ଦ୍ୱିତୀୟ ବିବାହ କଲେ ରାପର୍ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ
ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼ ଖବର ସମ୍ପ୍ରତି ସାମ୍ନାକୁ ଆସିଛି: ତାଙ୍କ ପ୍ରଥମ ପତ୍ନୀ ଜାସ୍ମିନ ମାସିହଙ୍କୁ ଛାଡପତ୍ର…
ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍
ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ RR ଫ୍ରାଞ୍ଚାଇଜକୁ କିଣିଛି। କାଲ ସୋମାନୀଙ୍କ ପାଖରେ IntraEdge, Academian, ଏବଂ Truyo.AI…
ଇଂଲଣ୍ଡର ମୁଖ୍ୟ କୋଚ୍ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ
ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ବେନ ଷ୍ଟୋକ୍ସ…
ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…
ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ତେବେ ତାଙ୍କୁ ଧରାଇ ଦେବା ପାଇଁ ୫୫ ଲକ୍ଷର ପୁରସ୍କାର…
ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ
ଓ୍ବାଶିଂଟନ୍,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ ହେଉଛି ଦୁଇଟି ମୁସଲିମ ଦେଶ ଏବେ ଗୋଟିଏ ମୁସଲିମ ଦେଶ ବିରୁଦ୍ଧରେ ଠିଆ…
ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!
ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ ଏକ ସଂଘର୍ଷପୂର୍ଣ୍ଣ ସମୟ ଗତ 50 ବର୍ଷର ରେକର୍ଡ ଭାଙ୍ଗି ଦେଇଛି। ପରିସଂଖ୍ୟାନ…
ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …
ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ ବୁରୂଜା ଗ୍ରାମ ଘଞ୍ଚ ଜଙ୍ଗଲ ମଧ୍ୟରୁ ଜବତ…
ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…
ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ । ଜିଆରପି ପୋଲିସ ସେମାନଙ୍କ ଠାରୁ ୧୨କିଲୋ ୫୦୦ ଗ୍ରାମ ଗଞ୍ଜେଇ ସହ ନଗଦ…
ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!
ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ କରିଛନ୍ତି। ସୂଚନା ଯୋଗ୍ୟ, ସୋମବାର କଟକ ମହାନଗର ବିଜୁ ଜନତା ଦଳ ପକ୍ଷରୁ…
ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…
ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା ସଙ୍କଟ ସମ୍ପର୍କରେ ସୋମବାର ଲୋକ ସଭାରେ ଭାଷଣ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….
ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ । ଗତ ୧୭ ତାରିଖ ପୁର୍ବାହ୍ନ ପ୍ରାୟ ୧୦…
ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..
ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ ରିଫଣ୍ଡ ପାଇବେ ନାହିଁ । ବରଂ ରିଫଣ୍ଡ ସମୟକୁ ଆଧାର କରି ରିଫଣ୍ଡ…
Archives


