ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…
ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ ହେବାକୁ ଯାଉଛି । ଯାହା ଅନେକ ରାଶିର ଲୋକଙ୍କୁ ମାଲାମାଲ ଓ ଧନବାନ ବନେଇବାର…
ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍: କହିଲେ…
ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ ଅବହେଳିତ ଥିବା ଅନୁଭବ ହୋଇଛି। ବିଜେଡିର ଅନେକ ନେତୃତ୍ୱ ମଧ୍ୟ ଏହି ଭଳି ସ୍ଥିତିରେ…
ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ
ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ହର୍ପିକସ୍ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ଶମ୍ଭୁର ମୃତ୍ୟୁ ଘଟିଛି ବୋଲି ବନ…
ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି
କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାରର ଆବଶ୍ୟକୀୟ ମରାମତି…
ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍ ନିଆଁ ଜଳିବ: ପ୍ରଦୀପ ମାଝୀ
ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି। ଏହି ଆନ୍ଦୋଳନ ୭ ଦିନ ଧରି ଚାଲିବ ବୋଲି ମହାସଂଘ ଚେତାବନୀ ଦେଇଛି। ଦୁଇ…
ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ
ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଧ୍ୟ ଯୋଗଦାନ କରିବେ ବୋଲି…
ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ। ଯଦି ଆପଣ 1 କୋଟିର ଏକ ଅବସର ପାଣ୍ଠି ଗଠନ କରିବାର ସୱପ୍ନ ଦେଖନ୍ତି,…
ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…
ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି। ଅନ୍ୟପକ୍ଷେ, ଏହି ବୈଠକ କାହାପାଇଁ ବସିଛି। କେଉଁ ବିଷୟରେ ଆଲୋଚନା…
ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…
ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି ଶୁଳିଆ ଯାତ୍ରା। ଏହି ଯାତ୍ରାରେ ବିଭୁକୃପା ଲାଭ କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼…
ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…
ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗୁରୁତର ଆହତ ହୋଇଛନ୍ତି। ଜାନୁଆରୀ ୩ରେ ହେବାକୁ ଥିବା…
କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍କା: ଆଉ ଦେଖିପାରିବେନି…
ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳିବାର ଦେଖାଯିବେ ନାହିଁ। ସୁରକ୍ଷା ଦୃଷ୍ଟିରୁ ବେଙ୍ଗାଲୁରୁର ସମସ୍ତ ବିଜୟ ହଜାରେ ଟ୍ରଫି…
ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…
ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ସାମିଲ ହୋଇଛନ୍ତି। ନିକଟରେ ମୋକିମ ନିଜର ବିବାଦୀୟ ମନ୍ତବ୍ୟ ପାଇଁ କଂଗ୍ରେସ ଦଳ…
Archives


