ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..
ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ ରିଫଣ୍ଡ ପାଇବେ ନାହିଁ । ବରଂ ରିଫଣ୍ଡ ସମୟକୁ ଆଧାର କରି ରିଫଣ୍ଡ…
ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ
ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା ଆରମ୍ଭ କରିଛନ୍ତି। ଇରାନ ସହିତ ଯୁଦ୍ଧ ସମ୍ପର୍କରେ ତାଙ୍କର ବକ୍ତବ୍ୟ ଏବେ ପରିବର୍ତ୍ତନ…
ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …
ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍ ଉଦୟଗିରୀ ଏସଡିପିଓ ରାକେଶ କୁମାର ସାହଙ୍କ ନିର୍ଦ୍ଦେଶରେ ଗଞ୍ଜେଇ ମୁକ୍ତ ଅଭିଯାନ ଚାଲିଛି। ମୋହନା ଥାନା ଓ…
ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…
ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି ଧର୍ମ ପାଳନ କରୁଥିବା ବ୍ୟକ୍ତି ଅନୁସୂଚିତ ଜାତିର ସଦସ୍ୟ ହୋଇପାରିବେ ନାହିଁ। କୋର୍ଟ…
ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦଳର ଦ୍ରୁତ ବୋଲର ୟଶ ଦୟାଲ…
ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍ ମାଓବାଦୀ ନେତା…
ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା
ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା ଗର୍ଭବତୀ ହେବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।ସେହି ଗ୍ରାମର ଜଣେ…
ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ
ଓ୍ବାଶିଂଟନ୍,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଯୁଦ୍ଧ…
IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…
ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର ଉଲ୍ଲେଖିତ ଉଦ୍ଦେଶ୍ୟ ହେଉଛି ଟୁର୍ଣ୍ଣାମେଣ୍ଟ ମଧ୍ୟରେ ଶୃଙ୍ଖଳା ବୃଦ୍ଧି କରିବା, ଦଳର ପରିବେଶକୁ…
୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍
ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ ହେବା ଦ୍ୱାରା ଦେଶର ଗ୍ୟାସ ଷ୍ଟକ ଉପରେ ଯଥେଷ୍ଟ ଚାପ ପଡ଼ିଛି। ଏହି…
ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….
ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୋମବାର ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମୃତ…
ଷ୍ଟାର୍କଙ୍କୁ ମିଳୁନି ଏନ୍ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ
ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍ ପୂର୍ୱରୁ ଷ୍ଟାର୍କ ଉପଲବ୍ଧ ହେବେ ବୋଲି ଫ୍ରାଞ୍ଚାଇଜ ପକ୍ଷରୁ ଆଶା ପ୍ରକଟ କରାଯାଇଛି।…
Archives


