ଆସୁଛି ଲଘୁଚାପ, ଚାଷୀକୁଳ ଭୟଭୀତ
ପଟ୍ଟାମୁଣ୍ଡାଇ,୧୯ା୧୦(କଳ୍ପତରୁ ନାୟକ)ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଭୟଙ୍କର ବିପର୍ଯ୍ୟୟ ଘଟାଇବା ଘଟଣା ଲୋକଙ୍କ ମନରୁ ଏ ପର୍ଯ୍ୟନ୍ତ ଲିଭି ନାହିଁ। ପୁଣି ଅକ୍ଟୋବର ୨୦ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି…
ଫାୟାର ଆର୍ମ ଟ୍ରେନିଂରେ ୧୮ ଉତ୍ତୀର୍ଣ୍ଣ
ଭୁବନେଶ୍ୱର, ୧୯।୧୦ (ତପନ ସ୍ବାଇଁ): ଓଡ଼ିଶା ରାଇଫଲ ଆସୋସିଏଶନ ଆନୁକୂଲ୍ୟରେ ଫାୟାର ଆର୍ମ ଟ୍ରେନିଂ ସାର୍ଟିଫିକେଟ ଶିବିରର ୧୧ତମ ଚରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୮ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ସାର୍ଟିଫିକେଟ ହାସଲ କରିଛନ୍ତି। ଏମାନେ ହେଲେ ସତ୍ୟଜିତ…
ଗଞ୍ଜାମ ଦଳଗତ ଚାମ୍ପିୟନ
ଭୁବନେଶ୍ୱର, ୧୯।୧୦ (ତପନ ସ୍ବାଇଁ): କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଓଡ଼ିଶା ଭାରୋତ୍ତଳନ ସଙ୍ଘର ମିଳିତ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ଭାରୋତ୍ତଳନ ଚାମ୍ପିୟନଶିପ୍ ବୁଧବାର କଳିଙ୍ଗ ଷ୍ଟାଡିୟମ ସ୍ଥିତ ବିଜୁ ପଟ୍ଟନାୟକ ଭାରୋତ୍ତଳନ କେନ୍ଦ୍ରରେ ଉଦ୍ଯାପିତ ହୋଇଛି। ଏଥିରେ ୨୩…
ଆଜିଠୁ ପୁରୀରେ ରାଜ୍ୟସ୍ତରୀୟ ଖୋ ଖୋ
ପୁରୀ,୧୯ା୧୦(ଅଜିତ ମହାନ୍ତି): ତାଳବଣିଆ ଷ୍ଟାଡିୟମରେ ଚଳିତ ମାସ ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଜିଲାରୁ ୧୨୫୦ ଖେଳାଳି ଓ ଅଫିସିଆଲ୍ ଅଂଶଗ୍ରହଣ କରିବେ ବୋଲି ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ…
ଉଦୟ ବିହାର, ନୁହେଁ କାହାର
ପାରାଦୀପ,୧୯ା୧୦(ଶରତ ରାଉତ)ପାରାଦୀପର ପ୍ରବେଶପଥ ଦୋଛକି ପାଖରେ ରହିଛି ଉଦୟବିହାର କଲୋନି। ୫୩ ନଂ. ଜାତୀୟ ରାଜପଥ ପାଖରେ ଏହି କଲୋନି ୨୦ବର୍ଷ ହେଲା ହେଲାଣି। ଭୌଗୋଳିକ ଅବସ୍ଥିତି ପାରାଦୀପ ପୌରପାଳିକା ମଧ୍ୟରେ ରହିଛି। କିନ୍ତୁ ସରକାରୀ ନଥିପତ୍ରରେ ତାହା ନୂଆଗଡ ପଞ୍ଚାୟତ…
ପିସିବି ଅଭିଯୋଗ ଉପରେ ହେବନି କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଅଭିଯୋଗ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ବୁଧବାର ଆଇସିସି ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅହମଦାବାଦରେ ଭାରତ-ପାକିସ୍ତାନ ମ୍ୟାଚ ଚାଲିଥିବା ବେଳେ ଦର୍ଶକମାନେ ପାକିସ୍ତାନ ଦଳକୁ ବୁ କରିଥିଲେ। ଏହାକୁ ନେଇ…
ଶକିବ ବିପଦ ସୃଷ୍ଟି କରିପାରନ୍ତି: କୋହଲି
ପୁଣେ, ୧୯।୧୦(ପି.ଟି.): ”ବିଶ୍ୱକପ୍ରେ ‘ବଡ଼ ଦଳ’ କେହି ନୁହନ୍ତି। ମେଗା ଇଭେଣ୍ଟଗୁଡ଼ିକରେ ଅଧିକ ସଫଳ ଦଳଗୁଡ଼ିକ ଉପରେ ଫୋକସ ରହୁଥିବାରୁ ବିପର୍ଯ୍ୟୟ ହୋଇ ଯାଇଥାଏ“ ବୋଲି ଭାରତର ତାରକା ବ୍ୟାଟର ବିରାଟ କୋହଲି ପ୍ରକାଶ କରିଛନ୍ତି। ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ…
କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ
ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି । ଏଭଳି ସ୍ଥଳେ ବୁଧବାର ଶତାଧିକ ଚାଷୀ ଉତ୍ତେଜିତ ହୋଇ ନୟାଗଡ଼ ଜିଲା ରଣପୁର…
ହୃଦୟ ଜିତିବାରେ ବିଫଳ ଦର୍ଶକ
(ଗୌତମ ଗମ୍ଭୀର) ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ଏହାର ୩ଟି ଯାକ ମ୍ୟାଚରେ ବିଜୟୀ ହୋଇଛି। ତେବେ ମ୍ୟାଚ୍ ଜିତିଥିଲେ ମଧ୍ୟ ଭାରତୀୟ ସମର୍ଥକମାନେ ହୃଦୟ ଜିତିବାରେ ସମର୍ଥ ହୋଇ ନାହାନ୍ତି। ଭାରତ ମ୍ୟାଚ୍ ବେଳେ ଷ୍ଟାଡିୟମ ଫୁଲ୍ ରହୁଥିବା…
ନିର୍ବାଚନୀ ସତ୍ୟପାଠରେ ଭୁଲ୍ ତଥ୍ୟ
ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍ଡିଜନସ୍ତରୀୟ ରିଟର୍ଣ୍ଣୀ ଅଫିସର ତଥା ଉପଜିଲାପାଳ, ପଞ୍ଚାୟତ ନିର୍ବାଚନର ରିଟର୍ଣ୍ଣୀ ଅଫିସର ତଥା ଜିଲାପାଳ,…
ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ
ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ ସାଉଣ୍ଡ ଉପରେ କଟକଣା ଜାରି କରାଯାଇଛି। ଡ଼ିଜେ ସାଉଣ୍ଡକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବାକୁ…
ବାଂଲାଦେଶ ପ୍ରତି ସତର୍କ ରହିବ ଭାରତ
ପୁଣେ,୧୯ା୧୦(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ରେ ଗୁରୁବାର ବାଂଲାଦେଶକୁ ଭେଟିବ ଭାରତ। ରୋହିତ ଶର୍ମାଙ୍କ ଦଳ ଏହି ମ୍ୟାଚ୍ ପାଇଁ ଫେଭରିଟ୍ ରହିଥିଲେ ମଧ୍ୟ ବାଂଲାଦେଶ ବିପର୍ଯ୍ୟୟ ସୃଷ୍ଟି କରିବାରେ ମାହିର। ତେଣୁ ଭାରତ ଏହି ମ୍ୟାଚ୍କୁ ସତର୍କତାର ସହିତ ଓହ୍ଲାଇବ।…
Archives


