୮ ବର୍ଷ ପରେ ବୋଲିଂ କଲେ ବିରାଟ: ବିଶ୍ୱକପ୍ରେ ଏହାଥିଲା ଚତୁର୍ଥ ଓଭର
ପୁଣେ,୨୦ା୧୦: ପୁଣେରେ ଖେଳା ଯାଇଥିବା ବାଂଲାଦେଶ ବିପକ୍ଷ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇ ପଡ଼ିଆ ଛାଡିବାକୁ ପଡ଼ିଥିଲା। ମ୍ୟାଚ୍ର ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା ବୋଲିଂ ଫଲୋ…
ଚଳନ୍ତା ବାଇକ୍ରେ ସ୍ତ୍ରୀଙ୍କୁ ଟାଙ୍କି ଉପରେ ବସାଇ କରୁଥିଲେ ରୋମାନ୍ସ, ଆଉ ତା’ପରେ…
ହାପୁଡର ଦିଲ୍ଲୀ-ମୋରଡାବାଦ ରାଜପଥରେ ନବ ବିବାହିତ ଦମ୍ପତିଙ୍କ ରୋମାନ୍ସ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓ ଦେଖିବା ପରେ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହା ଶୋଭା ଦେଉ ନ ଥିବା ଲୋକେ କହିଛନ୍ତି। ଛୋଟ ପିଲାମାନଙ୍କ ଉପରେ…
ଏଏପି ନେତା ସଞ୍ଜୟ ସିଂଙ୍କୁ ହାଇକୋର୍ଟରୁ ଝଟକା
ନୂଆଦିଲ୍ଲୀ,୨୦।୧୦: ମଦ ଦୁର୍ନୀତି ମାମଲାରେ ରିମାଣ୍ଡ ଏବଂ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଆମ ଆଦମୀ ପାର୍ଟି(ଏଏପି)ନେତା ତଥା ରାଜ୍ୟ ସଭା ଏମ୍ପି ସଞ୍ଜୟ ସିଂଙ୍କ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହାପୂର୍ବରୁ ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଅର୍ଥ…
ପଞ୍ଜାବ ସରକାର, ରାଜ୍ୟପାଳଙ୍କ ବିବାଦ ମଧ୍ୟରେ ବିଧାନସଭା ଅଧିବେଶନ ସ୍ଥଗିତ, ସୁପ୍ରିମକୋର୍ଟ ଯିବେ ମୁଖ୍ୟମନ୍ତ୍ରୀ ମାନ
ଚଣ୍ଡିଗଡ,୨୦।୧୦: ପଞ୍ଜାବରେ ଭଗବନ୍ତ ମାନ ସରକାର ଏବଂ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ବିବାଦ ମଧ୍ୟରେ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଅନୁରୋଧ ପରେ ଅଧିବେଶନକୁ ସ୍ଥଗିତ କରାଯାଇଛି। ଏଥିସହ ଅକ୍ଟୋବର ୩୦ରେ…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଝିଅ-ନାତି ମୃତ, ଅଜା ଗୁରୁତର
ଖଲ୍ଲିକୋଟ,୨୦ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ମୃତ ଏବଂ ଜଣେ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସୂଚନାନୁଯାୟୀ, ଉକ୍ତ ଗ୍ରାମର…
ଓଡ଼ିଶାରେ ୪ ରଣଜୀ ଟ୍ରଫି ମ୍ୟାଚ୍ ଆୟୋଜନ ନେଇ ସ୍ପଷ୍ଟ: ଖୁବଶୀଘ୍ର ପ୍ରକାଶ ପାଇବ ଭେନ୍ୟୁ ତାଲିକା
ଭୁବନେଶ୍ୱର,୨୦।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୨୦୨୩-୨୪ ଘରୋଇ କ୍ରିକେଟ ସିଜନ କାର୍ଯ୍ୟସୂଚୀ ଅନୁସାରେ ଓଡ଼ିଶାରେ ଏଲିଟ ଗ୍ରୁପ୍-ଡି’ର ୪ଟି ରଣଜୀ ଟ୍ରଫି ମ୍ୟାଚ ଆୟୋଜନ ସ୍ପଷ୍ଟ ହୋଇଛି। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଏହା ସୂଚାଇ ଦିଆଯାଇଛି।…
ଫିଲ୍ମ ରିଲିଜ ପୂର୍ବରୁ କଙ୍ଗନାଙ୍କ ଘରେ ଖୁସିର ଲହରୀ
ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ତାଙ୍କର ଆଗାମୀ ଫିଲ୍ମ ‘ତେଜସ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। କିଛି ଦିନ ପରେ ଅଭିନେତ୍ରୀଙ୍କ ଏହି ଲୋକପ୍ରିୟ ଫିଲ୍ମ ରିଲିଜ ହେବାକୁ ଯାଉଛି। ଏହା ପୂର୍ବରୁ କଙ୍ଗନାଙ୍କ ଘରେ ଖୁସିର ଲହରୀ ଖେଳିଯାଇଛି। କଙ୍ଗନାଙ୍କ ଘରକୁ…
‘ଆଭ୍ୟନ୍ତରୀଣ ମାମଲାରେ କରୁଛନ୍ତି ହସ୍ତକ୍ଷେପ’, ୪୧ କାନାଡୀୟ କୂଟନୀତିଜ୍ଞ ଭାରତ ଛାଡିବା ଉପରେ କହିଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୦।୧୦: ଖାଲିସ୍ତାନ ସମର୍ଥକ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଜାରି ରହିଛି। ଏହି ସମୟରେ, କୂଟନୀତିଜ୍ଞଙ୍କ ସମ୍ପର୍କରେ କାନାଡାର ବିବୃତ୍ତି ଉପରେ ଶୁକ୍ରବାର ଭାରତ ସରକାର ପ୍ରତିକ୍ରିୟା ଦେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର…
ଏହି ସବୁ କାରଣ ପାଇଁ ଚିନିକଳ ବନ୍ଦ କରିବାକୁ ହୋଇଛି ନିଷ୍ପତ୍ତି
ବରଗଡ଼,୨୦।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ଉଦ୍ଧବ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ନିର୍ଦ୍ଦେଶନାମା ନଂ-୧୮୨୭୩ ତା-୧୬।୧୦।୨୦୨୩ରିଖରେ ବିଭିନ୍ନ କାରଣ…
ଅଭିନେତ୍ରୀଙ୍କ ପ୍ରେମରେ ପାଗଳ ଟ୍ରକ୍ ଡ୍ରାଇଭର୍; କିଡନୀ ଦେବାକୁ ପ୍ରସ୍ତୁତ
ବିହାରର ଭାଗଲପୁରର ବାସିନ୍ଦା ଅଭିନେତ୍ରୀ ସଞ୍ଚିତା ବସୁ ତାଙ୍କ ରିଲ୍ସ ପାଇଁ ଚର୍ଚ୍ଚାରେ ଥାନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ସେ ସାଉଥ୍ ଫିଲ୍ମ ‘ଫାର୍ଷ୍ଟ ଡେ, ଫାର୍ଷ୍ଟ ଶୋ’ରେ ମୁଖ୍ୟ ନାୟିକା ଭୂମିକାରେ ଅଭିନୟ…
ଦୋସା ତିଆରି କଲେ ରାହୁଲ ଗାନ୍ଧୀ, କରତାଳି ଦେଲେ କାର୍ଯ୍ୟକର୍ତ୍ତା
ହାଇଦ୍ରାବାଦ୍,୨୦।୧୦: ତେଲେଙ୍ଗାନା ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଘୋଷଣା ହେବା ପରେ ରାଜନୈତିକ ଦଳମାନେ ଜନସମ୍ପର୍କ ଏବଂ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ଅଛନ୍ତି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଠାରେ ନିର୍ବାଚନ ପ୍ରଚାର କରୁଛନ୍ତି। ସେ…
ମାଲକାନଗିରିରୁ ବ୍ରହ୍ମପୁର ସାଇକେଲ ଯାତ୍ରା: କ’ଣ ରହିଛି ଏହାର ଉଦ୍ଦେଶ୍ୟ
ମାଲକାନଗିରି,୨୦।୧୦(ନୃସିଂହ ଚରଣ ମହାନ୍ତି): ବିଦ୍ୟୁତ୍ ଉପଭୋକ୍ତା ଏବଂ କର୍ମଚାରୀଙ୍କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ନେଇ ଟିପିଏସ୍ଓଡିଏଲ୍ କର୍ମଚାରୀ ଇଂ.ସୌମ୍ୟ ରଞ୍ଜନ ଲେଙ୍କା ଶୁକ୍ରବାର ସ୍ଥାନୀୟ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି। ସେ ସୁଦୂର ମାଲକାନଗିରିରୁ ବାହାରି ସିଲ୍କସିଟି…
Archives


