Home Left

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୬।୧୦: ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସୋମବାର ସେ କହିଛନ୍ତି ମୋଦି ଇସ୍ରାଏଲ ପାଇଁ ଅଧିକ ଚିନ୍ତିତ। କେବଳ ଘୃଣା ବ୍ୟାପିବା ପାଇଁ ଭାଜପା କାର୍ଯ୍ୟ କରୁଛି। ଆଇଜଲର ରାଜ…

ମୋବାଇଲ ଭାଙ୍ଗି ଦେବାରୁ ଜୀବନ ନେଇଗଲା ସାଙ୍ଗ

ଚାନ୍ଦବାଲି,୧୬।୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମାଧପୁର ପଞ୍ଚାୟତ ଅଣଖାସାହି ଗାଁରେ ଶୁକ୍ରବାର ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ରବିବାର ପୋଲିସ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ ମାଧପୁର…

ଉତ୍ତର କୋରିଆ ଗସ୍ତ କରିବେ ରୁଷିଆ ବୈଦେଶିକ ମନ୍ତ୍ରୀ

ମସ୍କୋ,୧୬।୧୦: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗଇ ଲାଭ୍ରୋଭ ଏହି ସପ୍ତାହରେ ଉତ୍ତର କୋରିଆ ଗସ୍ତ କରିବେ। ରୁଷିଆର ଏହି ଗସ୍ତ ଏପରି ଏକ ସମୟରେ ଆସିଛି, ଯେତେବେଳେ ଆମେରିକା ଦାବି କରିଛି ଯେ ୟୁକ୍ରେନ ଯୁଦ୍ଧରେ ବ୍ୟବହାର ପାଇଁ ପ୍ୟୋଙ୍ଗୟାଙ୍ଗ ରୁଷିଆକୁ…

ମହୁଆଙ୍କ ସପକ୍ଷରେ ବାହାରିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୧୬।୧୦:  ଭାଜପା ଏମପି ନିଶିକାନ୍ତ ଦୁବେ ତ୍ରୁଣ ମୂଳ କଂଗ୍ରେସ (ଟିଏମସି)ଏମପି ମହୁଆ ମୋଇତ୍ରଙ୍କୁ ପ୍ରଶ୍ନ ପଚାରି ନଗଦ ଟଙ୍କା ନେଇଥିବା ଅଭିଯୋଗ କରିଛନ୍ତି। ଏହି ଅଭିଯୋଗର ତଦନ୍ତ ପାଇଁ ତଦନ୍ତ କମିଟି ଗଠନ କରିବାକୁ ଦୁବେ ଲୋକ ସଭା ବାଚସ୍ପତି…

ରାଘବ ଚଢାଙ୍କ ଆବେଦନ ଉପରେ ରାଜ୍ୟ ସଭା ସଚିବାଳୟକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୦: ଆମ ଆଦମୀ ପାର୍ଟି (ଏଏପି) ଏମ୍‌ପି ରାଘବ ଚଢାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର ଅର୍ଥାତ୍‌ ଅକ୍ଟୋବର ୧୬ରେ ରାଜ୍ୟ ସଭା ସଚିବାଳୟକୁ ନୋଟିସ ଜାରି କରିଛନ୍ତି। ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୩୦ରେ ହେବ। ରାଘବ ରାଜ୍ୟ ସଭାରୁ ତାଙ୍କ…

ମିଜୋରାମ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଆଇଜଲ,୧୬।୧୦: )ମିଜୋରାମ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସୋମବାର କଂଗ୍ରେସ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ୪୦ ଟି ବିଧାନସଭା ଆସନ ବିଶିଷ୍ଟ ଏହି ରାଜ୍ୟରେ କଂଗ୍ରେସ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳ କେବଳ ଲୁଙ୍ଗଲେଇ ଦକ୍ଷିଣ…

ଟସ୍‌ ଜିତି ଶ୍ରୀଲଙ୍କାର ଦମ୍‌ଦାର ବ୍ୟାଟିଂ: ୬୧/୦

ଲକ୍ଷ୍ନୌ,୧୬।୧୦: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ୨୦୨୩ ଦିନିକିଆ ବିଶ୍ବକପର ୧୪ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ କୁଶଳ ମେଣ୍ଡିସ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ୧୧ ଓଭର ଖେଳ ସୁଦ୍ଧା…

୧୩ ବର୍ଷରେ ନକଟିଗୁଡ଼ା ଦୁର୍ଗାପୂଜା

ଭବାନୀପାଟଣା,୧୬।୧୦(ଉତ୍ତମ କୁମାର ଦାଶ):(୦୩) ଶାରଦୀୟ ଦୁର୍ଗାପୂଜା ପାଇଁ ସମୟ ଯେତେ ପାଖେଇ ଆସୁଛି, ପୂଜା ମଣ୍ଡପଗୁଡିକରେ ପ୍ରସ୍ତୁତି ସେତେ ଯୋର ଧରୁଛି। ଏପରିସ୍ଥଳେ କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ନକଟିଗୁଡା ପୂଜା ମଣ୍ଡପ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ପ୍ରତିବର୍ଷ ପୂଜା…

୫୨୦ ଗ୍ରାମ ବ୍ରାଉନସୁଗାର ଜବତ: ଧରାପଡ଼ିଲେ କୋର୍ଟ ପିଅନ

କେନ୍ଦୁଝର,୧୬।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): (୦୩) ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବ୍ରାଉନସୁଗାର କାରବାର ଉପରେ ଧରପଗଡ଼ ଆରମ୍ଭ କରିଛି। ସମ୍ପୃକ୍ତ ଟିମ୍‌ ଟାଉନ୍‌ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ଏକ କାର୍‌…

ଜମି ବିବାଦରୁ ହତ୍ୟା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ସିନାପାଲି,୧୬।୧୦(ମନଫୁଲ ମେହେର): (୦୩) ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅଧୀନ ଝାରବନ୍ଦ ପଞ୍ଚାୟତ ମାଲପଡା ଗ୍ରାମରେ ଜମିବାଡି ବିବାଦକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସିନାପାଲି ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ସୁଶିଲ କୁଲଦିପ (୩୫)। ମିଳିଥିବା ସୂଚନା…

୩୦୦୦ରୁ ଅଧିକ ଲୋକ ଭୂକମ୍ପରେ ମୃତ୍ୟୁବରଣ କଲେ, ଏହି ବିଜୟ ଦେଶକୁ କିଛିଟା ଖୁସି ଦେବ: ରଶିଦ

ନୂଆଦିଲ୍ଲୀ,୧୬।୧୦(୦୭): ବିଶ୍ୱକପ ୨୦୨୩ର ୧୩ତମ ମ୍ୟାଚରେ ଆଫଗାନିସ୍ତାନ ଇଂଲଣ୍ଡକୁ ୬୯ ରନ୍‌ରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ ସ୍ପିନ ବୋଲର ରଶିଦ ଖାଁ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ରଶିଦ କହିଛନ୍ତି ଯେ, ଇଂଲଣ୍ଡ ଉପରେ…

ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ

ଭୁବନେଶ୍ୱର,୧୬ା୧୦(0୫): ଗୀତିକାର ଶ୍ରୀମତୀ ବିନୋଦିନୀ ଦେବୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଶଯ୍ୟାଶାୟୀ ଥାଇ ଆଜି ସକାଳେ ତାଙ୍କର ଅନୁଗୋଳରେ ପରଲୋକ ହୋଇଛି। ସେ ସୁଗମ ଏବଂ ଚଳଚ୍ଚିତ୍ର ସଙ୍ଗୀତର ଅପ୍ରତିଦ୍ୱନ୍ଦ୍ୱୀ ଗୀତିକାର ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri