Home Left

ସୁଶ୍ରୀତାଙ୍କ ‘ଡୁଡୁଲ ଆର୍ଟରେ’ ଓଡ଼ିଶାର ମନ୍ଦିର

ଭୁବନେଶ୍ୱର ନୀଳାଦ୍ରି ବିହାର ଅଞ୍ଚଳର ସୁଶ୍ରୀତା ସାମନ୍ତରାୟ ଆଉ ଜଣେ ନିଆରା ଶିଳ୍ପୀ। ଡୁଡୁଲ୍‌ ଆର୍ଟ ବା ମାଇକ୍ରୋ ଆର୍ଟ ଏବଂ ଡିଜିଟାଲ ଟାଇପୋଗ୍ରାଫିରେ ଚିତ୍ରକଳା ପ୍ରସ୍ତୁତ କରି ପ୍ରଶଂସା ସାଉଣ୍ଟିବାରେ ଲାଗିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ପ୍ରସ୍ତୁତ କରିବାରେ ସିଦ୍ଧହସ୍ତ…

ରଙ୍ଗିନ ରାତି ପାଇଁ ନିୟମ ଫୁ’

ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍‌ ରାଉତ): କମିଶନରେଟ ପୋଲିସର କଡ଼ା ନିୟମ, ହେଲେ ଢିଲା ପାଳନ। ବାରମ୍ବାର ଚଢ଼ାଉ ଚାଲୁଛି, କିନ୍ତୁ ସବୁ ନିୟମ ଭାଙ୍ଗି ରାତି ସେମିତି ରଙ୍ଗିନ ହେଉଛି। ରାଜଧାନୀରେ ଥିବା ବାର୍‌, ନାଇଟ୍‌ କ୍ଲବ୍‌ ଓ ଡ୍ୟାନ୍ସବାର୍‌ଗୁଡ଼ିକ ବିଳମ୍ବିତ ରାତି ଯାଏ…

ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି: ମାଓବାଦୀ ସଂଗଠନ

ରାୟଗଡ଼ା,୧୬।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ଓ ଘରୋଇ କମ୍ପାନୀ ବିରୋଧରେ ବାଂଶଧାରା-ଘୁମୁସର-ନାଗାବଳୀ (ବାଘୁନା) ଡିଭିଜନାଲ ମାଓବାଦୀ କମିଟି ପ୍ରେସ୍‌ ରିଲିଜ ଜାରି କରିଛି। ଏସ୍‌ପି ଶର୍ମାଙ୍କ ନେତୃତ୍ୱରେ ଜିଲା ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି। ପୋଲିସ…

କଷ୍ଟ ଲାଘବ କରେ ନିଶ୍ଚେତକ

ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ଏହା ବିନା ସାଧାରଣ ପରୀକ୍ଷାଠାରୁ ଆରମ୍ଭ କରି ଛୋଟ ଅବା ବଡ଼ ଅପରେଶନ ସମ୍ଭବ ହୋଇପାରି ନ ଥାଏ। ନିଶ୍ଚେତକ ବ୍ୟବହାର ଦ୍ୱାରା ରୋଗୀ ଅପରେଶନ ସମୟରେ କଷ୍ଟ ଅନୁଭବ କରିପାରି ନ…

ବିଶ୍ୱ ଖାଦ୍ୟ ଦିବସ

ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ…

ପଳାଶୁଣୀରେ ଲକ୍ଷ୍ମୀନାରାୟଣ ମନ୍ଦିର ତୋରଣ

ଭୁବନେଶ୍ୱର,୧୬।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଦୁର୍ଗା। ରବିବାରଠାରୁ ନବରାତ୍ର ପୂଜା ଆରମ୍ଭ ହୋଇଥିବାବେଳେ ଦୁର୍ଗାପୂଜା ପାଇଁ ଆୟୋଜକମାନେ ସେମାନଙ୍କ ପ୍ରସ୍ତୁତିକୁ ଜୋର୍‌ଦାର କରିଛନ୍ତି। ରାଜଧାନୀର ଅନ୍ୟତମ ମଣ୍ଡପ ପଳାଶୁଣୀରେ ଏଥର ମଧ୍ୟପ୍ରଦେଶର ଲକ୍ଷ୍ମୀନାରାୟଣ…

କାଚ ମେଢ଼ରେ ଶୋଭାପାଇବେ ମା’

କଟକ,୧୬ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକ ସହର। ବିଭିନ୍ନ ମଣ୍ଡପରେ ପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୂଜା ପାଇଁ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଏହି ପୂଜା ଦୌଡ଼ରେ ସାମିଲ ହୋଇଛି…

ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସବ୍‌ଡିଭିଜନ ମାନ୍ୟତା

ଓଡ଼ଗାଁ,୧୬ା୧୦(ଆଦର୍ଶ କୁମାର ପଟ୍ଟନାୟକ): ସାରା ରାଜ୍ୟରେ ଓଡ଼ଗାଁ ସମେତ ୧୪୪ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଖୋଲିବା ନିମନ୍ତେ ରାଜ୍ୟପାଳଙ୍କ ଅନୁମୋଦନ ମିଳିସାରିଛି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୧୧ ତାରିଖରେ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ…

ଅଳାଇଲୋରେ ଅଧିକୃତ ଜମି ଚାଷୀଙ୍କୁ ଫେରାଅ

କେନ୍ଦ୍ରାପଡ଼ା,୧୬ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଳାଇଲୋଠାରେ ବିଦ୍ୟୁତ୍‌ ପ୍ଲାଣ୍ଟ ସ୍ଥାପନ ପାଇଁ ସ୍ଥାନୀୟ ଲୋକଙ୍କଠାରୁ ୧୨ବର୍ଷ ପୂର୍ବେ ଜମି ଅଧିଗ୍ରହଣ କରାଯାଇଥିଲା। ତେବେ ଏହି ଜମି ଚାଷୀଙ୍କୁ ଫେରାଇବା ପାଇଁ ଜିଲା ଜନ ଅଧିକାର ଅଭିଯାନ ପକ୍ଷରୁ ଜିଲାପାଳଙ୍କୁ…

ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

କାକଟପୁର(ଶୁଭଦର୍ଶନ ମିଶ୍ର)/ଅସ୍ତରଙ୍ଗ (ପ୍ରଦୀପ୍ତ କୁମାର ଦୀକ୍ଷିତ), ୧୬ା୧୦: ପୁରୀ ଜିଲା କାକଟପୁର ଜଳସମ୍ପଦ ବିଭାଗ ଅଧୀନସ୍ଥ ଦେବୀ ନଦୀବନ୍ଧ ରାସ୍ତାରେ ୨ଶହ ଫୁଟ ଲମ୍ବ ପର୍ଯ୍ୟନ୍ତ ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ନଦୀ ତଟବର୍ତ୍ତୀ ଓ ତଳିଆ ଅଞ୍ଚଳ ଲୋକେ ଆତଙ୍କିତ…

ଓଜେଇ ରିପୋର୍ଟ ପରେ ବି ନିଆଯାଉନି କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୬ା୧୦(ପ୍ରଭାତ ପାଣିଗ୍ରାହୀ): ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜ(ଜିଏଏମ୍‌)ରେ ବିନା ଏନ୍‌ଇଇଟି, ଓଜେଇ ଆଲଟ୍‌ମେଣ୍ଟ ନମ୍ବର ଏପରି କି ପୂର୍ବରୁ କୌଣସି କଲେଜରେ ନାମ ଲେଖାଇ ନ ଥିବା ପିଲାଙ୍କୁ ଡାକ୍ତରୀ ପାଠ୍ୟକ୍ରମ ପାଇଁ ନାମ ଲେଖାଇବାକୁ ସୁଯୋଗ ଦିଆଯାଉଛି। ଏହାର ସମସ୍ତ…

ଧାନକ୍ଷେତ ଛାଡ଼ି ଯାଉନାହାନ୍ତି ହାତୀ

କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଧାନ ଫସଲ ଭଲ ହୋଇଛି। କ୍ଷେତରେ ଏବେ ଧାନ କେଣ୍ଡା ମାରିଲାଣି। ଆଉ ପ୍ରାୟ ମାସକ ମଧ୍ୟରେ ଚାଷୀ ଫସଲ ଅମଳ କରିବ। ଧାନ ଅମଳ କଲେ ବିକି ଧାର କରଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri