Home Left

ପିଜିଆଇର ନୂତନ କଲେକ୍ସନ

ଭୁବନେଶ୍ୱର, ୧୭।୧୦: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ବ୍ରାଣ୍ଡ୍‌ ତଥା ପ୍ଲାଟିନମ୍‌ ଗିଲ୍‌ଡ ଇଣ୍ଟରନ୍ୟାଶନାଲ(ପିଜିଆଇ)ର ନୂତନ କଲେକ୍ସନ ‘ପ୍ଲାଟିନମ୍‌ ଲଭ୍‌ ବ୍ୟାଣ୍ଡ୍‌’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ୯୫% ଶୁଦ୍ଧ ଓ ବିରଳ ପ୍ଲାଟିନମ୍‌ରେ ଗଢ଼ା ଏହି କଲେକ୍ସନ ପ୍ରେମର ଚରମ ପ୍ରତୀକ…

ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ

ଭୁବନେଶ୍ୱର, ୧୭।୧୦: ଇଣ୍ଡିଆନ୍‌ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବ୍ୟାଙ୍କର ସମସ୍ତ ଶାଖା ପ୍ରବନ୍ଧକ, ବିସି ସୁପରଭାଇଜର ଓ ବିସିମାନଙ୍କ ପାଇଁ…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର, ୧୭।୧୦: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର ବମ୍ବେ…

ଯାଜପୁରରେ କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌

ଯାଜପୁର ରୋଡ୍‌,୧୭ା୧୦(ପବିତ୍ର ରଞ୍ଜନ ମହାନ୍ତି): କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌ ଯାଜପୁର ରୋଡ୍‌ର ଅର୍ଜୁନ କମ୍ପ୍ଳେକ୍ସ ଠାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସମ୍ମାନିତ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଲ୍ୟାଣ ଜୁଏଲର୍ସର…

ରାଜ୍ୟ ସଭା ସଚିବାଳୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୦: ଆମ୍‌ ଆଦ୍‌ମୀ ପାର୍ଟି ଏମ୍‌ପି ରାଘବ ଚଢ଼ାଙ୍କୁ ରାଜ୍ୟ ସଭାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନିଲମ୍ବନ କରାଯାଇଥିବାରୁ ସେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ଏନେଇ ସୋମବାର ରାଜ୍ୟ ସଭା ସଚିବାଳୟକୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ.…

ଜାତୀୟ ହ୍ୟାଣ୍ଡବଲ ଦଳରେ ଓଡ଼ିଶାର ଆର୍ଯ୍ୟନ

ଭୁବନେଶ୍ବର, ୧୭।୧୦(ତପନ ସ୍ବାଇଁ): ଓଡ଼ିଶାର ପ୍ରଥମ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ଖେଳାଳି ଆର୍ଯ୍ୟନ ବ୍ରାହ୍ମିନ ନିଜ କ୍ୟାରିୟରରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ସେ ଭାରତୀୟ ପୁରୁଷ ହ୍ୟାଣ୍ଡବଲ ଦଳରେ ସ୍ଥାନ ପାଇଛନ୍ତି। ୨୦୨୪ ଅଲିମ୍ପିକ୍ସ ପାଇଁ ଏସିଆନ ପୁରୁଷ ହ୍ୟାଣ୍ଡବଲ…

ଆଷ୍ଟି-ଅହମଦନଗର ଟ୍ରେନ୍‌ରେ ନିଆଁ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ବିଡ୍‌ ଜିଲା ଅନ୍ତର୍ଗତ ଆଷ୍ଟି ସହରରୁ ଅହମଦନଗର ଯାଉଥିବା ଡେମୁ ଟ୍ରେନ୍‌ର ୫ଟି ବଗିରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଫଳରେ ଯାତ୍ରୀମାନଙ୍କୁ ତୁରନ୍ତ ଟ୍ରେନ୍‌ରୁ ଓହ୍ଲାଇ ଦିଆଯାଇଛି। ନାରାୟଣଡୋହ ଏବଂ ଅହମଦନଗର ଷ୍ଟେଶନ ମଧ୍ୟବର୍ତ୍ତୀ ସ୍ଥାନରେ ଏହି…

ଅକ୍ଟୋବର ୧୮ରେ ଇସ୍ରାଏଲ ଗସ୍ତରେ ଯିବେ ବାଇଡେନ୍‌

ଓ୍ବାଶିଂଟନ୍‌,୧୭।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଅକ୍ଟୋବର ୧୮ରେ ତେଲ ଅଭିବ ଗସ୍ତ କରିବେ। ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏହି ସୂଚନା ଦେଇଛନ୍ତି। ବ୍ଲିଙ୍କେନ କହିଛନ୍ତି ଯେ, ଇସ୍ରାଏଲ, ମଧ୍ୟ ପୂର୍ବ ଏବଂ ବିଶ୍ୱ…

ଗୁଗଲ୍‌ ସିଇଓଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଗୁଲ ଏବଂ ଆଲଫାବେଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କ ସହ ଡିଜିଟାଲ ମାଧ୍ୟମରେ କଥା ହୋଇଥିଲେ। ଭାରତରେ ବୈଦ୍ୟୁତିକ ଉତ୍ପାଦନ ଇକୋସିଷ୍ଟମର ବିସ୍ତାରରେ ଭାଗ ନେବାକୁ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରର ଗୁଗଲର ଯୋଜନା ଉପରେ…

ପୂର୍ବାଞ୍ଚଳ କରାଟେ: ଓଡ଼ିଶାକୁ ୨୪ ସ୍ବର୍ଣ୍ଣ ସହ ୬୨ ପଦକ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): କୋଲ୍‌କାତାର ଅମାଲଦୂତ କ୍ରୀଡ଼ାଙ୍ଗନରେ ୩ୟ ପୂର୍ବାଞ୍ଚଳ କରାଟେ ପ୍ରତିଯୋଗିତା ଗତ ୧୪ ଓ ୧୫ ତାରିଖ ଦୁଇଦିନଧରି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାରୁ ମୋଟ ୭୧ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଭଲ ପ୍ରଦର୍ଶନ କରିଥିବା ଓଡ଼ିଶା ୨୪…

ଚଳନ୍ତା କାର୍‌ ଉପରେ ଖୋଲାଖୋଲି ରୋମାନ୍ସ

ପ୍ରତ୍ୟୋକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ଯାହା ଅନେକ ସମୟରେ ଆଶ୍ଚଯ୍ୟ କରିଦେଲା ଭଳି ମନେହୁଏ। ତେବେ ବର୍ତ୍ତମାନ ହାଇଦ୍ରାବାଦ୍‌ରେ ଏକ ଚଳନ୍ତା କାର ଉପରେ ଦମ୍ପତି ରୋମାନ୍ସ କରୁଥିବା ନଜର ଆସିଛି। ଜଣେ…

ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦ (ତପନ ସ୍ବାଇଁ): ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ ଗେମ୍ସର ପୁରୁଷ ଜାଭେଲିନ୍‌ ଥ୍ରୋରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଓଡ଼ିଶାର କିଶୋର ଜେନାଙ୍କୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ଦୂରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri