Home Left

୩ ମାସ ପରେ ଫେରିଲେ, ହେଲେ ୧୨ ବଲ୍‌ରେ ଖେଳ ଶେଷ

ନୂଆଦିଲ୍ଲୀ,୨୮।୨: ଯୁବ ଉଇକେଟକିପର-ବ୍ୟାଟ୍ସମ୍ୟାନ୍‌ ଈଶାନ କିଷନ ଗତ କିଛିଦିନ ଧରି ଚର୍ଚ୍ଚାରେ ରହିଛନ୍ତି। ଏହାର କାରଣ ହେଉଛି ସେ ଦକ୍ଷିଣ ଆଫ୍ରିକା ଗସ୍ତକୁ ଅଧାରେ ଛାଡ଼ି ଚାଲିଆସିଥିଲେ। ଏହାପରେ ସେ ଟିମ୍‌ ମ୍ୟାନେଜମେଣ୍ଟକୁ ମେଣ୍ଟାଲ ବ୍ରେକ୍‌ ମାଗିଥିଲେ। ଲଗାତର ଭାବେ ସୁଯୋଗ…

ତତଲାଗଡ଼ ଟିଟିଲାଗଡ଼ରେ ନିର୍ବାଚନୀ ତାତି: ଟୁକୁନୀ-ନବୀନ ଟକ୍କର ଚର୍ଚ୍ଚା

ବଲାଙ୍ଗୀର,୨୮।୨(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଗ୍ରୀଷ୍ମ ତାତି ଅନୁଭୂତ ହେଉଥିବାରୁ ଟିଟିଲାଗଡ଼କୁ ଲୋକେ ତତଲାଗଡ଼ କହିଥାଆନ୍ତି। ସେଭଳି ଖରା ଆସି ନ ଥିଲେ ମଧ୍ୟ ଏବେ ନିର୍ବାଚନୀ ତାତି ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ଦେଖିବାକୁ ମିଳିଲାଣି। ୨୦୧୪ ମସିହାରେ ବିଜେଡି ଯୁବନେତା…

ଆଇସିୟୁରେ ଭର୍ତ୍ତି ହୋଇଥିବା ମହିଳା ରୋଗୀଙ୍କୁ ବଳାତ୍କାର କଲେ ନର୍ସ, ପ୍ରତିବାଦ କରିବାରୁ…

ଅଲୱର,୨୮।୨: ରାଜସ୍ଥାନର ଅଲୱାରର ଶିବାଜୀ ପାର୍କ ଥାନା ଅଞ୍ଚଳରେ ଥିବା ହରିଶ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ୨୪ ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର କରି ଜଣେ ପୁରୁଷ ନର୍ସଙ୍କ ଗିରଫ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ପୀଡିତା ଅଭିଯୋଗ କରିଛନ୍ତି ଯେ,…

କ୍ରିକେଟ ପାଇଁ ବୃହତ୍‌ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ଅନିଲ ଦାସ): ଓଡ଼ିଶା କ୍ରିକେଟ ଖେଳ ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡ଼ିହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ ଘୋଷଣା କରିବା ସହ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ କ୍ରିକେଟ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି…

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନ

ନୂଆଦିଲ୍ଲୀ,୨୮।୨: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କର ବୁଧବାର ପରଲୋକ ଘଟିଛି। ବୁଧବାର ସକାଳେ ଚେନ୍ନାଇର ରାଜୀବ ଗାନ୍ଧୀ ଜେନେରାଲ ହସ୍ପିଟାଲରେ ସନ୍ଥନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଡାକ୍ତରଖାନା ଅଧିକାରୀ କହିଛନ୍ତି ଯେ, ସାନ୍ତନଙ୍କ ସକାଳ ୭:୫୦ରେ ମୃତ୍ୟୁ…

ଶିମିଳିପାଳରେ ଛଡ଼ାଯିବ ବାହାର ବାଘୁଣୀ

ଭୁବନେଶ୍ୱର, ୨୮।୨(ଅସମାପିକା ସାହୁ): ଶିମିଳିପାଳରେ ଏବେ କଳା ବାଘ ବଂଶ ବୃଦ୍ଧି ପାଉଛି। ଯଦିଓ ଏହିଭଳି କଳାବାଘ କେବଳ ଶିମିଳିପାଳରେ ଦେଖାଯାଉଥିବାରୁ ବନ ବିଭାଗ ଖୁସି ହେଉଛି, ତଥାପି ଏହାର ସଂଖ୍ୟା ବଢ଼ୁଥିବାରୁ ଚିନ୍ତା ମଧ୍ୟ ଘାରୁଛି। ତେଣୁ ଏହାର ସମାଧାନ…

୩ୟ ଥର ପାଇଁ ବାପା ହେଲେ ନ୍ୟୁଜିଲ୍ୟାଣ୍ଡର କ୍ରିକେଟର ୱିଲିୟମସନ

ନୂଆଦିଲ୍ଲୀ,୨୮।୨: ନ୍ୟୁଜିଲ୍ୟାଣ୍ଡର ତାରକା କ୍ରିକେଟର କେନ ୱିଲିୟମସନ ତୃତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ପତ୍ନୀ ସାରା ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ୱିଲିୟମସନ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକମାନଙ୍କୁ ଏହି ସୂଚନା ଦେଇଛନ୍ତି। ସେ ତାଙ୍କ ପତ୍ନୀ…

ପଡ଼ିଆରେ ଆରସିବି ଖେଳାଳିଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ, ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୮।୨: ମହିଳା ପ୍ରିମିୟର ଲିଗ୍‌ ୨୦୨୪ର ୫ମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଗୁଜରାଟ ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ବାଙ୍ଗାଲୋର ଏହି ମ୍ୟାଚରେ ୫ ଉଇକେଟ୍‌ରେ ଜିତିଛି। ଏହି ମ୍ୟାଚ ସମୟରେ ଏକ ଆକର୍ଷଣୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଆରସିବି…

କୋହଲିଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ‘ଅକାୟ’ଙ୍କ ଡେବ୍ୟୁ ଦାବି କଲେ ପ୍ରଶଂସକ, ଭାଇରାଲ ହେଉଛି ପୋଷ୍ଟର

ନୂଆଦିଲ୍ଲୀ,୨୮।୨: ଭାରତୀୟ ଖେଳାଳି ବିରାଟ କୋହଲି ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି, ଯାହା ବିଷୟରେ ସେ ଫେବୃଆରୀ ୨୦ରେ ସୂଚନା ଦେଇଥିଲେ। କୋହଲିଙ୍କ ଘରେ ଏକ ଶିଶୁପୁତ୍ର ଜନ୍ମ ହୋଇଛି। ଯାହାର ନାମ ସେ ‘ଅକାୟ’ ରଖିଛନ୍ତି । ବର୍ତ୍ତମାନ…

ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ନୂଆଦିଲ୍ଲୀ,୨୮ା୨: ରଣଜୀ ଟ୍ରଫି ୨୦୨୪ର ସେମିଫାଇନାଲ ଲାଇନଅପ୍‌ ଚୂଡାନ୍ତ ହୋଇଛି। ମାର୍ଚ୍ଚ ୨ ତାରିଖରେ ବିଦର୍ଭ ଓ ମଧ୍ୟପ୍ରଦେଶ ମଧ୍ୟରେ ପ୍ରଥମ ସେମିଫାଇନାଲ ଓ ମୁମ୍ବାଇ ଓ ତାମିଲନାଡୁ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। କ୍ୱାର୍ଟର ଫାଇନାଲରେ ବିଦର୍ଭ ୧୨୭ ରନ୍‌ରେ…

ହକି ଇଣ୍ଡିଆ ସିଇଓଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮ା୨(ପି.ଟି.): ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲେନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିଛନ୍ତି। ହକି ଇଣ୍ଡିଆ ପକ୍ଷରୁ ତାଙ୍କର ବେତନ ଦିଆଯାଇ ନ ଥିବା ଅଭିଯୋଗ କରିବା ସହ ସେ ନିଜ ପଦରୁ ଓହରି ଯାଇଛନ୍ତି। ୪୯ ବର୍ଷୀୟ…

‘ଓଡ଼ିଶାରୁ ବାହାରିବେ ନୂତନ କ୍ରୀଡ଼ା ପ୍ରତିଭା’

କଟକ, ୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ): ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ ଏବଂ ନବୀକରଣ ପାଇଁ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ଅବସରରେ ବାରବାଟୀ ଷ୍ଟାଡିୟମ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ଅତିଥି ଭାବେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?