Home Left

ନଗଡ଼ାରେ ବାଘ ଆତଙ୍କ

କଳିଆପାଣି,୧୭ା୧୦(ଅସିତ୍‌ ମହାନ୍ତ): ସମ୍ପ୍ରତି ବନ ବିଭାଗର ବାଘ ଗଣନା କାର୍ଯ୍ୟକ୍ରମ ଚାଲିଛି । ହେଲେ ଯାଜପୁର ଓ ଢ଼େଙ୍କାନାଳ ଜିଲା ସୀମାନ୍ତ ନାଗଡ଼ା ଅଞ୍ଚଳରେ କଲରାପତରିଆ ବାଘ ରହିଥିବା ପାଦ ଚିହ୍ନରୁ ସୂଚନା ମିଳିଛି। ଦୈତାରୀ ସଂରକ୍ଷିତ ଜଙ୍ଗଲରେ ଗତବର୍ଷ ମହାବଳ…

ଇସ୍ରାଏଲ୍‌ରେ ଚାଲିଛି ନରସଂହାର: ସୁନକ

ଲଣ୍ଡନ,୧୭।୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଯୁଦ୍ଧ ମଙ୍ଗଳବାର ଏକାଦଶ ଦିନରେ ପ୍ରବେଶ କରିଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୪,୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରେ ପ୍ରାୟ ୧୪୦୦ ଇସ୍ରାଏଲ ଏବଂ ୨,୭୫୦ ପାଲେଷ୍ଟାଇନୀୟ ଅଛନ୍ତି।…

ଡେନ୍‌ମାର୍କ ଓ ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଭାରତର ଷ୍ଟାର୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରଣୟ

ଓଡେଞ୍ଜ(ଡେନ୍‌ମାର୍କ),୧୭ା୧୦: ପିଠିରେ ଆଘାତ ଯୋଗୁ ଭାରତର ଷ୍ଟାର୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ଏଚ୍‌ଏସ୍‌ ପ୍ରଣୟ ଡେନ୍‌ମାର୍କ ଓପନ ସୁପର ୭୫୦ ଓ ଫ୍ରେଞ୍ଚ୍‌ ଓପନ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ନିକଟରେ ଅନୁଷ୍ଠିତ ଏସିଆନ ଗେମ୍ସରେ ପ୍ରଥମ ବ୍ରୋଞ୍ଜ ପଦକ ବିଜୟୀ ମ୍ୟାଚରେ ଏହି…

ପିଏନ୍‌ବି ପକ୍ଷରୁ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର, ୧୭।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ରାଜଭାଷା ସମାରୋହ ଓ ପୁରସ୍କାର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ପିଏନ୍‌ବି ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ରାଜଭାଷା…

ହୋଣ୍ଡାର ଅଲ୍‌ ନ୍ୟୁ ସିବି୩୦୦ଆର୍‌ ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୦, (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଅଲ ନ୍ୟୁ ସିବି୩୦୦ଆରକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଓବିଡି୨ଏ ନିୟମ…

ଦାରିଦ୍ର୍ୟମୁକ୍ତ ପୃଥିବୀ ସମ୍ଭବ

ଦାରିଦ୍ର୍ୟ ହିଁ ସମସ୍ତ ସମସ୍ୟାର ମୁଖ୍ୟ କାରଣ। ତେବେ ଦାରିଦ୍ର୍ୟ ମୁକ୍ତ ପୃଥିବୀ ସମ୍ଭବ। ଏହାର ଦୂରୀକରଣ ପାଇଁ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଅକ୍ଟୋବର ୧୭ରେ ସମଗ୍ର ବିଶ୍ୱରେ ଅନ୍ତର୍ଜାତୀୟ ଦାରିଦ୍ର୍ୟ ଦୂରୀକରଣ ଦିବସ ପାଳନ କରାଯାଇଥାଏ। ୧୯୮୭ ମସିହାରେ…

ଇସ୍ରାଏଲ୍‌ର ଧମକକୁ ଆମେ ଡରୁ ନାହିଁ

ଜେରୁଜେଲମ,୧୭।୧୦: ଗତ ୧୦ ଦିନ ଧରି ହମାସ ବିରୋଧରେ ଇସ୍ରାଏଲର ଯୁଦ୍ଧ ଚାଲିଛି। ଏଥିରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଏହି ମଧ୍ୟରେ ଆତଙ୍କବାଦୀ ସଂଗଠନ ହମାସ ଏକ ବଡ଼ ବିବୃତ୍ତି ଦେଇଛି। ହମାସ କହିଛି ଯେ, ଇସ୍ରାଏଲ ସରକାରଙ୍କ…

ସୌମ୍ୟ ଜିତିଲେ ୭୯ତମ ଟାଇଟଲ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟର ବିଶ୍ୱନାଥନ ଆନନ୍ଦ ଚେସ୍‌ ହଲ୍‌ରେ ଖୋର୍ଦ୍ଧା ଜିଲା ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଫିଡେମାଷ୍ଟର ସୌମ୍ୟ ରଞ୍ଜନ ମିଶ୍ର ପୂରା ୭ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ସୌମ୍ୟଙ୍କ…

ନବଜାତର ଓଜନ ୩୨୮ ଗ୍ରାମ୍‌

ଲଣ୍ଡନ: ଦୁନିଆରେ ପ୍ରତିଦିନ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଜନ୍ମ ନେଇଥାନ୍ତି। ସେଥିମଧ୍ୟରୁ କେତେଜଣ ଛୁଆ ବହୁ ହୃଷ୍ଟପୁଷ୍ଟ ତ କେତେଜଣ କମ୍‌ଜୋର ହୋଇଥାନ୍ତି। ନିକଟରେ ବ୍ରିଟେନର ୱେଲ୍ସରେ ଏକ ପିଲା ଜନ୍ମ ହୋଇଛି, ଯାହାର ଓଜନ ମାତ୍ର ୩୨୮ ଗ୍ରାମ୍‌।…

ଆଜିଠୁ ୩ ଦିନିଆ ସାମୁଦ୍ରିକ ସମାରୋହ

ଭୁବନେଶ୍ୱର, ୧୭।୧୦: ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ (ନୂଆଦିଲ୍ଲୀ,୧୬।୧୦: ଚଳିତ ବର୍ଷ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମ୍‌ଏମ୍‌ଆର୍‌ଡିଏ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମ୍‌ଆଇଏସ୍‌-୨୦୨୩)ର ତୃତୀୟ ସଂସ୍କରଣକୁ…

ଜିଓ ମାର୍ଟ ଡିଜିଟାଲର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର ,୧୭।୧୦ ( ଅଭୟ ଦାଶ); ରିଲାଏନ୍ସ ରିଟେଲର ଅଗ୍ରଣୀ ବ୍ରାଣ୍ଡ୍‌ ‘ଜିଓ ମାର୍ଟ ଡିଜିଟାଲ’ର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ବାପୁଜୀ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଯୋଗ୍ୟ, ଜିଓ ମାର୍ଟ ଡିଜିଟାଲର ପ୍ରାଞ୍ଚାଇଜ ପାର୍ଟନର ଆରଜେଏସ ଏଣ୍ଟରପ୍ରାଇଜେସ୍‌ ପ୍ରାଇଭେଟ ଲିମିଟେଡ ଆନୁକୂଲ୍ୟରେ ଏହି…

ସୟଦ ମୁସ୍ତାକ ଅଲୀ ଟି୨୦: ଶୁଭ୍ରାଂଶୁଙ୍କ ଶତକ: ଓଡ଼ିଶା ବିଜୟୀ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): ଶୁଭ୍ରାଂଶୁ ସେନାପତିଙ୍କ ଦ୍ରୁତ ଶତକ ସହାୟତାରେ ଓଡ଼ିଶା ସୟଦ ମୁସ୍ତାକ ଅଲୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆସାମକୁ ୧୧ ରନରେ ପରାସ୍ତ କରିଛି। ମୁମ୍ବାଇର ଡିଓ୍ବାଇ ପାଟିଲ ୟୁନିଭର୍ସିଟି ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ମ୍ୟାଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri