ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’
ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଦେଶ ଭିତରେ LPG ଷ୍ଟକ ହ୍ରାସ ପାଇବାକୁ ଦୃଷ୍ଟିରେ ରଖି, ସରକାରୀ…
ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ
ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲ ଏବଂ ମନୀଷ ସିସୋଦିଆଙ୍କୁ ଦିଆଯାଇଥିବା ଆଶ୍ୱସ୍ତି ସମ୍ପର୍କରେ…
ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା କାନ୍ଥ: ଆଖିବୁଜିଲା କୁନି ଝିଅ, ମା’ ବଡ଼ ଝିଅ…
ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା ନାମକ ଜଣେ ବ୍ୟକ୍ତିଙ୍କ କୋଠାଘର ଛାତ ଉପରେ ନିର୍ମିତ ଅଧାକାନ୍ଥ ଭୁଷୁଡ଼ି ଜଣେ…
ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍-ସାଇକେଲ୍
ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଏକ ଦନ୍ତା ହାତୀ ଗାଁରେ ପଶି ଥିଲା। ପରେ ହାତୀଟି ଗାଁରେ ଉତ୍ପାତ…
ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…
ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ ପୂଜା । ସବୁଠି ମାଙ୍କ ଆରାଧନା ଓ ପୂଜାର୍ଚ୍ଚନା ହେଉଛି। ମାଙ୍କ ମୂର୍ତ୍ତି ମଣ୍ଡପ ବିଦ୍ୟୁତ ରଙ୍ଗୀନ ଆଲୋକ ମାଳାରେ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ, ପଡୋଶୀ…
ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ…
୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିଛି। ଆଗାମୀ ୬ଦିନ ଅର୍ଥାତ୍ ୨୮ ତାରିଖ ପର୍ଯ୍ୟନ୍ତ ଏଭଳି…
ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…
କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି । ମିଳିଥିବା…
ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ
ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ ଯୋଗୁ ମାସେ ନ ପୂରୁଣୁ ରାସ୍ତା ଶୋଚନୀୟ ହୋଇ ପଡିଥିଲା। ଫଳରେ ସରକାରଙ୍କ…
ଆସୁଛି ବଡ଼ ତୈଳ ସଙ୍କଟ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ
ତେହରାନ୍,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ – ହର୍ମୁଜ ପ୍ରଣାଳୀ – ପ୍ରଭାବଶାଳୀ ଭାବରେ…
ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍
ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ ବାଣିଜ୍ୟ ଦିବସରେ, MCX ରେ ସୁନା ୧,୪୪,୪୯୨ ରେ କାରବାର…
Archives


