Home Left

ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲି ନିଷ୍ପତ୍ତି

ଧର୍ମଶାଳା, ୧୭।୧୦: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପରେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡ୍ସ ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇଁ ନେଦରଲାଣ୍ଡ୍ସ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।…

ପାଞ୍ଚ ରାଜ୍ୟରେ ଜିତିବ କଂଗ୍ରେସ: ରାହୁଲ

ଆଇଜଲ,୧୭।୧୦: କଂଗ୍ରେସର ପୂର୍ବତନ ସଭାପତି ତଥା ୱାୟାନାଡର ଏମପି ରାହୁଲ ଗାନ୍ଧୀ ଦେଶର ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି ଯେ ଏହି ସବୁ ରାଜ୍ୟରେ କଂଗ୍ରେସ ଦଳ ସରକାର ଗଠନ କରିବେ।…

ରାଘବ ଚଢାଙ୍କୁ ଖାଲି କରିବାକୁ ପଡିବନି ସରକାରୀ ବଙ୍ଗଳା

ନୂଆଦିଲ୍ଲୀ,୧୭।୧୦: ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମ୍‌ପି ରାଘବ ଚଢା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ ଆଶ୍ୱସ୍ତି ପାଇଛନ୍ତି। ଅଦାଲତ କହିଛନ୍ତି, ରାଘବ ଚଢାଙ୍କୁ ବର୍ତ୍ତମାନର ଟାଇପ -୭ ସରକାରୀ ବଙ୍ଗଳା ଖାଲି କରିବାକୁ ପଡିବ ନାହିଁ।…

ଡ୍ରିମ୍‌ ଗର୍ଲଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଡ୍ରିମ୍‌ ଗର୍ଲ ହେମା ମାଳିନି ଯଦିଓ ଗତ ତିନିବର୍ଷ ଧରି କୌଣସି ଫିଲ୍ମରେ ନଜର ଆସି ନାହାନ୍ତି, କିନ୍ତୁ ତାଙ୍କୁ ଭାରତୀୟ ସିନେମାର ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ସର୍ବଦା ସ୍ମରଣ କରାଯିବ। ବଲିଉଡରେ ତାଙ୍କର ଆଇକନିକ ଫିଲ୍ମ ମଧ୍ୟରେ ଶୋଲେ,…

‘ବଚନ ପତ୍ର’ ନୁହେଁ, କଂଗ୍ରେସର ‘ମହାମିଛ ପତ୍ର’ ଜାରି: ଶିବରାଜ ସିଂ ଚୌହାନ

ଭୋପାଳ,୧୭।୧୦: ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଦ୍ୱାରା ଜାରି କରାଯାଇଥିବା ପ୍ରତିଶ୍ରୁତି ନୋଟକୁ ମହାମିଛ ପତ୍ର ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି। ଆଜି କଂଗ୍ରେସର ମାନିଫେଷ୍ଟୋ ଜାରି ଉପରେ ନିଜର ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ଏହା କଂଗ୍ରେସର…

ଶୁଦ୍ଧି କ୍ରିୟାରେ ଯୋଗଦେବାକୁ ଯାଇ ଫେରିଲେନି, ହତ୍ୟା ସନ୍ଦେହ କରି…

ପାଟଣା,୧୭।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଆହାରପଡ଼ା ଫିଲଡ ସାହି ବାଉଁଶ ବୁଦା ନିକଟରୁ ମଙ୍ଗଳବାର ସକାଳୁ ଜଣେ ୪୫ ବର୍ଷୀୟା ବିଧବାଙ୍କ ସନ୍ଦେହ ଜନକ ଭାବେ ମୃତଦେହ ଜବତ ହୋଇଛି। ମହିଳା ଜଣକ ହେଉଛନ୍ତି ଆହରପଡା ଗୁଡ଼ା…

ପାକିସ୍ତାନ ସେନା, ଆତଙ୍କବାଦୀ ମୁହାଁମୁହିଁ

ଇସଲାମାବାଦ,୧୭।୧୦: ପାକିସ୍ତାନର ଖେବର ପାଖତୁନଖ୍ବା ପ୍ରଦେଶରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଦୁଇ ଯବାନ ଏବଂ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ସୋମବାର ଉତ୍ତର ଏବଂ ଦକ୍ଷିଣ ୱାଜିରିସ୍ତାନ ଜିଲାରେ ଏହି ଘଟଣା ଘଟିଛି। ପ୍ରଥମ ମୁହାଁମୁହିଁ ଦକ୍ଷିଣ…

ଏବେ ଭୟଙ୍କର ସ୍ଥିତିରେ ଲମ୍ଫି ଭାଇରସ୍‌

କୁତ୍ରା,୧୬ା୧୦(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅଞ୍ଚଳରେ ମାଡି ଚାଲିଛି ଲମ୍ଫି ଭାଇରସ୍‌। ଏହି ଭାଇରସ୍‌ ଅଞ୍ଚଳରେ ଗତ ୩ମାସରୁ ଊର୍ଦ୍ଧ୍ୱ ହେବ ଦେଖାଦେଇଛି। ଏଥିରେ ଏକାଧିକ ଗୋରୁ ମୃତ୍ୟୁବରଣ କରିଥିବାବେଳେ ସୋମବାର ପୁଣି ଏକ ଗୋରୁ ଦେହରେ ଏହି…

ଅଫିସରେ ବଶି ଫାଇଲ ଚେକ୍‌ କରୁଛି ମାଙ୍କଡ଼

ପ୍ରତ୍ୟୋକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଭିଡିଓ ଭାଇରାଲ ହେଉଛି। ଯାହା ଅନେକ ସମୟରେ ଆଶ୍ଚର୍ଯ୍ୟ କରିଦେଲା ଭଳି ରହିଥାଏ । ସରକାରୀ କାର୍ଯ୍ୟାଳୟ ହେଉ କି ବେସରକାରୀ, କର୍ମଚାରୀଙ୍କ କାର୍ଯ୍ୟ ଉପରେ ନଜର ରଖିବା ପାଇଁ…

ଭିଏତନାମରେ ଉଦଘାଟନ ହେଲା ଜାତିର ପିତା ମାହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ହାନୋଇ,୧୭।୧୦: ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭିଏତନାମର ହୋ ଚି ମିନହରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ ସମାରୋହରେ ସାମିଲ ହୋଇଛନ୍ତି।ଏହି କାର୍ଯ୍ୟକ୍ରମରେ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିର ଉଦଘାଟନ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ।…

ଘରେ ଘରେ ଲୋକଙ୍କୁ ଜ୍ୱର

ଖଣ୍ଡପଡା,୧୭ା୧୦(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଲକ ଅଞ୍ଚଳରେ ଜ୍ୱରରେ ଶତାଧିକ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରତ୍ୟେକ ଘରେ ୨ରୁ ୩ଜଣ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ଏହାର ସୁଯୋଗ ନେଇ ଗଁା ଗଣ୍ଡାରେ କ୍ୱାକ୍‌ଙ୍କ ପ୍ରାର୍ଦୁଭାବ ବେଳକୁ ବେଳ ବୃଦ୍ଧି…

ରାଜସ୍ଥାନ ନିର୍ବାଚନ: ମହାରାଣା ପ୍ରତାପଙ୍କ ବଂଶଧର ବିଶ୍ୱରାଜ ସିଂ, ଭବାନୀ ସିଂ ଭାଜପାରେ ହେଲେ ସାମିଲ

ଜୟପୁର,୧୭।୧୦: ରାଜସ୍ଥାନରେ ବିଧାନସଭା ନିର୍ବାଚନ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ବିଶ୍ୱରାଜ ସିଂ ମେୱାର, ଭବାନୀ ସିଂ କଲଭି ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି। ନେତାମାନେ ଦଳରେ ଯୋଗଦେବା ପରେ ରାଜସ୍ଥାନର ଭାଜପା ସଭାପତି କହିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri