ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….
ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ ଅନୁଭବ କରାଏ । ତଥାପି ଡାକ୍ତରମାନେ ଏହାକୁ ଏକ ବିପଦପୂର୍ଣ୍ଣ ଅଭ୍ୟାସ ବୋଲି ବିବେଚନା…
ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI
ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ ଦଳର ଅଧିନାୟକ ଆୟୁଷ ମହାତ୍ରେ ଏବଂ ମୁଖ୍ୟ ପ୍ରଶିକ୍ଷକ ଋଷିକେଶ କାନିତକରଙ୍କଠାରୁ ‘ବ୍ୟାଖ୍ୟା’ ବା…
ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା
ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା ରୋଜଗାର କରିବା ପ୍ରଲୋଭନ ଦେଖାଇ ଠକୁଥିବା ଏକ ସଂସ୍ଥାର ୩ ଜଣଙ୍କୁ ପାରଳାଖେମୁଣ୍ଡି ଆଦର୍ଶ…
ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ
ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ ଏହାକୁ ଅଷ୍ଟ୍ରେଲିଆର ସବୁଠାରୁ ଭୟଙ୍କର ଘଟଣା ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ, ଯେଉଁଥିରେ…
ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ
ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ ତାଙ୍କର ଶେଷ ହୋଇପାରେ ବୋଲି ଆଲୋଚନା ବଢ଼ିବାରେ ଲାଗିଛି। ସୂର୍ଯ୍ୟକୁମାରଙ୍କ ବୟସ, ସାମ୍ପ୍ରତିକ ଫର୍ମ…
ଏବର ଚାଷବାସ
କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି ସହ ମାଟି ହୋଇ କରିବାକୁ ହୁଏ କର୍ଷଣ। ମାଟି ସହ ଜଡ଼ିତ ବ୍ୟକ୍ତି ହିଁ…
ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…
ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ ତାଙ୍କ ପ୍ରେମିକାଙ୍କୁ ବିବାହ କରିଥିଲେ, ଯିଏ ତାଙ୍କଠାରୁ ୧୮ ବର୍ଷ ସାନ। ଷ୍ଟ୍ରସଙ୍କ ଦ୍ୱିତୀୟ…
ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର
ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍ଜିଏନ୍ଆର୍ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ ଆଜୀବିକା ମିଶନ (ଗ୍ରାମୀଣ)’ ବା ‘ବିଭି ଜି ରାମ ଜି’ ନାମରେ ଆଉ ଏକ…
ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୭୫ଟି ରାଜ୍ୟ ସଭା ଆସନ ପାଇଁ ମଧ୍ୟ ନିର୍ବାଚନ…
ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ
ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ ଧନୁଯାତ୍ରା ମହୋତ୍ସବ ଅବ୍ୟବହିତ ପୂର୍ବରୁ ପ୍ରଚାର ପ୍ରସାର କମିଟି ପକ୍ଷରୁ ଧନୁଯାତ୍ରା ସମ୍ପର୍କୀତ ରଙ୍ଗୋଲି…
ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ
ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ ସୀମାରେ ପହଞ୍ଚିଥାନ୍ତି। ଏହାର ଆଉ ଏକ ଉଦାହରଣ ହେଉଛି ଆମେରିକା ଏହାର ଇତିହାସରେ ସବୁଠାରୁ…
ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର
ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି ସୁମନ ମହାକୁଳ ସକାଳୁ ଘର ଛାତ ଉପରକୁ ଯାଇଥିବା ସମୟରେ ୧୦/୧୨ମାଙ୍କଡ଼ଙ୍କ ଏକ…
Archives


