ମାଲ୍ବାହୀ ଟ୍ରେନ୍ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ଚାଲିଗଲା ଜୀବନ
କୋରେଇ,୨୧ା୧୦(ଚନ୍ଦ୍ରକାନ୍ତ ପତି): ମାଲ୍ବାହୀ ଟ୍ରେନ୍ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ବୈତରଣୀ ରୋଡ୍ ରେଲୱେ ଷ୍ଟେଶନରେ ଏହି ଘଟଣା ଘଟିଛି। ମୃତକ ହେଲେ ବରୁଣ୍ଡେଇ ଗ୍ରାମର ଆଶୁତୋଷ ସିହ୍ନା(୭୦) ଓ ତାଙ୍କ ସ୍ତ୍ରୀ…
ଜେଲରୁ ମୁକୁଳିଲେ ପାନ୍ଧେର
ନୋଏଡ଼ା,୨୧ା୧୦: ୨୦୦୬ର ସମ୍ବେଦନଶୀଳ ନିଠାରି ସିରିଏଲ୍ ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ମନିନ୍ଦର ସିଂ ପାନ୍ଧେର୍ ଶୁକ୍ରବାର ଗ୍ରେଟର ନୋଏଡ଼ାର ଲୁକ୍ସାର ଜେଲ୍ରୁ ମୁକୁଳିଛନ୍ତି। ନିଠାରି ମାମଲାରେ ଆବଶ୍ୟକ ତଥ୍ୟ ପ୍ରମାଣ ଅଭାବରୁ ଆଲ୍ଲାହାବାଦ ହାଇକୋର୍ଟ ପାନ୍ଧେର ଓ…
ମହୁଆଙ୍କୁ ସମନ କରିବ ଏଥିକ୍ସ କମିଟି
ନୂଆଦିଲ୍ଲୀ,୨୧।୧୦: ପାର୍ଲାମେଣ୍ଟରେ ପ୍ରଶ୍ନ କରିବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପି ମହୁଆ ମୋଇତ୍ରଙ୍କ ବିରୋଧରେ ବ୍ୟବସାୟୀ ଦର୍ଶନ ହୀରାନନ୍ଦନୀଙ୍କ ସତ୍ୟପାଠ ଆମେ ପାଇଛୁ ବୋଲି ଲୋକ ସଭା ଏଥିକ୍ସ କମିଟି ଅଧ୍ୟକ୍ଷ ବିନୋଦ ସୋଙ୍କର ଶୁକ୍ରବାର କହିଛନ୍ତି।…
ନଭେମ୍ବର ପହିଲାରୁ ଗହୀରମଥାରେ କଟକଣା
କେନ୍ଦ୍ରାପଡ଼ା,୨୧ା୧୦(ଜଗନ୍ନାଥ ଧଳ): ଆଗାମୀ କିଛିଦିନ ମଧ୍ୟରେ ବିରଳ ଅଲିଭ ରିଡ୍ଲେ କଇଁଛ ବିଶ୍ୱପ୍ରସିଦ୍ଧ ଗହୀରମଥାରେ ଚଳପ୍ରଚଳ ହେବେ। ଅନୁକୂଳ ପାଗ ଓ ପରିବେଶ ଥିଲେ ଏହି ପ୍ରଜନନସ୍ଥଳ ଲକ୍ଷ ଲକ୍ଷ ଶାବକରେ ପରିପୂର୍ଣ୍ଣ ହେବ। ବିରଳ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାର…
ପ୍ରତିରୋଧ ଶକ୍ତି ବଢ଼ାଇବ କୋରାପୁଟ ଔଷଧୀୟ ଧାନ
କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟର ଆଦିବାସୀମାନେ ଚାଷ କରୁଥିବା ପାରମ୍ପରିକ ଔଷଧୀୟ ଧାନ ପୁଷ୍ଟିର ସୁରକ୍ଷା ଦେବ। ରୋଗ ପ୍ରତିରୋଧକ ଶକ୍ତି ବଢାଇବ ବୋଲି କହିଛନ୍ତି ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ପ୍ରାକୃତିକ ସଂରକ୍ଷଣ ବିଭାଗ ସହାୟକ ପ୍ରଫେସର ଡ. ଦେବବ୍ରତ ପଣ୍ଡା। କୋରାପୁଟ…
ଏକସଙ୍ଗେ ନିର୍ବାଚନ: ୨୫ରେ ମତାମତ ଜଣାଇବ ନ୍ୟାୟିକ କମିଟି
ନୂଆଦିଲ୍ଲୀ,୨୧ା୧୦: ଏକସଙ୍ଗେ ନିର୍ବାଚନ କରାଇବା ନେଇ ରୂପରେଖ ପ୍ରସ୍ତୁତି ନିମନ୍ତେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉତ୍ତସ୍ତରୀୟ କମିଟିକୁ ଆସନ୍ତା ୨୫ ତାରିଖରେ ନ୍ୟାୟିକ ଆୟୋଗ ଏହାର ମତାମତ ଜଣାଇବ। ଦେଶରେ ଏକସଙ୍ଗେ ନିର୍ବାଚନ କିପରି କରାଯାଇପାରିବ, ତାହା…
ମାର୍ଶ, ଓ୍ବାର୍ନରଙ୍କ ଶତକରେ ରେକର୍ଡ
ବେଙ୍ଗାଲୁରୁ, ୨୧।୧୦:ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ମିଚେଲ ମାର୍ଶ ଓ ଡେଭିଡ ଓ୍ବାର୍ନର। ଦୁଇଜଣଙ୍କ ଶତକ ଏବଂ ଦ୍ୱିଶତକୀୟ ଭାଗୀଦାରି ସହ ଅନେକ ରେକର୍ଡ ମଧ୍ୟ ସୃଷ୍ଟି ହୋଇଛି।…
ପିପିଏରେ ନିବେଶ ହେବ ୯ ହଜାର କୋଟି ଟଙ୍କା
ପାରାଦୀପ,୨୧ା୧୦(ଶରତ ରାଉତ): ମୁମ୍ବାଇରେ ଗତ ୧୭ରୁ ଚାଲିଥିବା ୩ ଦିନିଆ ମାରିଟାଇମ୍ ଅମୃତକାଳ ମହୋତ୍ସବ ଗୁରୁବାର ସାରେ ଶେଷ ହୋଇଛି। ଏହି ଅବସରରେ କୁହାଯାଇଥିଲା, ୨୦୪୭ ସୁଦ୍ଧା ମାରିଟାଇମ୍ର କଳେବର ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି। ଅମୃତକାଳ ମଧ୍ୟରେ ପ୍ରାୟ ୧୦…
ବ୍ରିଟେନ ନିର୍ବାଚନ: ଲେବର ପାର୍ଟି ବିଜୟୀ
ଲଣ୍ଡନ,୨୧ା୧୦: ବ୍ରିଟେନ୍ର ଦୁଇଟି ସ୍ବତନ୍ତ୍ର ନିର୍ବାଚନରେ ମୁଖ୍ୟ ବିରୋଧୀ ଦଳ ଲେବର ପାର୍ଟି ବିଜୟ ହାସଲ କରିବା ସହ ଶାସକ କଞ୍ଜରଭେଟିଭ୍ ପାର୍ଟିର ସୁରକ୍ଷିତ ପାର୍ଲାମେଣ୍ଟ ଆସନ ଛଡ଼ାଇ ନେଇଛି। ଫଳରେ ପ୍ରଧାନମନ୍ତ୍ରୀ ଋଷି ସୁନକ୍ଙ୍କୁ ବଡ଼ ଝଟ୍କା ଲାଗିଛି। କେନ୍ଦ୍ରୀୟ…
ପଶ୍ଚିମବଙ୍ଗରେ ପୂଜା ପେଣ୍ଡାଲ ବୁଲିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୧ା୧୦(ସୁନିତ୍ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ପଶ୍ଚିମବଙ୍ଗର ଦୁର୍ଗାପୂଜା ପର୍ବରେ ସାମିଲହୋଇ ବିଭିନ୍ନ ପୂଜା ପେଣ୍ଡାଲ ବୁଲିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ଦୁର୍ଗାପୂଜା କେବଳ ଏକ ପର୍ବ ନୁହେଁ ବରଂ ଆମର ସାଂସ୍କୃତିକ ଐତିହ୍ୟର ପ୍ରତୀକ ଏବଂ ପଶ୍ଚିମବଙ୍ଗର ଲୋକଙ୍କ…
ଇ-ସ୍କୁଟର ଦୁର୍ଘଟଣା:ଯୁବ ଆହତଙ୍କ ସଂଖ୍ୟା ୭୧% ବଢ଼ିଛି
ଓ୍ବାଶିଂଟନ,୨୧ା୧୦: ବିଦ୍ୟୁତ୍ଚାଳିତ ସ୍କୁଟର (ଇ-ସ୍କୁଟର) ପରିବହନର ଏକ ଲୋକପ୍ରିୟ ମାଧ୍ୟମରେ ପରିଣତ ହୋଇଥିବାବେଳେ କ୍ୱଚିତ୍ ହେଲ୍ମେଟ୍ ବ୍ୟବହାରରୁ ନାବାଳକ ଓ ଯୁବବର୍ଗଙ୍କ ମଧ୍ୟରେ ଦୁର୍ଘଟଣାଜନିତ ଆହତ ସଂଖ୍ୟା ବର୍ଷକ ମଧ୍ୟରେ ୭୧ ପ୍ରତିଶତ ବୃଦ୍ଧି ପାଇଛି। ଜଣେ ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କ ନେତୃତ୍ୱରେ…
୪ ହଜାର ବୋତଲ କଫ ସିରପ୍ ଜବତ, ୬ ଗିରଫ
ବଲାଙ୍ଗୀର,୨୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): କଫ ସିରପ୍ ଚୋରାଚାଲାଣ କରୁଥିବା ଏକ ଗୋଷ୍ଠୀକୁ ବଲାଙ୍ଗୀର ଟାଉନ୍ ପୋଲିସ ଟିମ୍ ଶୁକ୍ରବାର ଭୋର ୬ଟାରେ କାବୁ କରିଛି। ସେମାନଙ୍କଠାରୁ ୪ ହଜାର ବୋତଲ କଫ ସିରପ୍ ଜବତ କରାଯାଇଛି। ଏଥିସହ ପୋଲିସ ୬ ଅଭିଯୁକ୍ତଙ୍କୁ…
Archives


