Home Left

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ ହୋଇ ଷଷ୍ଠ ଥର ପାଇଁ ଟାଇଟଲ ଜିତିଛି। ଷଷ୍ଠ ଥର ପାଇଁ ଟୁର୍ନାମେଣ୍ଟ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ ୪ ଜୁଆଡ୍ଡିଙ୍କୁ ଅଟକ ରଖାଯାଇଥିବା ବେଳେ ୧୨ ବାଇକ ଜବତ କରିଛି ପୋଲିସ।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ ଥିବା ପନାସ ଆପାର୍ଟମେଣ୍ଟର ୧୭ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ ଏତଲା ପରେ ସେ ହାଜର ହୋଇଥିବା ଜଣାପଡିଛି। ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ଏକ କୋର୍ଟ ଖାରଜ କରିଦେଇଛନ୍ତି। ୨୦୨୧ ମେ ମାସରେ ଏକ ସମ୍ପତ୍ତି ବିବାଦକୁ…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ ନଜର ରଖିଛନ୍ତି। ତାଙ୍କ ଅବସ୍ଥା ଭଲ ନ ଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି। ତାଲିକାର ପ୍ରଥମ ସ୍ଥାନରେ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ନିଲେଶ କୁମାର…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ୍‌ସ କ୍ୟାମ୍ପରର ଦ୍ୱିତୀୟ ଦିବସର ଅପରାହ୍ନରେ ଭିନ୍ନ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଡିଜିପି  ୱାଇ.ବି ଖୁରାନିଆ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା ଏନସିପି ରାଷ୍ଟ୍ରୀୟ ସମ୍ପାଦକ ରାଣା ରଣବୀର ସିଂହ କରିଥିଲେ, ଯେଉଁଠାରେ ରାଜ୍ୟର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ ଦିବସରୁ ଆରମ୍ଭ ହୋଇଥାଏ। ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ଗୋଲାପ ଦେଇଥାନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri