲକ୍ଷ୍ନୌ,୨୭।୧୦: ଆଇସିସି ଦିନିକିଆ ବିଶ୍ୱକପ୍ ୨୦୨୩ର ପ୍ରଥମ ୫ ମ୍ୟାଚ୍ରେ ବିଜେତା ହୋଇଛି ଟିମ୍ ଇଣ୍ଡିଆ। ରବିବାର ଦଳ ଇଂଲଣ୍ଡ ବିପକ୍ଷରେ ଏହାର ୬ଷ୍ଠ ମ୍ୟାଚ୍ ଖେଳିବ। ଏହି ମ୍ୟାଚ୍ ପୂର୍ବରୁ ଭାରତୀୟ ଟିମ୍ ଲକ୍ଷ୍ନୌରେ ଅଭ୍ୟାସ କରିଛି, ଯେଉଁଥିରେ ଏକ…
ଠେଙ୍ଗାରେ ପିଟି ପୁଅକୁ ମାରିଦେଲେ
ଗୋପବନ୍ଧୁନଗର(ଶାନ୍ତନୁ କୁମାର ମଢୁଆଳ)/ଖୁଣ୍ଟା(ଦେବରଞ୍ଜନ ବେହେରା), ୨୭ା୧୦: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଡେଙ୍ଗାମସ୍ଥିତ ସିଦାମଡି ଗ୍ରାମରେ ପାରିବାରିକ କଳହରୁ ଏକ ହତ୍ୟାକାଣ୍ଡ ଘଟିଛି। ବାପାଙ୍କ ଠେଙ୍ଗା ମାଡରେ ପୁଅର ମୃତ୍ୟୁ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ…
୧୧ଲକ୍ଷର ଆସିଲା ଗ୍ୟାସ ବିଲ୍, ବିଲ୍ ଦେଖି ପରିବାର ଲୋକେ ହୋଇଗଲେ ତାଜୁବ
ଲାଇନ ବିଲ୍ ହେଉ କି ଗ୍ୟାସ ବିଲ୍। ମାସ ଶେଷବେଳକୁ ଗ୍ୟାସ ବିଲ୍ ଆସିଗଲେ ଟେନଶନ ଆସିଯାଏ। ଅଧିକ ଆସିଗଲେ ତ ଆହୁରି ଟେନଶନ ବଢିଯାଏ। ନିକଟରେ ଜଣେ ଦମ୍ପତିଙ୍କୁ ୧୧ଲକ୍ଷ ଟଙ୍କାର ଗ୍ୟାସ ବିଲ ମିଳିଛି। ଯାହାକୁ ଦେଖି ସେମାନେ…
ଶନିବାର ରୋଜଗାର ମେଳାରେ ୫୧ ହଜାର ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଅକ୍ଟୋବର ୨୮ତାରିଖ ଅପରାହ୍ନ ଗୋଟାଏ ସମୟରେ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ନିଜର ଅଭିଭାଷଣ ରଖିବେ। ଦେଶରେ ୩୭ଟି ସ୍ଥାନରେ…
Archives


