ନାବାଳିକାଙ୍କୁ ଘରକୁ ଆଣି ଶାରୀରିକ ସମ୍ପର୍କ ରଖୁଥିଲେ ଏଏସ୍ଆଇ, ଜଣା ପଡ଼ିବା ପରେ…
ରାଇରଙ୍ଗପୁର,୧୮।୧୦(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନାର ଏଏସଆଇ ଆନନ୍ଦ ମାଝି ଜଣେ ନାବାଳିକାଙ୍କୁ ନିର୍ଯାତନା ଦେଇ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁପରେ ଏଏସଆଇ ମାଝି ଜଣେ ନାବାଳିକାଙ୍କୁ ଘରକୁ ଆଣି…
ଇସ୍ରାଏଲ ଉପରେ ହମାସ ଯୁଦ୍ଧରେ ଏ ପର୍ଯ୍ୟନ୍ତ ୩୧ ଜଣ ଆମେରିକୀୟଙ୍କ ମୃତ, ଲେବାନନ ଯାତ୍ରାକୁ ନେଇ ସରକାର ଜାରି କଲେ ଚେତାବନୀ
ଜେରୁଜେଲମ,୧୮।୧୦: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଧୀରେ ଧୀରେ ଏକ ମାନବ ଦୁଃଖଦ ଘଟଣାରେ ପରିଣତ ହେଉଛି। ଉଭୟ ପାର୍ଶ୍ୱରୁ ହଜାର ହଜାର ଲୋକଙ୍କର ମୃତ୍ୟୁ ହୋଇଛି। ଆମେରିକୀୟମାନେ ମଧ୍ୟ ଏହି ଯୁଦ୍ଧର ଶିକାର ହେଉଛନ୍ତି। ହ୍ବାଇଟ ହାଉସର…
ଗରିବରୁ ଏକାବେଳେ ହୋଇଯିବେ ଧନୀ
ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ ଧନୀ ହେବା ପାଇଁ କ’ଣ କରାଯିବା ଉଚିତ ବୋଲି ମନରେ ପ୍ରଶ୍ନ ଉଠିଥାଏ। ଏହାର…
୪ ବର୍ଷର ଶିଶୁକନ୍ୟାକୁ ମାରି ଜଙ୍ଗଲରେ ପୋତିଦେଲେ ମା’
କ.ନୂଆଗାଁ/ବାଲିଗୁଡ଼ା,୧୮।୧୦(କାଳୀ ପ୍ରସାଦ ତ୍ରିପାଠୀ/ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ମା’ ନିଜର ୪ ବର୍ଷର ଶିଶୁକନ୍ୟାକୁ ହତ୍ୟା କରି ଜଙ୍ଗଲରେ ପୋତିଦେଇଛନ୍ତି। କନ୍ଧମାଳ ଜିଲା ସାରଙ୍ଗଡ ଥାନା ଅନ୍ତର୍ଗତ ଗୁଟିଙ୍ଗିଆ ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସାରଙ୍ଗଗଡ ପୋଲିସ…
ଅମିତ ଶାହାଙ୍କ ଉପରେ ରାଜନୈତିକ ସଙ୍କଟ ସୃଷ୍ଟି କରିଥିବା ଅଭିଯୋଗ ଆଣିଲେ ଗେହଲଟ
ଜୟପୁର,୧୮।୧୦: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଙ୍ଗଳବାର ପୁଣିଥରେ ୨୦୨୦ର ରାଜନୈତିକ ସଙ୍କଟ ବିଷୟରେ ଉଲ୍ଲେଖ କରିଛନ୍ତି। ଏଥିସହ ଗଜେନ୍ଦ୍ର ସିଂ ଶେଖାୱାତ, ଧର୍ମେନ୍ଦ୍ର ପ୍ରଧାନ ଏବଂ ଅମିତ ଶାହାଙ୍କ ଭଳି କେନ୍ଦ୍ର ମନ୍ତ୍ରୀ ତାଙ୍କ ସରକାରକୁ ହଟାଇବା ଯୋଜନାରେ ସମ୍ପୃକ୍ତ…
ଦୀପଙ୍କର ଓଡ଼ିଶା ହକି ପ୍ରମୋଶନ କାଉନସିଲ ନିର୍ଦ୍ଦେଶକ
ଭୁବନେଶ୍ୱର, ୧୮।୧୦(ତପନ ସ୍ବାଇଁ): ଓଡ଼ିଶା ହକି ପ୍ରମୋଶନ କାଉନସିଲର ନିର୍ଦ୍ଦେଶକଭାବେ ଦୀପଙ୍କର ମହାପାତ୍ରଙ୍କୁ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି। ସେ ଓଡ଼ିଶା ହକି ପ୍ରମୋଶନ କାଉନ୍ସିଲର ପରିଚାଳନାକୁ ଓଭରଅଲ୍ ତଦାରଖ କରିବା ସହ ରାଜ୍ୟରେ କିପରି ହକି ଅଧିକ ଲୋକପ୍ରିୟ ହୋଇପାରିବ…
ପୁଣି ଚର୍ଚ୍ଚାରେ ସାନିଆ-ଶୋଏବ
ମୁମ୍ବାଇ,୧୮ା୧୦: ଭାରତୀୟ ଟେନିସ୍ ଷ୍ଟାର ସାନିଆ ମିର୍ଜା ଓ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ଡିଭୋର୍ସ ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ସାନିଆଙ୍କ ଇନ୍ଷ୍ଟାଗ୍ରାମ ଷ୍ଟୋରି ଏହି ଚର୍ଚ୍ଚାର ମୁଖ୍ୟ କାରଣ ପାଲଟିଛି। ‘ଯଦି ମୁଁ କଥା ହେଉଛି ତେବେ…
କିଶୋରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ନିକଟରେ ଚାଇନାର ହାଙ୍ଗଝୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା-୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ…
ଗୁର୍ବାଜଙ୍କୁ ଭର୍ତ୍ସନା ସହ ୧ ଡିମେରିଟ୍ ପଏଣ୍ଟ
ନୂଆଦିଲ୍ଲୀ, ୧୮ା୧୦(ପି.ଟି.): ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ ବେଳେ ଆଫଗାନିସ୍ତାନ ବ୍ୟାଟର ରହମାନୁଲ୍ଲା ଗୁର୍ବାଜ ଆଉଟ ହେବା ପରେ ବିରକ୍ତି ପ୍ରକାଶ କରି ବାଉଣ୍ଡାରି ଦଉଡ଼ି ଓ ଏକ ଚେୟାରକୁ ତାଙ୍କ ବ୍ୟାଟ୍ରେ ପ୍ରହାର କରିଥିଲେ। ଫଳତଃ…
ବଜାରରେ ‘ଭିଡା ଭି ୧ ପ୍ରୋ’
କଟକ,୧୮।୧୦: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ (ଇଲେକ୍ଟ୍ରି ଭେଇକିଲ୍ସ ବା ଇଭି) ତଥା ହିରୋ ମୋଟକର୍ପ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍ ଭିଡାର ନୂତନ ମଡେଲ ‘ଭିଡା ଭି ୧ ପ୍ରୋ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍ର ସ୍ବୀକୃତିପ୍ରାପ୍ତ…
ବିଶ୍ୱକପ୍ରେ କୁମ୍ବଲେଙ୍କ ରେକର୍ଡ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଲେଗ୍ ସ୍ପିନର ଅନିଲ କୁମ୍ବଲେ। ଇଞ୍ଜିନିୟରିଂ କରିବା ପରେ ଫଟୋଗ୍ରାଫର ଓ ପରବର୍ତ୍ତୀ ସମୟରେ ଭାରତୀୟ ଦଳ ପକ୍ଷରୁ ସେ ଖେଳିଥିଲେ । ଜୁମ୍ବୋ ନାମରେ ପରିଚିତ ଏହି ଖେଳାଳି ଜଣଙ୍କ ଭାରତୀୟ ଟେଷ୍ଟ ଇତିହାସରେ…
ଭାରତ ୩, ବାଂଲାଦେଶ ୧
ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ଭାରତ ଏହାର ପରବର୍ତ୍ତୀ ମ୍ୟାଚ ବାଂଲାଦେଶ ସହିତ ଖେଳିବ। ଏହି ମ୍ୟାଚଟି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହେବ। ଭାରତ ଓ ବାଂଲାଦେଶ ମଧ୍ୟରେ ଏପର୍ଯ୍ୟନ୍ତ ମୋଟ ୪ଟି ବିଶ୍ୱକପ୍ ମ୍ୟାଚ…
Archives


