ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ
ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗାଁଠାରୁ ୮୦୦ମିଟର ଦୂର ନାଳ ପାର ହୋଇ ପଞ୍ଚାୟତ…
ଏମିତି ଥିଲା ଗାଁ
ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ। ମାନେ ଭଲମନ୍ଦ, ସୁଖଦୁଃଖ, ସବୁଥିରେ ମିଳିମିଶି ସହଭାଗୀ ହେଉଥିବା ପବିତ୍ର ସ୍ଥାନ ହେଉଛି…
କୃଷି ରପ୍ତାନିର ନୂତନ ଆଶା
ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ ସୃଷ୍ଟିକରେ। ହାଇଟେକ ବା ଅତ୍ୟାଧୁନିକ କୃଷିରେ ସୁରକ୍ଷିତ ଚାଷ ( ପଲି ହାଉସ,…
ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ
ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି। ପଦ୍ମପୁରରୁ ଲଖନା ୯୭ କିଲୋମିଟର ବ୍ୟାପି ଏହି ଗନ୍ଧମାର୍ଦ୍ଦନ ପର୍ବତରେ ପ୍ରାୟ ୪୦୦…
ବଡ଼ ଖବର: ରାଜ୍ୟରେ ବଢିବ ବିଜୁଳି ଦର? ଜାଣନ୍ତୁ କ’ଣ କହିଲେ…
ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି)ଙ୍କ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଘରୋଇ ତଥା ଖୁଚୁରା ଉପଭୋକ୍ତାଙ୍କ ବିଦ୍ୟୁତ୍ ଟାରିଫ୍ ବୃଦ୍ଧି କରାଯିବ ନାହିଁ ବୋଲି ଓଇଆର୍ସି ପରିସରରେ…
ଯୁଦ୍ଧ ପ୍ରଭାବ: ବଢ଼ିପାରେ ମଦ, ବିୟର ମୂଲ୍ୟ
ନୂଆଦିଲ୍ଲୀ,୨୫ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ଓ ଗ୍ୟାସ୍ ଆମଦାନୀ ବାଧାପ୍ରାପ୍ତ ହୋଇଥିବାରୁ ଭାରତରେ ଖାଉଟିଙ୍କ ଠାରୁ ଆରମ୍ଭ କରି ଶିଳ୍ପକ୍ଷେତ୍ର ପର୍ଯ୍ୟନ୍ତ ସମସ୍ୟା ବଢିବାରେ ଲାଗିଛି। ଗ୍ୟାସ୍ ଏବଂ ପେଟ୍ରୋଲିୟମଜାତ ସାମଗ୍ରୀ ଉପରେ ନିର୍ଭର କରୁଥିବା ଅଧିକାଂଶ ଶିଳ୍ପାନୁଷ୍ଠାନ ବନ୍ଦ…
କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ
ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…
ମିଳୁନି ଗ୍ୟାସ୍ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ
ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି ହୋଟେଲ ଏବଂ ଉଠାଦୋକାନୀଙ୍କ ଉପରେ ପଡିଛି। ସିଲିଣ୍ଡର ମିଳୁ ନ ଥିବା ଏବଂ…
ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ
ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨ ବର୍ଷର ପିଲାକୁ ଠିକଣା ପଚାରିବା ଆଳରେ ଅପହରଣ କରିବାକୁ ଜଣେ ଅଜଣା ବ୍ୟକ୍ତି…
୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…
ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ ହେବା ପରଠାରୁ, ଏହା ସର୍ବକାଳୀନ ରେକର୍ଡରୁ ଶୀର୍ଷ ପ୍ରାୟ ୨୦% ହ୍ରାସ ପାଇଛି।…
ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…
ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ ବର୍ତ୍ତମାନ ଭାରତ ଅଭିମୁଖେ ଯାତ୍ରା କରୁଛି। ସୂଚନା ଅନୁଯାୟୀ, ଏହି ଜାହାଜଗୁଡ଼ିକ ମୋଟ…
ଆଇପିଏଲ୍ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ
ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ତାଙ୍କୁ ୨ କୋଟି ଟଙ୍କାରେ ଦିଲ୍ଲୀ କ୍ୟାପିଟାଲ୍ସ କିଣିଥିଲା। ହେଲେ ଦିଲ୍ଲୀ…
Archives


