ଘୋଷଣା ସତ୍ତ୍ୱେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ମିଳୁନି
କେନ୍ଦ୍ରାପଡ଼ା, ୧୭ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରସ୍ଥ ଅର୍ବାନ ପିଏସିକୁ ରାଜ୍ୟ ସରକାର ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ୨ମାସ ପୂର୍ବେ ବିଭିନ୍ନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି। ସେହିପରି ଗ୍ରାମାଞ୍ଚଳରେ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା ହୋଇଛି। ଏହାସତ୍ତ୍ୱେ କେନ୍ଦ୍ରାପଡ଼ା…
ଖାରଜ ହେଲା ରୁଷିଆର ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ବିରତି ପ୍ରସ୍ତାବ
ଓ୍ବାଶିଂଟନ,୧୭।୧୦: ଗାଜାରେ ଚାଲିଥିବା ହିଂସା ଉପରେ ରୁଷିଆର ଯୁଦ୍ଧ ବିରତି ପ୍ରସ୍ତାବକୁ ସୋମବାର ରାତିରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରତ୍ୟାଖ୍ୟାନ କରାଯାଇଛି। ସୂଚନାଯୋଗ୍ୟ, ରୁଷିଆର ପ୍ରସ୍ତାବ ଗାଜାରେ ସାଧାରଣ ନାଗରିକଙ୍କ ପ୍ରତି ହୋଇଥିବା ହିଂସାକୁ ନିନ୍ଦା କରିବା ସହ ଅସ୍ତ୍ରବିରତି…
ମା’ ବିରଜାଙ୍କ ରଥଯାତ୍ରା
ଯାଜପୁର ଟାଉନ,୧୬ା୧୦(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) : ମା’ ବିରଜା ଦେବୀଙ୍କ ଦୁର୍ଗୋତ୍ସବ ଏକାଦଶ ଦିନରେ ପାଳିତ ହୋଇଥିବା ବେଳେ ରଥଯାତ୍ରା ଓ ପାଦ ଦର୍ଶନ ଦ୍ୱିତୀୟ ଦିନ ପାଳିତ ହୋଇଛି। ଯାଜପୁର ଶାସନର ବ୍ରାହ୍ମଣମାନେ ବୈତରଣୀ ଜଳରେ ମା’ଙ୍କ ସ୍ନାନ କରାଇଥିଲେ।…
ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ରୁଷିଆର ପ୍ରସ୍ତାବ ଖାରଜ
ନ୍ୟୁୟର୍କ,୧୭।୧୦: ଗାଜାରେ ଚାଲିଥିବା ହିଂସା ଉପରେ ରୁଷିଆର ପ୍ରସ୍ତାବ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରତ୍ୟାଖ୍ୟାନ କରାଯାଇଛି। ରୁଷିଆର ପ୍ରସ୍ତାବ ଗାଜାରେ ସାଧାରଣ ନାଗରିକଙ୍କ ପ୍ରତି ହୋଇଥିବା ହିଂସାକୁ ନିନ୍ଦା କରିବା ସହ ଅସ୍ତ୍ରବିରତି ଉଲ୍ଲଂଘନ କରିବାକୁ ଦାବି କରିଛି, କିନ୍ତୁ…
ଆମେରିକା ବୈଦେଶିକ ସଚିବଙ୍କ ଅପମାନ କଲେ ସାଉଦି ପ୍ରିନ୍ସ
ଓ୍ବାଶିଂଟନ,୧୭।୧୦: ଇସ୍ରାଏଲ-ହମାସ ଯୁଦ୍ଧ ସମୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଆଜିକାଲି ଆରବ ଦେଶ ଗସ୍ତରେ ଅଛନ୍ତି। ଏହି ସମୟରେ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଅପମାନିତ କରିଥିବା…
ପୂର୍ବତନ କଂଗ୍ରେସ ବିଧାୟକ ଗିରଫ
ଚଣ୍ଡିଗଡ,୧୭।୧୦: ପଞ୍ଜାବର ଫିରୋଜପୁରର ଜିରା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ କୁଲବୀର ସିଂ ଜିରାଙ୍କୁ ମଙ୍ଗଳବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କ ଘରୁ ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ ଯେ, ସରପଞ୍ଚଙ୍କ ଦାବିକୁ ନେଇ ଜିରା ବିଡିପିଓ ଜିରା କାର୍ଯ୍ୟାଳୟ…
ଆଲୋକ-ଅନ୍ଧାର ମଧ୍ୟରେ ଚାଲିଛି ଏହି ଯୁଦ୍ଧ
ଜେରୁଜେଲମ,୧୭।୧୦: ଗତ କିଛି ଦିନ ହେବ ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏଥିରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଏହି ସମୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଏହି ଯୁଦ୍ଧକୁ ଅନ୍ଧକାରର ଶକ୍ତି ବିରୁଦ୍ଧରେ ବଞ୍ଚିବା ପାଇଁ ସଂଗ୍ରାମ ବୋଲି…
ପଲିଥିନ ତଳେ ବିତୁଛି ୩ ଜୀବନ
ବରୀ,୧୭ା୧୦(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍ ଅଧୀନ ଅଲିପୁର ପଞ୍ଚାୟତ ୧୪ ନମ୍ବର ଓ୍ବାର୍ଡର ମହିଳା ରମା ଦେଈ ଏବଂ ତାଙ୍କର ଦିବ୍ୟାଙ୍ଗ ଝିଅ ଧରିତ୍ରୀ ଓ ପୁଅ ରବୀନ୍ଦ୍ର ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ଏକ ଭଙ୍ଗା ଚାଳଘରେ ପଲିଥିନ ଢାଙ୍କି ଆଶ୍ରୟ…
ସଂସ୍କୃତ ପରୀକ୍ଷା ଦେଉଥିବା ୩ ନକଲି ପରୀକ୍ଷାର୍ଥୀ ଜେଲଗଲେ
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୧୭ା୧୦(ପ୍ରଦୀପ୍ତ କୁମାର ପୃଷ୍ଟି/ଗିରିଜା ପ୍ରସାଦ ସାହୁ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ସାଉଡିଆସ୍ଥିତ ରତ୍ନାକର ସଂସ୍କୃତ ମହାବିଦ୍ୟାଳୟ ରେ ଯୁକ୍ତ ୩ ପ୍ରଥମ ବର୍ଷ ପରୀକ୍ଷା ଚାଲିଥିବା ବେଳେ ୩ ଜଣ ନକଲି ପରୀକ୍ଷାର୍ଥୀ ଧରାପଡି ଗିରଫ ହୋଇଛନ୍ତି। ଏ…
ଚାଇନାରେ ପହଞ୍ଚିଲେ ରୁଷିଆ ରାଷ୍ଟ୍ରପତି ପୁଟିନ
ବେଜିଂ,୧୭।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ଚାଇନାରେ ପହଞ୍ଚିଛନ୍ତି। ଏଠାରେ ସେ ତାଙ୍କର ଚାଇନାର ପ୍ରତିପକ୍ଷ ସି ଜିନପିଙ୍ଗଙ୍କୁ ଭେଟିବେ। ସୂଚନାନୁସାରେ, ଚାଇନା ରାଷ୍ଟ୍ରପତି ସି…
ମାଟିଲେ ମିଶିଲା ବିଏସ୍ପି ନେତାଙ୍କ ୨୦ କୋଟି ଟଙ୍କାର ହୋଟେଲ୍
ଲକ୍ଷ୍ନୌ,୧୭।୧୦: ଗ୍ୟାଙ୍ଗଷ୍ଟର ଆକ୍ଟରେ ଅଭିଯୁକ୍ତ ତଥା ଫତେହଗଡର ମୋହଲା କସରଟାର ବିଏସପି ନେତା ଅନୁପମ ଦୁବେ ବର୍ତ୍ତମାନ ଆଗ୍ରା ଜେଲରେ ଅଛନ୍ତି। ଅନୁପମଙ୍କ ବିଳାସପୂର୍ଣ୍ଣ ଗୁରୁଶରନମ ହୋଟେଲ ଶ୍ମଶାନ ଜମିରେ ନିର୍ମାଣ ହୋଇଥିବା ଡିଏମ ଶୁଣାଣି ପରେ ଜଣାପଡିଥିଲା। ଏବେ ହୋଟେଲକୁ…
ଉଦ୍ଧାର ଶିଶୁ ପୁଣି ସାଜୁଛନ୍ତି ଶ୍ରମିକ
ଯାଜପୁର,୧୬ା୧୦(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାର ବିଭିନ୍ନ ହୋଟେଲ, ଗ୍ୟାରେଜ ଆଦି ସ୍ଥାନରେ କାମ କରୁଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପରେ ପୁଣି ସେମାନେ ଶିଶୁ ଶ୍ରମିକ ଭାବେ କାମ କରୁଥିବା ଦେଖିବାକୁ ମିଳିଛି। ଶିଶୁ ଅଧିକାରକୁ କ୍ଷୁର୍ଣ୍ଣ କରୁଥିବା ବ୍ୟକ୍ତି…
Archives


