ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ
ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ…
କଷ୍ଟ ଲାଘବ କରେ ନିଶ୍ଚେତକ
ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ଏହା ବିନା ସାଧାରଣ ପରୀକ୍ଷାଠାରୁ ଆରମ୍ଭ କରି ଛୋଟ ଅବା ବଡ଼ ଅପରେଶନ ସମ୍ଭବ ହୋଇପାରି ନ ଥାଏ। ନିଶ୍ଚେତକ ବ୍ୟବହାର ଦ୍ୱାରା ରୋଗୀ ଅପରେଶନ ସମୟରେ କଷ୍ଟ ଅନୁଭବ କରିପାରି ନ…
ଖାଦ୍ୟ ସଂରକ୍ଷଣ ଅପରିହାର୍ଯ୍ୟ
ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ…
ଆଇ-ଫାଇନାନ୍ସର ଶୁଭାରମ୍ଭ
ଭୁବନେଶ୍ୱର,୧୬।୧୦: ଆଇସିଆଇସିଆଇ ବ୍ୟାଙ୍କର ନୂତନ ଉତ୍ପାଦ ‘ଆଇ-ଫାଇନାନ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହା ଜରିଆରେ ଗ୍ରାହକମାନେ ସଞ୍ଚୟ ଓ ଚଳନ୍ତି ଖାତାକୁ ଗୋଟିଏ ସ୍ଥାନରେ ଏକସଙ୍ଗେ ଦେଖିବାର ସୁଯୋଗ ପାଇବେ। ଏପରିକି ଉକ୍ତ ସୁବିଧାକୁ ଅନ୍ୟ ବ୍ୟାଙ୍କର ଗ୍ରାହକମାନେ ମଧ୍ୟ…
ନିଠାରି ମାମଲା: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି, ପନ୍ଦେରଙ୍କୁ ଦୋଷମୁକ୍ତ କଲେ ହାଇକୋର୍ଟ
ପ୍ରୟାଗରାଜ,୧୬।୧୦: ନୋଏଡାର ବହୁ ଚର୍ଚ୍ଚିତ ନିଠାରୀ ମାମଲାରେ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କୁ ଆହ୍ଲାବାଦ ହାଇକୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅନେକ ଦିନର ବିତର୍କ ପରେ କୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ସୋମବାର ହାଇକୋର୍ଟ ଏହାର ନିଷ୍ପତ୍ତି ଘୋଷଣା କରିଛନ୍ତି। କୋର୍ଟ…
ଆକ୍ସିସ୍ ବ୍ୟାଙ୍କର ନୂତନ ଅଭିଯାନ
ଭୁବନେଶ୍ୱର,୧୬।୧୦: ଆକ୍ସିସ୍ ବ୍ୟାଙ୍କର ନୂତନ ଅଭିଯାନ ‘ସ୍ପର୍ଶ ସପ୍ତାହ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକଙ୍କ ପ୍ରତି ରହିଥିବା ଆଗ୍ରହର ପରିପ୍ରକାଶ କରିବା ଲାଗି ଉକ୍ତ ଅଭିଯାନର ଆୟୋଜନ କରାଯାଇଛି। ଏପରିକି ବ୍ୟାଙ୍କ ଓ ଗ୍ରାହକମାନଙ୍କ ମଧ୍ୟରେ ରହିଥିବା…
ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘଜୀବନ କାମନା କରି ଦୀପଦାନ
ହିଞ୍ଜିଳିକାଟୁ,୧୬ା୧୦(୦୫): ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗରେ ମ୍ରିୟମାଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷ ନିଜର ୭୮ତମ ଜନ୍ମ ଦିନ ପାଳନ କରିଲେ ନାହିଁ। ଶୁଭେଚ୍ଛା ଜଣାଇବାକୁ କେହି ନବୀନ ନିବାସ ନ ଆସିବା ପାଇଁ କହିଛନ୍ତି। ତେବେ, ହିଞ୍ଜିଳିକାଟୁଠାରେ…
ଫ୍ୟାମିଲି ହାଇଭ୍ଜ ପୋର୍ଟାଲ ଉନ୍ମୋଚିତ
ପୁରୀ, ୧୬ା୧୦(ଅଜିତ ମହାନ୍ତି): ପରିବାର ସହ ଅବସର ସମୟରେ ବିଭିନ୍ନ ସ୍ଥାନ ଭ୍ରମଣ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଅନ୍ଲାଇନରେ ସ୍ବଳ୍ପ ଓ ଦୀର୍ଘସମୟ ସକାଶେ ଆବଶ୍ୟକ ହୋଟେଲ, ହଲିଡେ ହୋମ୍, କଟେଜ୍, ଭିଲ୍ଲା କିମ୍ବା ଅବସର ବିନୋଦନ କେନ୍ଦ୍ର ଯୋଗାଇଦେବା…
ଶାସନ କ୍ଷମତା କଂଗ୍ରେସ ହାତକୁ ଆସିଲେ ମହିଳାଙ୍କୁ ବିବାହ ସମୟରେ ମାଗଣାରେ ମିଳିପାରେ ୧୦ ଗ୍ରାମ ସୁନା, ୧ ଲକ୍ଷ ଟଙ୍କା
ହାଇଦ୍ରାବାଦ,୧୬।୧୦: ପାଖେଇ ଆସୁଛି ତେଲଙ୍ଗାନା ବିଧାନସଭା ନିର୍ବାଚନ। ଏହି କ୍ରମରେ ସମସ୍ତ ରାଜନୈତିକ ଦଳ ଭୋଟରଙ୍କୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି। ପୁଣିଥରେ ତେଲଙ୍ଗାନାରେ କ୍ଷମତା ବଜାୟ ରଖିବାକୁ ନେଇ ଭାରତ ରାଷ୍ଟ୍ର ସମିତି (ବିଆରଏସ) ରବିବାର ଏହାର ମନିଫେଷ୍ଟୋ ପ୍ରକାଶ…
ହମାସକୁ ରକ୍ତ ଶୋଷୁଥିବା ରାକ୍ଷସ ସହ ତୁଳନା କଲେ ଇସ୍ରାଏଲର ପ୍ରଧାନମନ୍ତ୍ରୀ
ଜେରୁଜେଲମ,୧୬।୧୦(୦୭): ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ହମାସ ସହିତ ଯୁଦ୍ଧ ଆରମ୍ଭ ହେବା ପରେ ଦେଶର ଜରୁରୀକାଳିନ ସରକାରୀ କ୍ୟାବିନେଟର ପ୍ରଥମ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଦକ୍ଷିଣ ଇସ୍ରାଏଲ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ନିହତ ହୋଇଥିବା ଲୋକଙ୍କ ପାଇଁ କ୍ୟାବିନେଟ…
ମେରି ସହେଲିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୧୬।୧୦: ରାଜ୍ୟର ସର୍ବ ପୁରାତନ କସ୍ମେଟିକ୍ସ ରିଟେଲ ଆଣ୍ଡ ସେଲୁନ୍ ସପ୍ଲାଏ ଚେନ୍ ମେରି ସହେଲିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ରବିବାର ବିଜେବି ନଗରସ୍ଥିତ ବିଜେଇଏମ୍ ସ୍କୁଲ ନିକଟରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରେଣୁକା ଜୈନ ସମ୍ମାନିତ ଅତିଥି…
ଓଡ଼ିଶା ବଜାରରେ ହିରୋର ନ୍ୟୁ ହାର୍ଲି ଡାଭିଡସନ ଏକ୍ସ୪୪୦
ଭୁବନେଶ୍ୱର, ୧୬।୧୦: ହିରୋ ମୋଟକର୍ପ ପ୍ରାଇଭେଟ ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହାର୍ଲି ଡାଭିଡସନ ଏକ୍ସ୪୪୦ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲରଗୁଡ଼ିକ ଜରିଆରେ ଉକ୍ତ ମଡେଲକୁ କମ୍ପାନୀ ଓଡ଼ିଶା…
Archives


