Home Left

୨ଲକ୍ଷ କୋଟି ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଜିଓ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଜେଏଫ୍‌ଏସ୍‌ଏଲ୍‌) ର ବଜାର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ୨ଲକ୍ଷ କୋଟି ଟଙ୍କା ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ…

ଭୁବନେଶ୍ୱରରେ ବିଏସ୍‌ଏଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୨: ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶୁକ୍ରବାର ଭୁବନେଶ୍ୱରର ପୁରୀ ବାଇପାସ୍‌ ରୋଡ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜିରକନ୍‌-ଟେକ୍‌ ଆନୁକୂଲ୍ୟରେ କମ୍ପାନୀର ପ୍ରଥମ ବୋସ୍‌ ଆଣ୍ଡ ସିମେନ୍ସ ବ୍ରାଣ୍ଡ୍‌ ଷ୍ଟୋରର ଶୁଭାରମ୍ଭ…

ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର, ୨୪ା୨(ପ୍ରମୋଦ କୁମାର ନାୟକ): ତିର୍ତ୍ତୋଲ ବିଧାନସଭା ଆସନ। ଜଗତ୍‌ସିଂହପୁର ଜିଲାର ଏହି ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳ, ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ନିତ୍ୟାନନ୍ଦ ସାମନ୍ତରାୟଙ୍କ ଭଳି ନେତା ବିଧାୟକ ହୋଇଥିଲେ। ୧୯୭୭ରୁ…

ପାଓ୍ବାର ଗ୍ରୀଡ୍‌ ବିଶ୍ରାମ ସଦନର ଭିତ୍ତିପ୍ରସ୍ତର

ଭୁବନେଶ୍ୱର, ୨୪।୨: ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ପାଓ୍ବାର ଗ୍ରୀଡ୍‌) ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ବିଶ୍ରାମ ସଦନ’ର ଆନୁଷ୍ଠାନିକ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ହିମାଚଳ ପ୍ରଦେଶର ବିଳାସପୁର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା…

ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୪।୨ ଦୁବାଇରେ ଚାଲିଥିବା ଫ୍ରେଣ୍ଡଶିପ୍‌ ଦୃଷ୍ଟିବାଧିତ ଟି୨୦ କ୍ରିକେଟ ସିରିଜର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭାରତ ୪୬ ରନରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମ ବ୍ୟାଟିଂ କରିଥିବା ଭାରତ ସୁନୀଲ ରମେଶଙ୍କ ୬୧ ବଲ୍‌ରୁ ଦ୍ରୁତ ୮୭ ରନ…

ମାଇଁ ଓଡ଼ିଶା,ଇଣ୍ଡିଆଜ୍‌ ପ୍ରାଇଡ୍‌ ଉଦ୍‌ଯାପିତ

ଭୁବନେଶ୍ୱର,୨୪।୨: ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ଆୟୋଜିତ ‘ମାଇଁ ଓଡ଼ିଶା, ଇଣ୍ଡିଆଜ୍‌ ପ୍ରାଇଡ୍‌’ ଶୀର୍ଷକ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍‌ ଓଡ଼ିଶା’ ଅଭିଯାନ ସହ ମିଶି ଆରମ୍ଭ ହୋଇଥିଲା। ଏପରିକି ବିଭିନ୍ନ…

ବିବାହ ପରେ କିନ୍ନରଙ୍କୁ ପ୍ରତାରଣା ଅଭିଯୋଗ

କାମାକ୍ଷାନଗର,୨୪।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…

ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ, ୨୪।୨: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ…

ବିଷାକ୍ତ ଖାଦ୍ୟରୁ ବ୍ୟାପୁଛି ଝାଡ଼ାବାନ୍ତି

ଯାଜପୁରରୋଡ୍‌/କୋରେଇ, ୨୪ା୨ (ପବିତ୍ର ରଞ୍ଜନ ମହାନ୍ତି/ ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଶଙ୍ଖଚିଲା ଅଞ୍ଚଳରେ ୨ଦିନ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଶଙ୍ଖଚିଲା ହାଟରେ ଦହିବରା ଏବଂ ଚଟପଟି ଦୋକନରୁ ଖାଦ୍ୟଖାଇ ସଂଖ୍ୟାଧିକ ଆକ୍ରାନ୍ତ ହୋଇଥିବା ସ୍ଥାନୀୟ…

ଇଂଲିଶରେ କପିକରି ଧରାପଡ଼ିଲେ ୪୨ ପରୀକ୍ଷାର୍ଥୀ

କଟକ,୨୪ା୨ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାର ଦ୍ୱିତୀୟ ଭାଷା ଇଂଲିଶରେ ୪୨ ଜଣ ପରୀକ୍ଷାର୍ଥୀ ଶୁକ୍ରବାର ମାଲପ୍ରାକ୍ଟିସ୍‌(ଏମ୍‌ପି) ହୋଇଛନ୍ତି। ସେମାନେ ପରୀକ୍ଷା ହଲ୍‌ରେ ଅସତ୍‌ ଉପାୟ ଅବଲମ୍ବନ କରି ଉତ୍ତର ଲେଖୁଥିବାବେଳେ ସ୍କ୍ବାଡ୍‌…

ଓଡ଼ିଶାରେ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ ପ୍ରକଳ୍ପ

ଭୁବନେଶ୍ୱର,୨୪୨(ଅନିଲ ଦାସ): ଓଡ଼ିଶାରେ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ନିର୍ମାଣ ହେବ ଏଥିପାଇଁ ରାଜ୍ୟ ସରକାରଙ୍କ ସହ କଲ୍ୟାଣୀ ଷ୍ଟିଲ୍‌ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛି। ଶୁକ୍ରବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ…

ଫ୍ଲାଟରୁ ଯୁବକଙ୍କୁ ଉଠାଇନେଲା ଦିଲ୍ଲୀ ପୋଲିସ

ଭୁବନେଶ୍ୱର,୨୪।୨: ଦିଲ୍ଲୀ ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱରରୁ ଜଣେ ଯୁବକଙ୍କୁ ଉଠାଇ ନେଇଛି। ଯୁବକ ଜଣକ ଲକ୍ଷ୍ମୀସାଗର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ଫ୍ଲାଟ ନେଇ ରହୁଥିଲେ। ଏକ ସାଇବର କ୍ରାଇମ ମାମଲାରେ ଯୁବକଙ୍କୁ ଉଠାଇ ନିଆଯାଇଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?