Home Left

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି। ଖାନ କହଛନ୍ତି, ସେ ତାଙ୍କ ସୁରକ୍ଷା ପାଇଁ ବୁଲେଟପ୍ରୁଫ କାରରେ ଯାତ୍ରା କରୁଛନ୍ତି। ଆଫଗାନ…

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି । ଏଥିରେ ପ୍ରଫୁଲ୍ଲ ରାଉତ ନାମକ ଜଣେ ଗୁରୁତର ହୋଇଛନ୍ତି। ସେହିପରି ପଡୋଶୀ, ଚାରୋଟି ଘରର…

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ। କିଛି ବିରୋଧୀ ଦଳ ମଧ୍ୟ ସମୟ ସମୟରେ…

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ…

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ୧୧.୧୦ ଭିତରେ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରାଯିବା ସହ ମେଳାକୁ ଆନୁଷ୍ଠାନିକ ଉଦ୍‌ଘାଟନ…

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ ପିକଅପ ଭ୍ୟାନ୍‌ର ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଆହତ ହେଲେ ବରଗଡ଼ ଅଞ୍ଚଳର ଅଭିଷେକ…

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ସୋମବାର ନୂଆପଡା ଜିଲା କୃଷି ବିଭାଗ ପକ୍ଷରୁ ଚଢାଉ କରାଯାଇ…

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ଏକ ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମ‌ବାର ବିଳମ୍ବିତ ରାତିରେ…

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ ଧକ୍କା ଦେଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର। ସୂଚନା…

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ ଭାରତୀୟ ଦଳ ଉପରେ ଅସଦାଚରଣର ଅଭିଯୋଗ ଆଣିଛନ୍ତି। ଏହା ପରେ, ପାକିସ୍ତାନ କ୍ରିକେଟ ବୋର୍ଡ…

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍‌କୁ ଧକ୍କା ଦେଲା ପିକ୍‌ନିକ୍‌ ବସ୍  । ତେବେ ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri