କାରରୁ ବାହାରିଲା ୨୧୫ କେଜି ଗଞ୍ଜେଇ: ୩ ଗିରଫ
ବ୍ରହ୍ମପୁର,୧୭।୨(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୁଇନ୍ଦା ଉପ ଅଧିକ୍ଷକ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗଜପତି ନଗରରୁ ଏକ କାର ଭିତରୁ ୫୦ କେଜି ଗଞ୍ଜେଇ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ଗଜପତି ଜିଲା ଆର.…
ଯୁବବର୍ଗଙ୍କ ପାଇଁ ଖୁସିଖବର: ନିଯୁକ୍ତି ପରେ ନିଯୁକ୍ତି, କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଚୌଦ୍ବାର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଇଣ୍ଟିଗ୍ରେଟେଡ ଟେକ୍ସଟାଇଲ ପାର୍କ ନିର୍ମିତ ହେବ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦ ହଜାର…
ପୂର୍ବ ଶତ୍ରୁତାରୁ ବୃଦ୍ଧଙ୍କ ଗଳାକାଟି ହତ୍ୟା ଅଭିଯୋଗ
କାମାକ୍ଷାନଗର,୧୭ା୨(ଅମ୍ଜାନ୍ ଖାନ୍): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ମରୁଆବିଲି ପଞ୍ଚାୟତ କଣ୍ଡାର ଗ୍ରାମରେ ଧର୍ମାନନ୍ଦ ଦେହୁରୀ ନାମକ ଜଣେ ବ୍ୟକ୍ତିଙ୍କୁ କେହି ଦୁର୍ବୃତ୍ତ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଶୁକ୍ରବାରଠାରୁ ଧର୍ମାନନ୍ଦ ଘରୁ ଆସିଥିବା…
‘ପଶ୍ଚିମବଙ୍ଗରେ ଲାଗୁ ରାଷ୍ଟ୍ରପତି ଶାସନ’
କୋଲକାତା,୧୭।୨: ପଶ୍ଚିମବଙ୍ଗର ଉତ୍ତର ପରଗାନା ଜିଲାସ୍ଥିତ ସନ୍ଦେଶଖାଲି ଯୌନ ଉତ୍ପୀଡନ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଏବେ କଥା ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ଯାଏ ପହଞ୍ଚିଛି। ଏସ୍ସି ପ୍ୟାନେଲ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗି ସୁପାରିଶ…
ସ୍ଥଗିତ ହେଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ
ଭୁବନେଶର,୧୭।୨: ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ ରହିଛି । ସରକାରଙ୍କ ପ୍ରତିତି ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ପର୍ଯ୍ୟାୟ କ୍ରମେ ସବୁ ଦାବି ପୂରଣ ନେଇ ପ୍ରତିଶୃତି ଦିଆଯାଇଛି । ତେଣୁ ଆନ୍ଦୋଳନ ସ୍ଥଗିତ ନେଇ ପ୍ରାଣୀ ଚିକିତ୍ସକ ସେବା ସଙ୍ଘ…
ରେଳଧାରଣାରେ ପଡ଼ିଛି ୪ ଖଣ୍ଡ ବିଖଣ୍ଡିତ ମୃତଦେହ
ଟେନ୍ସା,୧୭।୨(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ଚକ୍ରଧରପୁର ରେଳ ବିଭାଗ ତାଲାବୁରୁ-କେନ୍ଦୋପୋସି ରେଳଷ୍ଟେଶନ ମଧ୍ୟରେ ଥିବା ରେଳଧାରଣାରୁ ୪ଜଣଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ କରିଛି। ଧାରଣା ଉପରେ ଜଣେ ଯୁବକ, ଜଣେ ମହିଳା ଏବଂ ଦୁଇ ଶିଶୁଙ୍କ…
ଫ୍ରିଜକୁ କାନ୍ଥ ସହ ଲଗାଇ ରଖୁଛନ୍ତି କି? ହୋଇପାରନ୍ତି ଖର୍ଚ୍ଚାନ୍ତ
ଖରାଦିନେ ଥଣ୍ଡା ପାଣି ପିଇବା ଏବଂ ଖାଦ୍ୟକୁ ନଷ୍ଟ ହେବାରୁ ରକ୍ଷା କରିବା ପାଇଁ ରେଫ୍ରିଜରେଟର ବ୍ୟବହାର କରିଥା’ନ୍ତି। ବର୍ତ୍ତମାନ ଘରେ ଘରେ ଫ୍ରିଜ ସାଧାରଣ ହୋଇଗଲାଣି। ଲୋକେ ଏହାକୁ ବ୍ୟବହାର କରିବାରେ ଅଭ୍ୟସ୍ତ ହୋଇଗଲେଣି। କିନ୍ତୁ ବେଳେବେଳେ ଉପଭୋକ୍ତାମାନେ ଫ୍ରିଜକୁ…
ବିଜେଡି ଭାଜପା ବାହାଘର: ମୋଦି ବରକୁ ନବୀନ କନ୍ୟା
ନିଶ୍ଚିନ୍ତକୋଇଲି,୧୭।୨ (ଅଶୋକ କୁମାର ମହାପାତ୍ର ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଦନ ମଣ୍ଡପରେ ଏକ ନିଆରା ବାହାଘର ଦେଖିବାକୁ ମିଳଛି। ଏହି ବାହାଘରକୁ କଂଗ୍ରସେ କର୍ମୀ ଆୟୋଜନ କରିଛନ୍ତି। କଂଗ୍ରେସ ପିସିସି ସଭ୍ୟ ପ୍ରଦୀପ୍ତ ଦାସ ଦାୟିତ୍ୱ ତୁଲାଇଛନ୍ତି। କଂଗ୍ରସେ…
ମହିଳାଙ୍କ ଠାରୁ ଘୋଷଡ଼ା ଖାଇ ଯାଇଥିଲେ ଅଙ୍ଗନଓ୍ବାଡ଼ି ଦିଦି: କିଛିଦିନ ପରେ ଲୁଚିଛପି କେନ୍ଦ୍ରକୁ ପଶୁଥିଲା ବେଳେ ପୁଣି ତାତିଲେ ମହିଳା, ପରେ…
ପାଟଣା,୧୭।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଧ ଗ୍ରାମ ଅଙ୍ଗନଓ୍ବାଡି (କ) କେନ୍ଦ୍ର ପାଇଁ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମର ଶତାଧିକ ମହିଳା ଫେବୃଆରୀ ୬ ତାରିଖରେ ନବ ନିଯୁକ୍ତ…
ଫ୍ରି ଫାୟାର ଗେମ୍ ଖେଳି ବେକ କାଟିଦେଲେ ଯୁବକ
ଅନୁଗୋଳ,୧୭।୨(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଜରପଡ଼ା ଥାନା ଅଧୀନ ଜେରେଙ୍ଗ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯୁବକ ଜଣକ ମୋବାଇଲ ଫୋନ୍ରେ ଫ୍ରି ଫାୟାର ଗେମ୍ ଖେଳୁଥିଲେ। ହେଲେ ସେ ଗେମ୍ରେ ହାରି ଯିବାରୁ ସାନସିକ ଭାରସାମ୍ୟ ହରାଇ…
ଏଣିକି ଭାରତ ବାହାରେ ମଧ୍ୟ ଚାଲିବ ୟୁପିଆଇ, ଏଭଳି ଆକ୍ଟିଭ୍ କରନ୍ତୁ ସେବା
ନୂଆଦିଲ୍ଲୀ,୧୭।୨: ଭାରତୀୟ ୟୁପିଆଇ ପେମେଣ୍ଟ ସେବା ସମଗ୍ର ବିଶ୍ୱରେ ଲୋକପ୍ରିୟ। ଅର୍ଥାତ୍ ଯଦି ଆପଣ ଭାରତ ବାହାରୁ ଯାଆନ୍ତି, ତେବେ ଆପଣ ଅନେକ ଦେଶରେ ୟୁପିଆଇ ପେମେଣ୍ଟ କରିବାକୁ ସକ୍ଷମ ହେବେ, ଯାହା ଆପଣଙ୍କର ଯାତ୍ରାକୁ ଅଧିକ ସହଜ କରିବ। ତେବେ…
ବିଜେଡି-ଭାଜପା ପାର୍ଟନରଶିପ୍କୁ ସମାଲୋଚନା: ଗଞ୍ଜାମ ଜିଲା ସଦର ମହକୁମାରେ ଗର୍ଜିଲା କଂଗ୍ରେସ
ଛତ୍ରପୁର,୧୭।୨(ସନ୍ତୋଷ ପାଢ଼ୀ ): ରାଜ୍ୟରେ ବିଜେଡି-ଭାଜପା ସମ୍ପର୍କକୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। ଏହାର ପ୍ରତିବାଦରେ ଶନିବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଧାନମନ୍ତ୍ରୀଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। କଂଗ୍ରେସ ନେତା…

