କର୍ପୋରେଟ୍ଙ୍କ ସ୍ବାର୍ଥରେ
ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହରାଇବା ପରେ ମୋଦି ସରକାର ଆୟକର…
କଡ଼ା ନିୟମ
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା ସକାଶେ ଏସ୍ପି କିମ୍ବା ଡିଜି ସ୍ତରରେ ଅତି କମ୍ରେ ଦୁଇ ବର୍ଷ କେନ୍ଦ୍ରୀୟ…
ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି
ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ ଏବଂ ସ୍ଥାୟୀ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ଦିଗରେ ଅଗ୍ରଗତିକୁ ତ୍ୱରାନ୍ବିତ କରେ। ଏହି…
ଟ୍ରେଡ୍ ନୁହେଁ, ଟ୍ରାପ୍ ଡିଲ୍: କଂଗ୍ରେସ
ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍.ଏମ୍. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍ପିଙ୍କ ନିଲମ୍ବନକୁ ବିରୋଧ କରି କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକର ଏମ୍ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ହାଉସ୍…
ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ
ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍: ଓ୍ବର୍ଷ୍ଟ ଅଫ୍ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍ ଡାଟାବେସ୍ ଆରମ୍ଭ କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପ୍ରଶାସନର ଆପ୍ରବାସନ ପ୍ରବର୍ତ୍ତନ ଅଭିଯାନରେ…
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…
ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ କରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଣ୍ଣାୟକ ନେତୃତ୍ୱରେ ଭାରତ…
ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…
ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ ଦାସ (୭୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂତ୍ରରୁ ପ୍ରକାଶ ଗୁରୁବାର…
ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍ ଡେ’
ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ ପାଇଁ ପ୍ରତୀକ୍ଷାର ଦିନ। ବର୍ଷକର ପ୍ରତୀକ୍ଷା ପରେ ପୁଣି ଆସୁଛି ସେହିଦିନ। ଇତିମଧ୍ୟରେ…
ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ୬୨ ସ୍ବତନ୍ତ୍ର ଟ୍ରେନ ଚଲାଇବାକୁ ଯୋଜନା କରିଛି। ଏହା ଦେଶର ପ୍ରମୁଖ ସହରଗୁଡ଼ିକୁ…
ଗୋଟିଏ ଦିନରେ ୩ ଦୁର୍ଘଟଣା
ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର ଥାନା ଅଧୀନ ଗଁାଅମର୍ଦା ପଞ୍ଚାୟତ ଅନ୍ତର୍ଗତ ଆମ୍ବଶୁଳି ଗଁାର ଖେଲାରାମ କିସ୍କୁଙ୍କ ଘର…
ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ
ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍ – ବି ଲିଗ୍ ମ୍ୟାଚ୍ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି । ବେଙ୍ଗଲ ଦଳ ଟସ୍ ଜିତି…
୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ
ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା ଜଣାପଡିଛି। ୩ଜଣଙ୍କୁ ଅଟକ ରଖାଯାଇଛି। ଜାତୀୟ ରାଜପଥ ୨୦ ପାର୍ଶ୍ୱ ଘସିପୁରା ଅଞ୍ଚଳର…
Archives


