ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…
ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର ପ୍ରଦେଶରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳା ଯୋଜନା। ସେହିପରି, ହିମାଚଳ ପ୍ରଦେଶ ସରକାର ବେଟି…
କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି
ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶଟ୍ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ୧୨…
‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…
ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଯେତେବେଳେ କୋର୍ଟ ମାମଲା ଶୁଣାଣି…
ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍
ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ ବୁଲା କୁକୁର ବସିଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ
ପୁରୀ,୬ା୨(ଅଜିତ୍ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ ହେବ। ଏ ନେଇ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍ ସେଣ୍ଟରର ସଭାପତି ଶ୍ରୀମନ୍ତ କୁମାର ଦାଶ…
ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା
କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର ହେଉ ନ ଥିବାରୁ ସ୍କୁଲ ପରିବେଶ ସମେତ ଶ୍ରେଣୀ ଗୃହ ବିପଦସଙ୍କୁଳ ଅବସ୍ଥାରେ…
‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ
ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର (ପ୍ରାୟ ୬୭ ଲକ୍ଷ କୋଟି ଟଙ୍କାରୁ ଅଧିକ) ସମ୍ପତ୍ତିର ମାଲିକ ହୋଇଛନ୍ତି। କିନ୍ତୁ…
Ola Uber Rapido Strike: ଗୋଟିଏ ଦିନ ପରେ ଆଉ ବୁକ୍ କରିପାରିବେନି ଓଲା, ଉବର, ରାପିଡୋ! ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୬।୧: ଓଲା, ଉବର ଏବଂ ରାପିଡୋ ଭଳି ଆପ-ଭିତ୍ତିକ ଚାଳକମାନେ ଆସନ୍ତାକାଲି, ଶନିବାର ଦେଶବ୍ୟାପୀ ଧର୍ମଘଟ କରିବେ। ଫେବୃଆରୀ ୭ରେ ଏହି ଦେଶବ୍ୟାପୀ ଧର୍ମଘଟ ଏହି ଆପ ବ୍ୟବହାର କରୁଥିବା ଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ କରିପାରେ। ଏହି ପ୍ରତିବାଦକୁ ‘ଅଲ ଇଣ୍ଡିଆ…
ବିନା ଖାଇବା-ପିଇବାରେ କେତେଦିନ ବଞ୍ଚିପାରିବ ମଣିଷ? ଜାଣନ୍ତୁ ହ୍ୟୁମାନ ବଡ଼ିର କାପାସିଟି…
ମଣିଷ ଶରୀର ଆଶ୍ଚର୍ଯ୍ୟଜନକ ଭାବରେ ସ୍ଥିର, କିନ୍ତୁ ଏହାର କିଛି ବାୟୋଲଜିକାଲ ସୀମା ମଧ୍ୟ ଅଛି। ଖାଦ୍ୟ ଏବଂ ପାଣି ବିନା ବଞ୍ଚିବା ଶରୀର ମସ୍ତିଷ୍କ, ହୃଦୟ ଏବଂ ବୃକକ ଭଳି ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡ଼ିକୁ କେତେ ସମୟ ପର୍ଯ୍ୟନ୍ତ ସୁରକ୍ଷା ଦେଇପାରିବ…
ଦୁଃସାହାସିକ ଖେଳ ପ୍ରଦର୍ଶନ କଲେ ଛାତ୍ରୀଛାତ୍ର: ବାହାରିଲା ବିରାଟ ଶୋଭାଯାତ୍ରା
ଦାରିଙ୍ଗବାଡି,୬।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସର କ୍ୟାମ୍ପରୀର ଶୁକ୍ରବାର ହେଉଛି ଦିତୀୟ ଦିବସ। ଦ୍ୱିତୀୟ ଦିବସର ସକାଳ ୭ଟାରୁ ୪ ଶହରୁ…
ଶାଗୁଆନ ଜଙ୍ଗଲରେ ନିଆଁ
ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ସାମାଜିକ କର୍ମୀ ରାଜକିଶୋର ମହାନ୍ତି, ବିକ୍ରମ ସିଂ ଘଟଣାସ୍ଥଳରେ ପହଞ୍ଚି ନିଆଁ…
ଆଉ ମାତ୍ର ୧୨ ଦିନ ପରେ ରକ୍ତର ଲୁହ ଢାଳିବ ପାକିସ୍ତାନ! ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୬।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଫେବୃଆରୀ ତୃତୀୟ ସପ୍ତାହରେ ଭାରତ ଗସ୍ତରେ ଆସୁଛନ୍ତି। ସେ ଫେବୃଆରୀ ୧୮ରେ ନୂଆଦିଲ୍ଲୀରେ ହେବାକୁ ଥିବା ଏଆଇ ସମ୍ମିଳନୀରେ ଯୋଗଦେବେ ବୋଲି ଆଶା କରାଯାଉଛି। ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…
Archives


