ଷ୍ଟେନ୍ଲେସ୍ ଷ୍ଟିଲ୍ ଶିଳ୍ପ ବୃଦ୍ଧିକୁ ଗୁରୁତ୍ୱ
ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ମୁମ୍ବାଇଠାରେ ଆୟୋଜିତ ଗ୍ଲୋବାଲ ଷ୍ଟେନ୍ଲେସ୍-ଷ୍ଟିଲ୍ ଏକ୍ସପୋ-୨୦୨୩ (ଜିଏସ୍ଏସ୍ଇ୨୦୨୩)ର ଉଦ୍ଘାଟନ ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା ସରକାରଙ୍କ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଏକ ମହତ୍ତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ବିଶେଷକରି ରାଜ୍ୟ ମଧ୍ୟରେ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୧୬।୯: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର…
ଜିଓ ଟ୍ରୁ ୫ଜିର କ୍ୟାମ୍ପସ ଅଭିଯାନ
ଭୁବନେଶ୍ୱର,୧୬।୯ : ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ଟ୍ରଷ୍ଟ ଫଣ୍ଡ କଲେଜ (ବରଗଡ), ତାଳଚେର ଅଟୋନମସ କଲେଜ (ତାଳଚେର), ବିନାୟକ ଆଚାର୍ଯ୍ୟ କଲେଜ (ବହ୍ମପୁର) ଏବଂ ଦେବରାୟ ନୟାପଲ୍ଲୀ କଲେଜ (ଭୁବନେଶ୍ୱର) ଆନୁଷ୍ଠାନିକ ଭାବେ ରିଲାଏନ୍ସ ଜିଓର ଜିଓ ଟ୍ରୁ ୫ଜି କ୍ୟାମ୍ପସ…
କ୍ରମ୍ପଟନ୍ର ନୂତନ ଉତ୍ପାଦ
ଭୁବନେଶ୍ୱର,୧୬।୯: କ୍ରମ୍ପଟନ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ୍ର ନୂତନ ଉତ୍ପାଦକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି କମ୍ପାନୀର ଗ୍ରାଇଣ୍ଡିଂରେ ଆଶ୍ୱସ୍ତ ଦେଉଥିବା ପାୱାର ଟ୍ରେନ୍ ମଟରଚାଳିତ ଡୁରୋ ଇଲାଇଟ ପ୍ଲସ୍, ଡୁରୋ ରୟାଲ, ବୋଲ୍ଟମିକ୍ସ ପ୍ରୋ , ବୋଲ୍ଟମିକ୍ସ କୁଲକୁ…
ୟୁଏଆଇଏଲ୍ର ପ୍ରୋଜେକ୍ଟ ‘କୁଶଳୀ’
ଭୁବନେଶ୍ୱର,୧୬।୯: ଆଦିତ୍ୟ ବିର୍ଲା ଗ୍ରୁପ୍ର ସହଯୋଗୀ ସଂସ୍ଥା ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍ (ୟୁଏଆଇଏଲ୍)ର ପ୍ରୋଜେକ୍ଟ ‘କୁଶଳୀ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମେସର୍ସ ଗଣେଶ ଡ୍ରାଇଭିଂ ଟ୍ରେନିଂ ସ୍କୁଲ ସହଯୋଗରେ ଉକ୍ତ ପ୍ରକଳ୍ପ ଆରମ୍ଭ ହୋଇଛି। ବିଶେଷକରି ଗ୍ରାମାଞ୍ଚଳରେ ଯୁବବର୍ଗଙ୍କ…
୮୦ ବର୍ଷ ପରେ ମାଲ୍ଟାରେ ମିଳିଲା ଆମେରିକା ବାୟୁସେନା ଯବାନଙ୍କ ମୃତ ଶରୀର, ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଯୁଦ୍ଧ ବିମାନ
ମାଲ୍ଟା,୧୬।୯: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଆମେରିକୀୟ ଯୁଦ୍ଧ ବିମାନ ଏବଂ ଆମେରିକା ବାୟୁସେନାର ଅବଶିଷ୍ଟାଂଶ ୟୁରୋପୀୟ ଦେଶ ମାଲ୍ଟାରେ ମିଳିଛି। ୮୦ ବର୍ଷ ପରେ ଭୂମଧ୍ୟସାଗରରେ ଏହି ଅବଶିଷ୍ଟାଂଶ ମିଳିଛି। ଏହି ଦୁର୍ଘଟଣାରେ ସମ୍ପୃକ୍ତ ପାଇଲଟ ୧୯୪୩ ପରଠାରୁ…
ଓଜୋନ ରହିଲେ ଜୀବନ ରହିବ
‘ଓଜନ’ ଓ ‘ଓଜୋନ’ – ଏହି ଶବ୍ଦ ଦୁଇଟା ପରସ୍ପରଠାରୁ ସମ୍ପୂର୍ଣ୍ଣ ଅଲଗା। ‘ଓଜନ’ କହିଲେ ମାପକୁ ବୁଝାଏ, କିନ୍ତୁ ‘ଓଜୋନ’ ହେଉଛି ବାଷ୍ପ, ଯେଉଁ ବାଷ୍ପ ବାୟୁମଣ୍ଡଳରେ ରହି ଆମ ଜୀବନକୁ ରକ୍ଷା କରୁଛି। ଆମେ ବଞ୍ଚତ୍ବା ପାଇଁ ଅମ୍ଳଜାନ…
ଓଡ଼ିଶାର ବୃହତ୍ ବିଜୟ
ଭୁବନେଶ୍ୱର, ୧୬ା୯(ବିଜୟ ରଣା): କର୍ନାଟକର ବେଲ୍ଗାଁଓଠାରେ ଅନୁଷ୍ଠିତ ଜାତୀୟ ସବ୍ ଜୁନିୟର ବାଳିକା ଫୁଟ୍ବଲ ୨୦୨୩-୨୪ (ଟିଅର୍-୨ ଗ୍ରୁପ୍ ପର୍ଯ୍ୟାୟ)ର ଏକ ମ୍ୟାଚରେ ଓଡ଼ିଶା ୮-୦ ଗୋଲ୍ରେ ଚଣ୍ଡିଗଡ଼କୁ ପରାସ୍ତ କରି ବିପୁଳ ବିଜୟ ହାସଲ କରିଛି। ଦଳ ପକ୍ଷରୁ ରୀତୁ…
୧୯୭୯: ଓ୍ବେଷ୍ଟଇଣ୍ଡିଜ ଟାଇଟଲ ବଜାୟ ରଖିଲା
ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ୍ର ଦ୍ୱିତୀୟ ସଂସ୍କରଣ ସେହି ଇଂଲଣ୍ଡରେ ୧୯୭୯ରେ ଅନୁଷ୍ଠିତ ହୋଇଥିଲା। ୯ରୁ ୨୩ ଜୁନ୍ ପର୍ଯ୍ୟନ୍ତ ଅନୁଷ୍ଠିତ ପ୍ରୁଡେନ୍ସିଆଲ୍ କପ୍ରେ ଓ୍ବେଷ୍ଟଇଣ୍ଡିଜ ଆଧିପତ୍ୟ ବଜାୟ ରଖି ପୁଣି ଟାଇଟଲ ହାସଲ କରିଥିଲା। ପ୍ରତିଯୋଗିତାର ପ୍ରଥମ ଦୁଇ ସଂସ୍କରଣରେ…
କୋଝିକୋଡରେ ନିପା ଭାଇରସ ଆତଙ୍କ, ଏକ ସପ୍ତାହ ପାଇଁ ସ୍କୁଲ,କଲେଜ ବନ୍ଦ
ଥିରୁଭାନନ୍ତପୁରମ୍,୧୬।୯: କେରଳର କୋଝିକୋଡରେ ନିପା ଭାଇରସ ମାମଲା ବୃଦ୍ଧି ପାଇବା ଦିନଠାରୁ ଭୟର ବାତାବରଣ ରହିଛି। ନିପା ଭାଇରସକୁ ଦୃଷ୍ଟିରେ ରଖି କୋଝିକୋଡରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ରବିବାର ଅର୍ଥାତ୍ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ବନ୍ଦ ରହିଛି। ଏଥିରେ ବିଦ୍ୟାଳୟ,…
ରାହୁଲ ନବୀନଙ୍କୁ ଇଡି ମୁଖ୍ୟ ଦାୟିତ୍ୱ
ନୂଆଦିଲ୍ଲୀ,୧୬ା୯: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଛି। ଏଥିସହ ୧୯୯୩ ବ୍ୟାଚ୍ ଭାରତୀୟ ରାଜସ୍ବ ସେବା (ଆଇଆର୍ଏସ୍) ଅଧିକାରୀ ରାହୁଲ ନବୀନଙ୍କୁ ଇଡି ମୁଖ୍ୟ ଦାୟିତ୍ୱ ଦିଆଯାଇଛି। ଏକ ସରକାରୀ ନିର୍ଦ୍ଦେଶନାମା ଅନୁସାରେ ଇଡିର ଜଣେ…
୨ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଲେ ଏନ୍ଆଇଏ କୋର୍ଟ
ନୂଆଦିଲ୍ଲୀ,୧୬ା୯: ଉତ୍ତର ପ୍ରଦେଶର ଜଣେ ଅବସରପ୍ରାପ୍ତ ସ୍କୁଲ ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଶୁକ୍ରବାର ଲକ୍ଷ୍ନୌସ୍ଥିତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)ର ଏକ ସ୍ବତନ୍ତ୍ର ଅଦାଲତ ୨ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। କାନପୁର ବାସିନ୍ଦା ତଥା ଆତଙ୍କବାଦୀ ସଙ୍ଗଠନ ଇସ୍ଲାମିକ୍…
Archives


