ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….
ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ କହିଛନ୍ତି, ଦେଶରେ ତିନି ତଲାକ୍ ପ୍ରଥା…
Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…
ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ, ବିସିସିଆଇ (BCCI) ଖେଳାଳିମାନଙ୍କୁ ନେଇ ଏକ ମଜାଦାର ଭିଡିଓ…
ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ
ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ଜାତୀୟ ଆବାହକ ଅରବିନ୍ଦ କେଜରିୱାଲ ‘ଗୋଆ ଫରୱାର୍ଡ ପାର୍ଟି’ (GFP) ସହିତ ମେଣ୍ଟ…
ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…
ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ବିଶ୍ୱ ମଞ୍ଚରେ ‘ଗ୍ଲୋବାଲ ସାଉଥ’ (Global South) ବା ବିକାଶଶୀଳ ଦେଶଗୁଡ଼ିକର ଭୂମିକାକୁ…
ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା
କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା…
ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ
ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି ମାସୁଦ ପେଜେଶକିଆନ ବିଭିନ୍ନ ସଂସ୍କୃତି ପ୍ରତି ସମ୍ମାନ ପ୍ରଦର୍ଶନ କରି ଏକ ଅନନ୍ୟ…
ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ
ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ବରକନ୍ଦ ପଞ୍ଚାୟତ ଅନ୍ତର୍ଗତ ଟିଆଁସି ଗ୍ରାମରେ। ସୂଚନାଯୋଗ୍ୟ…
ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….
ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଆୟୋଜନ କରିଥିବା ଏହି ରାତ୍ରୀ ଭୋଜନରେ ଇବ୍ରାହିମ ମହାନ…
ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…
ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ ପଣ୍ଡାଙ୍କ ଜରିଆରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମୁଖ୍ୟତଃ ସ୍ଥାନୀୟ ବଂଶଧାରା…
ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…
ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟ ଏକ ଆଲୋଚନାର ବିଷୟ…
ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…
ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି । ଏହି ଫଟୋ ସହ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସକୁ ନେଇ ସେ ନିଜ…
ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..
ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି । ନିକଟରେ ଆକାଶଙ୍କୁ ଦଳରୁ ବାହାର କରିଥିବା ମାୟାବତୀ କହିଛନ୍ତି, ତାଙ୍କ ସ୍ୱାସ୍ଥ୍ୟକୁ ନେଇ…

